Posted inଖେଳ

ଲାଇଗର ସହ ଖେଳୁଛନ୍ତି

ଦୁବାଇ,୩।୧୦: ଇନ୍‌ଷ୍ଟାଗ୍ରାମରେ ଏକ ଦୁଃସାହସିକ ଭିଡିଓ ଶେୟାର କରିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂ (ଯୁବି)। ନିକଟରେ ସାଙ୍ଗମାନଙ୍କ ସହ ଦୁବାଇର ‘ଫେମ ପାର୍କ’ ଗସ୍ତ କରିଥିବା ଯୁବି ଏକ ଲାଇଗର (ଅଣ୍ଡିରା ସିଂହ ଓ ମାଇ ବାଘର ହାଇବ୍ରିଡ୍‌ ବଂଶ ହେଉଛି ଲାଇଗର) ସହ ଖେଳିଛନ୍ତି। ଭିଡିଓରେ ଯୁବି ଓ ତାଙ୍କ ସାଙ୍ଗମାନେ ଦୌଡ଼ିର ଏକ ପାଖକୁ ଘୋଷାଡ଼ୁ ଥିବାବେଳେ ଅନ୍ୟ ପଟକୁ ଟାଣୁଥିଲା ଲାଇଗର। କେବଳ ଏତିକି ନୁହେଁ ଏକ ଲମ୍ବା ସାପକୁ ବେକରେ ଗୁଡ଼ାଇବା ସହ ଭାଲକୁ ଖୁଆଉଥିବା ଦେଖିବାକୁ ମିଳିଛି। ଭିଡିର କ୍ୟାପଶନରେ ପୂର୍ବତନ ଅଲରାଉଣ୍ଡର ଲେଖିଛନ୍ତି, ‘ଟାଇଗର ବନାମ ଲାଇଗର। ଆମକୁ ପରିଣାମ ଜଣାଅଛି। କିନ୍ତୁ ଭୟକୁ ଭୁଲି ଜଙ୍ଗଲରେ ପ୍ରକୃତିର ମଜା ନେଉଛି ’।


Enter your email to get our daily news in your inbox.

All Right Reserved By Dharitri.Com

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri