ତୀରନ୍ଦାଜୀରେ ଯୁଯୁମୁରାର ଭଉଣୀଭାଇଙ୍କ ସଫଳତା

ସମ୍ବଲପୁର,୨୧। ୧(ବ୍ୟୁରୋ): ଆନ୍ଧ୍ରପ୍ରଦେଶର ବିଶାଖାପଟନମଠାରେ ଆୟୋଜିତ ବାଳିକା ଓ ବାଳକ ତୀରନ୍ଦାଜୀ ପ୍ରତିଯୋଗିତାରେ ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକର ଭଉଣୀଭାଇଙ୍କ ସମେତ ୩ଜଣ ସଫଳତା ହାସଲ କରିଛନ୍ତି। ସେମାନେ ହେଲେ ରିକର୍ଭ ରାଉଣ୍ଡରେ ୭୨୦ ପଏଣ୍ଟରୁ ୬୭୭ ହାସଲ କରିଥିବା ଅର୍ଣବ କୁମାର ଦେହୁରି, ଇଣ୍ଡିଆନ ରାଉଣ୍ଡରେ ୭୨୦ ପଏଣ୍ଟରୁ ୬୬୯ ହାସଲ କରିଥିବା ଭଉଣୀ ଅନ୍ବେଷା ଦେହୁରି ଓ ୭୨୦ ପଏଣ୍ଟରୁ ୬୪୨ ସ୍କୋର କରିଥିବା ଖୁସବୁ ହସପୂର୍ତ୍ତି। ଓଡ଼ିଶାର ୭ ଜଣ ଖେଳାଳି ପ୍ରତିଯୋଗିତାରେ ଭାଗ ନେଇଥିଲେ। ସର୍ବଭାତୀୟ ର଼୍ୟାଙ୍କରେ ଅର୍ଣ୍ଣବ ୯ତମ ସ୍ଥାନରେ ରହିଛନ୍ତି। ପୂର୍ବରୁ ମଧ୍ୟ ଯୁଯୁମୁରା ଅଞ୍ଚଳର ଏହି ଭଉଣୀଭାଇ ରାଜ୍ୟ ବାହାରେ ବିଭିନ୍ନ ସ୍ଥାନରେ ଆୟୋଜିତ ପ୍ରତିଯୋଗିତାରେ ଭାଗ ନେଇ କୃତିତ୍ୱ ହାସଲ କରିଛନ୍ତି। ସୂଚନାଯୋଗ୍ୟ, ଏନ୍‌ଟିପିିସି ପକ୍ଷରୁ ୫ତମ ଭୋଲଗା ମେମୋରିଆଲ କିଡ୍‌ସ ତୀରନ୍ଦାଜ ପ୍ରତିଯୋଗିତା ଜାନୁୟାରୀ ୧୩ରୁ ୧୬ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri