Posted inଖେଳ

ଆୟାରଲାଣ୍ଡ ଗସ୍ତରେ ଭାରତୀୟ ଦଳ

ନୂଆଦିଲ୍ଲୀ,୨୩।୬: ଭାରତ ଏବଂ ଆୟାରଲାଣ୍ଡ ମଧ୍ୟରେ ଦୁଇଟି ଟି -୨୦ ମ୍ୟାଚ ସିରିଜ ଜୁନ ୨୬ଠାରୁ ଖେଳାଯିବ। ଏଥିପାଇଁ ଭାରତୀୟ ଦଳ ଆଜି ଆୟର୍ଲାଣ୍ଡ ଅଭିମୁଖେ ଯାତ୍ରା କରିଛି। ସ୍ପିନର ୟୁଜଭେନ୍ଦ୍ର ଚହଲ ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରି ଏହି ସୂଚନା ଦେଇଛନ୍ତି। ଏହି ଗସ୍ତରେ ଭାରତର ଅଧିନାୟିକତ୍ୱ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ହସ୍ତାନ୍ତର କରାଯାଇଛି।
ଟି -୨୦ରେ ଆୟାରଲାଣ୍ଡ ବିପକ୍ଷରେ ଭାରତର ରେକର୍ଡ ଭଲ ରହିଛି। ଦୁଇ ଦଳ ମଧ୍ୟରେ ଏପର୍ଯ୍ୟନ୍ତ୩ ଟି -୨୦ ମ୍ୟାଚ ହୋଇଛି ଏବଂ ପ୍ରତ୍ୟେକ ଥର ଟିମ ଇଣ୍ଡିଆ ଆୟାରଲାଣ୍ଡକୁ ପରାସ୍ତ କରିଛି। ୨୦୦୯ ରେ ପ୍ରଥମ ଥର ପାଇଁ ଏହି ଦୁଇ ଦଳ ମୁହାଁମୁହିଁ ହୋଇଥିଲେ। ଏହି ମ୍ୟାଚକୁ ଭାରତ ୮ ଉଇକେଟରେ ଜିତି ନେଇଥିଲା। ଏହି ଗସ୍ତର ପ୍ରଥମ ଟି-୨୦ ଜୁନ ୨୬ରେ ଏବଂ ଦ୍ୱିତୀୟ ଟି-୨୦ ମ୍ୟାଚ ଜୁନ୍‌ ୨୮ରେ ଡବଲିନରେ ଖେଳାଯିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri