Posted inଖେଳ

Chahal ଏବଂ RJ Mahvashଙ୍କ ବାଟ ହେଲା ଅଲଗା! ପରସ୍ପରକୁ… 

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟର ଯୁଜବେନ୍ଦ୍ର ଚହଲଙ୍କ ବ୍ୟକ୍ତିଗତ ଜୀବନରେ ପୁଣି ଉଠିଛି ଝଡ଼। ପୂର୍ବ ପତ୍ନୀ ଧନଶ୍ରୀ ବର୍ମାଙ୍କଠାରୁ ଅଲଗା ହେବା ପରେ ପ୍ରେମରେ ପଡ଼ିଥିବା ଚର୍ଚ୍ଚା ହେଉଥିଲା। ଆର୍‌ଜେ ମହବଶଙ୍କ ସହ ତାଙ୍କୁ ଏକାଧିକ ଥର ସ୍ପର୍ଟ କରାଯାଇଥିଲା। ଯାହାକୁ ନୁହେଁ ପ୍ରେମରେ ଉବୁଟୁବୁ ହେଉଥିବା କୁହାଯାଇଥିଲା। ହେଲେ ଏବେ ଦୁହେଁ ନିଜ ନିଜର ବାଟ ଅଲଗା କରିଛନ୍ତି। କାରଣ ସୋସିଆଲ ମିଡ଼ିଆରେ ସେମାନେ ପରସ୍ପରକୁ ଅନଫଲୋ କରିଦେଇଛନ୍ତି।
କେହିବି ଏହା ପଛର କାରଣ କହି ନ ଥିଲେ ହେଁ ପ୍ରଶଂସକମାନେ ସହଜରେ ତାହା ଠଉରାଇ ଦେଇଛନ୍ତି। କ’ଣ ଏମିତି ଘଟିଲା ଯେ ଦୁହେଁ ଅନଫଲୋ କରିଛନ୍ତି ସେ ନେଇ ଚର୍ଚ୍ଚା ଜୋର ଧରିଛି। କହିବାକୁ ଗଲେ ଆଇପିଏଲ୍‌ ମ୍ୟାଚ୍‌ ହେଉ ଅବା ଅନଲାଇନ୍‌ରେ ମଜାଳିଆ ବାର୍ତ୍ତାଳାପ, ସର୍ବସାଧାରଣ ସ୍ଥାନରେ ସେମାନଙ୍କୁ ଏକାଠି ଦେଖିବାକୁ ମିଳୁଥିଲା। ହେଲେ କିଛି ଦିନ ହେବ ସବୁକିଛି ବନ୍ଦ ହୋଇଯାଇଥିଲା। ଶେଷରେ ଦୁହେଁ ବାଟ ଅଲଗା କରି ସମସ୍ତଙ୍କୁ ନିରାଶ କରିଛନ୍ତି।
rj mhavesh
କହିରଖୁଛୁ, ଚହଲ ଏବଂ ଧନଶ୍ରୀ  ୨୦୨୦ରେ ବିବାହ କରିଥିଲେ। ୨୦୨୫ରେ ପରସ୍ପରକୁ ସେମାନେ ଛାଡ଼ପତ୍ର ଦେଇଥିଲେ। ସେତେବେଳଠାରୁ ଚହଲଙ୍କ ନାମ ମହବଶଙ୍କ ସହ ଯୋଡ଼ା ଯାଉଥିଲା। ସବୁବେଳେ ଚହଲଙ୍କୁ ଧନଶ୍ରୀ ବନ୍ଧୁ ବୋଲି କହି ଆସୁଥିଲେ ହେଁ ଟ୍ରୋଲ୍‌ ହେଉଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

“ମୁଁ ଚାହୁଁଛି ଫାଇନାଲରେ ଭାରତ ହାରିଯାଉ” ବିସ୍ଫୋରକ ବୟାନ ଦେଲେ…

ନୂଆଦିଲ୍ଲୀ,୮।୩: ଦକ୍ଷିଣ ଆଫ୍ରିକାର କିମ୍ୱଦନ୍ତୀ ଦ୍ରୁତ ବୋଲର ଡେଲ ଷ୍ଟେନ, ଯିଏ ୪୦୦ ରୁ ଅଧିକ ଟେଷ୍ଟ ୱିକେଟ ନେଇଛନ୍ତି, ୨୦୨୬ ଟି-୨୦ ବିଶ୍ୱକପ ଫାଇନାଲ ପୂର୍ୱରୁ…

ଫାଇନାଲ ପୂର୍ୱରୁ ICCର ନିଷ୍ପତ୍ତିକୁ ନେଇ ହଇଚଇ; ଭାରତ ଛାଡିବାକୁ ଜିଦ୍‌ ଧରିଲେଣି ଏହି ଖେଳାଳି

ନୂଆଦିଲ୍ଲୀ,୮।୩: ୨୦୨୬ ଟି୨୦ ବିଶ୍ୱକପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ, ଭାରତରେ…

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ…

ଟି-୨୦ ଫାଇନାଲ ଭାରତୀୟ ଅଧିନାୟକଙ୍କ ପାଇଁ ସତର୍କ ଘଣ୍ଟି! ସୂର୍ଯ୍ୟଙ୍କ ଶେଷ ହୋଇଯିବ…

ନୂଆଦିଲ୍‌ଲୀ,୮।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ, ଟିମ ଇଣ୍ଡିଆ ଇତିହାସ ରଚିବାଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ଫାଇନାଲ…

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri