Posted inଖେଳ

‘ନିଜକୁ ରୋନାଲ୍ଡୋ ଭାବୁଛନ୍ତି, କିନ୍ତୁ…’, ଧୋନିଙ୍କ ପରେ ଏବେ କୋହଲିଙ୍କୁ ନେଇ ଏହି ଖୁଲାସା କଲେ ଯୁବରାଜ ସିଂ

ନୂଆଦିଲ୍ଲୀ,୧୦।୧୧: ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂ ତାଙ୍କ ବିବୃତ୍ତି ପାଇଁ ଚର୍ଚ୍ଚାରେ ଅଛନ୍ତି। ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ସହ ତାଙ୍କର ବନ୍ଧୁତା ସମ୍ପର୍କରେ ଦିଆଯାଇଥିବା ବିବୃତ୍ତି ପରେ ସେ ବିରାଟ କୋହଲିଙ୍କ ବିଷୟରେ ଏକ ବଡ଼ ଖୁଲାସା କରିଛନ୍ତି। ଯୁବରାଜ କୋହଲିଙ୍କୁ ପରିହାସ କରି କହିଛନ୍ତି ଯେ ସେ ନିଜକୁ କ୍ରିଷ୍ଟିଆନୋ ରୋନାଲ୍ଡୋ ବୋଲି ଭାବନ୍ତି, କିନ୍ତୁ ସେ ନୁହଁନ୍ତି। ଉଭୟ ଯୁବରାଜ ଏବଂ କୋହଲି ଭାରତ ପାଇଁ ଏକାଠି ଖେଳିଛନ୍ତି। ଉଭୟ କିଛି ସିଜିନ୍‌ ପାଇଁ ଆଇପିଏଲରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଦଳରେ ମଧ୍ୟ ଏକାଠି ଥିଲେ।

୨୦୧୯ରେ ଯୁବରାଜ ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟର ସହିତ ବିଦାୟ ନେଇଥିବାବେଳେ କୋହଲି ଦଳର ଏକ ଅଂଶ ହୋଇ ରହିଛନ୍ତି। ପ୍ରସିଦ୍ଧ କ୍ରିକେଟର ହେବା ବ୍ୟତୀତ ଦୁହେଁ ଭଲ ଫୁଟବଲ ଖେଳାଳି ଏବଂ ଯୁବରାଜ ବିଶ୍ୱାସ କରନ୍ତି ଯେ ସେ ଏହି ଖେଳରେ କୋହଲିଙ୍କ ଅପେକ୍ଷା ଭଲ।


Enter your email to get our daily news in your inbox.

All Right Reserved By Dharitri.Com

କେବଳ କ୍ରିକେଟରେ ନୁହେଁ ବ୍ୟବସାୟରେ ମଧ୍ୟ ଖୁବ ଆଗରେ ବିରାଟ କୋହଲି; ଜାଣନ୍ତୁ BCCI ବ୍ୟତୀତ କେତେ ରୋଜଗାର କରନ୍ତି…

ନୂଆଦିଲ୍ଲୀ,୨୫।୬: ବିଶ୍ୱର ସବୁଠାରୁ ସଫଳ ଏବଂ ପ୍ରସିଦ୍ଧ କ୍ରିକେଟରଙ୍କ ମଧ୍ୟରୁ ଜଣେ ବିରାଟ କୋହଲି ଥରେ ମନ୍ତବ୍ୟ ଦେଇଥିଲେ ଯେ ସେ ବ୍ୟବସାୟ ବିଷୟରେ କିଛି ଜାଣି…

ଲହଡି ମାଡ଼ରେ ଗଭୀର ସମୁଦ୍ରକୁ ଚାଲିଗଲେ ପର୍ଯ୍ୟଟକ, ଆଉ ତା’ପରେ..

ପୁରୀ,୨୫।୬: ପୁରୀ ସେକ୍ଟର ୯ ବେଳାଭୂମି ଅର୍ଥାତ ଚୈତନ୍ୟ ଛକ ସମ୍ମୁଖରେ ଏକ ଅଘଟଣ ସାମ୍ନାକୁ ଆସିଛି। ସମୁଦ୍ରର ଲହଡି ମାଡ଼ରେ ଜଣେ ପର୍ଯ୍ୟଟକ ଗଭୀର ସମୁଦ୍ର…

ବିବାହରେ ଧୋନି, କୋହଲି, ରୋହିତଙ୍କୁ କାହିଁକି ନିମନ୍ତ୍ରଣ କଲେ ନାହିଁ ଆକାଶ ଦୀପ? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୫।୬: କାଶୀରେ ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପ ଅକ୍ଷିତାଙ୍କ ସହିତ ବୁଧବାର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ଉତ୍ସବ ଏକ ଆନନ୍ଦଦାୟକ ଘଟଣା…

କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

କୋରାପୁଟ,୨୫।୬(ଅମିତାଭ ବେହେରା ): କୋରାପୁଟ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ଵରାଜ୍ୟ କୁମାର ଶିଶାଙ୍କ ଦେହାନ୍ତ ହୋଇଛି । ଗତ କିଛି ଦିନ ଧରି ସେ…

ସରକାରଙ୍କ ବଡ଼ ପଦକ୍ଷେପ, ବିବାହ କାର୍ଡରେ ବର-କନ୍ୟାଙ୍କ ଜନ୍ମ ତାରିଖ ଅନ୍ତର୍ଭୁକ୍ତ କରିବା ବାଧ୍ୟତାମୂଳକ

ମୁମ୍ବାଇ,୨୫।୬: ବାଲ୍ୟବିବାହର ସାମାଜିକ କୁପ୍ରଥାକୁ ସମ୍ପୂର୍ଣ୍ଣ ଭାବରେ ଦୂର କରିବା ପାଇଁ ମହାରାଷ୍ଟ୍ରରେ ଏକ ଅନନ୍ୟ ଏବଂ କଠୋର ନିୟମ ଲାଗୁ ହେବାକୁ ଯାଉଛି। ରାଜ୍ୟ ସରକାର…

ବାଲେଶ୍ବରରେ ଚାଞ୍ଚଲ୍ୟ, ୮ ରାଉଣ୍ଡ ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା

ବାଲେଶ୍ୱର,୨୫।୬( ବାଞ୍ଛାନିଧି ଦେ ): ବାଲେଶ୍ବର ସହରରେ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି । ପୋଲିସକୁ ଅପରାଧୀମାନେ ଖୁଲମଖୁଲା ଚ୍ୟାଲେଞ୍ଜ ଦେଉଛନ୍ତି । ସହଦେବଖୁଣ୍ଟା ଥାନା…

ବୈଭବ ଇନ୍‌ ଅଭିଷେକ ଆଉଟ! ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୨୫।୬: ଭାରତୀୟ ଦଳ ପାଇଁ ଆୟରଲ୍ୟାଣ୍ଡ ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସମସ୍ତଙ୍କ ନଜର ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ, ଯିଏ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି…

ଭାଜପାକୁ ବଡ଼ ଧକ୍କା! କେରଳ ହାଇକୋର୍ଟଙ୍କ ଭର୍ତ୍ସନା ପରେ, ୧୯ ଭାଜପା କାଉନସିଲର ପୁନର୍ବାର ଶପଥ ନେଲେ

ଥିରୁଭାନନ୍ତପୁରମ,୨୫।୬: ଥିରୁଭାନନ୍ତପୁରମ ମ୍ୟୁନିସିପାଲ କର୍ପୋରେସନର ୧୯ ଜଣ ଭାରତୀୟ ଜନତା ପାର୍ଟି (ଭାଜପା) କାଉନସିଲର ବୁଧବାର (ଜୁନ ୨୪, ୨୦୨୬), ସେମାନଙ୍କର ପୂର୍ବ ଶପଥକୁ ଅବୈଧ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri