Posted inଖେଳ

ପ୍ରଥମ ଭେଟରେ ଏହି କ୍ରିକେଟର୍‌ଙ୍କୁ ଗାଳି ଦେଇଥିଲେ ଧୋନୀ

ଭାରତୀୟ କ୍ରିକେଟ ଦଳର ଜଣେ ଗୁରୁତ୍ୱପୂର୍ଣ୍ଣ ସ୍ପିନର ହେଉଛନ୍ତି ୟୁଜବେନ୍ଦ୍ର ଚହଲ। ୨୦୧୬ରେ ପ୍ରଥମଥର ଦେଶ ପାଇଁ ଖେଳିବାର ସୁଯୋଗ ପାଇଥିଲେ। ସେ ୨୦୧୬ ଜୁନ ୧୧ରେ ଏକଦିବସୀୟ ମ୍ୟାଚ୍‌ରେ ଡେବ୍ୟୁ କରିଥିଲେ। ଏହାପରେ ଜୁନ୍‌ ୧୮ ପ୍ରଥମ ଟି-୨୦ମ୍ୟାଚ୍‌ ଖେଳିଥିଲେ। ନିକଟରେ ଏକ ୟୁଟ୍ୟୁବ୍‌ ଚ୍ୟାନେଲ୍‌କୁ ସାକ୍ଷାତକାର ଦେଇ ଚହଲ ଧୋନୀଙ୍କ ବିଷୟରେ ଏକ ଖୁଲାସା କରିଛନ୍ତି। ଡେବ୍ୟୁ ମ୍ୟାଚ୍‌ କ୍ୟାପ୍‌ ତାଙ୍କୁ ମହେନ୍ଦ୍ର ସିଂ ଧୋନୀ ଦେଇଥିଲେ। ମହାନ ଖେଳାଳିଙ୍କଠାରୁ କ୍ୟାପ୍‌ ପାଇ ମୋ ପାଟିରୁ କଥା ବାହାରୁ ନ ଥିଲା। ଜିମ୍ବାଓ୍ବେ ବିପକ୍ଷ ମ୍ୟାଚ୍‌ରେ ପ୍ରଥମ ଥର ପଡିଆକୁ ଓହ୍ଲାଇବା ପରେ ମୁଁ ମାହି ସାର୍‌ ମାହି ସାର୍‌ କହି ଡାକୁଥିଲି। ୨ ଓଭର୍‌ ପରେ ସେ ମୋତେ ପାଖକୁ ଡାକି କହିଲେ, ମାହି, ଧୋନୀ, ମହେନ୍ଦ୍ର ସିଂ ଧୋନୀ ଏବଂ ଭାଇ ଯାହା ଡାକିବାର ଅଛି ଡାକ କିନ୍ତୁ ସାର୍‌ ଡାକନି। ସେହି ସମୟରେ ମୁଁ କହିଲି ଓକେ ସାର୍‌। ସେ ମୋତେ କହିଲେ ଯାଅ ତୁମ ଦ୍ୱାରା କିଛି ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୋ ଯୋଗୁ ଦେଶ ବଦ୍‌ନାମ ହୋଇଛି, କ୍ଷମା ମାଗୁଛି: କାହିଁକି ଏମିତି କହିଲେ କ୍ରିକେଟର୍‌

ଇସଲାମାବାଦ୍‌,୮।୭: ପାକିସ୍ତାନୀ କ୍ରିକେଟର ଉମର ଅକମଲ ତାଙ୍କ ପରିବାର, ପ୍ରଶଂସକ ଏବଂ ପାକିସ୍ତାନୀ ଲୋକଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି। ଅକମଲ କ୍ୟାମେରା ସାମ୍ନାକୁ ଆସି...

ଅଶ୍ୱିନଙ୍କ ପାଇଁ ବିସିସିଆଇର ସ୍ବତନ୍ତ୍ର ବ୍ୟବସ୍ଥା

ମୁମ୍ବାଇ,୮।୭: ଭାରତୀୟ ଦଳର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିଛି ବିସିସିଆଇ। ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ଅଶ୍ୱିନ ସରେ...

ଉଡିଲା ଭାରତ ବିରୋଧୀ ବ୍ୟାନର

ଲିଡ୍ସ,୬।୭(ପିଟି)- ଚଳିତ ବିଶ୍ୱକପ୍‌ରେ ଆଉ ଏକ ରାଜନୈତିକ ବ୍ୟାନର ଦେଖିବାକୁ ମିଳିଛି। ସ୍ଥାନୀୟ ହେଡିଂଲେ ଷ୍ଟାଡିୟମ୍‌ରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ବେଳେ ଏକ...

ମହିଳା ଟି୨୦: ସିରିଜ୍‌ ଜିତିଲା ଭାରତ

ମୀରପୁର, ୧୨ା୭: ବାଂଲାଦେଶ ମହିଳା ଦଳ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦ୍ୱିପାକ୍ଷିକ ଟି୨୦ ସିରିଜର ଦ୍ୱିତୀୟ ମ୍ୟାଚ୍‌କୁ ଜିତିବା ସହିତ ସିରିଜ୍‌ ଉପରେ ଆଗୁଆ...

ବୁମ୍‌ରାଙ୍କ ସ୍ଥାନରେ ଏହି ଦ୍ରୁତ ବୋଲର୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୩୦।୯: ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ ଅନ୍ତର୍ଜାତୀୟ ସିରିଜର ଅନ୍ତିମ ୨ ମ୍ୟାଚ୍‌ ଲାଗି ଦ୍ରୁତ ବୋଲର୍‌ ମହମ୍ମଦ ସିରାଜଙ୍କୁ ଦଳରେ ସାମିଲ କରାଯାଇଛି। ସିରାଜ...

ମ୍ୟାଚ୍‌ ମଝିରେ ଟଳିପଡ଼ିଲେ ଖେଳାଳି

ଅକ୍‌ଲ୍ୟାଣ୍ଡ,୧୮।୩: ଦିନିକିଆ ମହିଳା ବିଶ୍ୱକପ୍‌ରେ ବାଲାଂଦେଶ ବିପକ୍ଷ ଓ୍ବେଷ୍ଟଇଣ୍ଡିଜ୍‌ ମ୍ୟାଚ୍‌ ବେଳେ ଘଟିଛି ଅଘଟଣ। ଶୁକ୍ରବାର ମ୍ୟାଚ୍‌ ଚାଲିଥିବା ବେଳେ ଓ୍ବେଷ୍ଟଇଣ୍ଡିଜର ଦ୍ରୁତ ବୋଲର ଶାମିଲିଆ...

ଆଇପିଏଲ୍‌ରେ ସର୍ବାଧିକ ଛକା ମାରିଛନ୍ତି କ୍ରିସ୍‌ ଗେଲ୍‌; ଟପ୍‌-୫ରେ ୩ ଭାରତୀୟ

ନୂଆଦିଲ୍ଲୀ, ୩।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ।...

ଚେନ୍ନାଇ ପାଇଁ ବଳିଦାନ ଦେଲେ ଧୋନୀ, ଜାଣିଲେ କହିବେ ବାଃ ବାଃ

ନୂଆଦିଲ୍ଲୀ,୧।୧୨:ଚେନ୍ନାଇ ସୁପର କିଙ୍ଗ୍ସ ଦ୍ୱାରା ଆଇପିଏଲ ୨୦୨୨ ପାଇଁ ପ୍ରକାଶିତ ଆଇପିଏଲ ୨୦୨୨ ରିଟେସନ୍‌ ତାଲିକା ପରେ ସ୍ପଷ୍ଟ ହୋଇଛି ଯେ ମହେନ୍ଦ୍ର ସିଂ ଧୋନୀ...

Advertisement
Archives

Model This Week