Posted inଖେଳ

ଆଇପିଏଲ୍‌ରେ ଚହଲଙ୍କ ରେକର୍ଡ

ଜୟପୁର,୭ା୫: ଆଇପିଏଲ୍‌ର ସର୍ବାଧିକ ଉଇକେଟ ନେବାରେ ୟୁଜବେନ୍ଦ୍ର ଚହଲ ରେକର୍ଡ ସୃଷ୍ଟି କରିଛନ୍ତି । ଚହଲ ୧୪୩ ମ୍ୟାଚ୍‌ରୁ ୧୮୩ ଉଇକେଟ ନେଇଛନ୍ତି। ଆଇପିଏଲରେ ଅଧିକ ଉଇକେଟ ନେବାରେ ଡ୍ବେନ୍‌ ବ୍ରାଭୋଙ୍କ ସମକକ୍ଷ ହୋଇଛନ୍ତି ଚହଲ। ଉଭୟ ଖେଳାଳିଙ୍କ ମଧ୍ୟରେ ଚହଲ ଯୁଗ୍ମ ଭାବେ ପ୍ରଥମ ସ୍ଥାନରେ ରହିଛନ୍ତି।

ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଚହଲ ୨୯ ରନ୍‌ ଦେଇ ୪ ଉଇକେଟ ନେଇଥିଲେ। ପଳରେ ଡ୍ବେନ୍‌ ବ୍ରାଭୋଙ୍କ ସମକକ୍ଷ ହୋଇଥିଲେ। ବ୍ରାଭୋ ୧୬୧ ମ୍ୟାଚରୁ ୧୮୩ ଉଇକେଟ ନେଇଥିବା ବେଳେ ଚହଲ ୧୪୩ ତମ ମ୍ୟାଚରୁ ଏହି ମାଇଲଖୁଣ୍ଟ ହାସଲ କରିଛନ୍ତି। ଟପ୍‌ ୫ରେ ରହିଥିବା ଅନ୍ୟ ୩ ବୋଲର ହେଉଛନ୍ତି ପୀୟୁଷ ଚାଓ୍ବଲା,ଅମିତ ମିଶ୍ର ଓ ରବିଚନ୍ଦ୍ରନ ଅଶ୍ୱିନ। ଚାଓ୍ବଲା ୧୭୪ ଉଇକେଟ ନେଇଥିବା ବେଳେ ଅମିତ ମିଶ୍ର ୧୭୨ ଏବଂ ଅଶ୍ୱିନ ୧୭୧ ଉଇକେଟ ନେବାରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କୁ ନାଲି ଆଖି ଦେଖାଉଛନ୍ତି ନେତାନ୍ୟାହୁ ! ଶାନ୍ତି ଚୁକ୍ତିକୁ ପ୍ରତ୍ୟାଖ୍ୟାନ କରି କହିଲେ -‘ଯେପର୍ଯ୍ୟନ୍ତ ମୁଁ ପ୍ରଧାନମନ୍ତ୍ରୀ…’

ଜେରୁଜେଲମ,୧୬।୬: ଦୀର୍ଘ ଆଲୋଚନା ପରେ, ଆମେରିକା ଏବଂ ଇରାନ ଏକ ଶାନ୍ତି ଚୁକ୍ତିନାମା ଘୋଷଣା କରିଥିଲେ। ତଥାପି, ଇସ୍ରାଏଲ ଆମେରିକା-ଇରାନ ଚୁକ୍ତିନାମାରେ ଗଭୀର ଅସନ୍ତୁଷ୍ଟ ଥିବା ପରି…

ରାସ୍ତାରେ ଉପୁଡ଼ି ପଡିଥିବା ଗଛକୁ ଯାଇ ପିଟିହେଲେ ଅଟୋ-ପିକଅପ୍, ୯…

ନନ୍ଦପୁର,୧୬।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଦେଇ ଯାଇଥିବା ଏମଡିଆର ୫୫ ରାସ୍ତାର ସୀମାଦ୍ରୀ ମଣ୍ଡପ ସମ୍ମୁଖରେ ଏକ ବଡ଼ ଧରଣର…

ଆଜି ସୁପ୍ରିମକୋର୍ଟରେ ଆଧାର ଶୁଣାଣି

ନୂଆଦିଲ୍ଲୀ,୧୬ା୬: ଭାରତର ବିଶିଷ୍ଟ ପରିଚୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ଜାରି ଆଧାର କାର୍ଡଗୁଡ଼ିକୁ ନାଗରିକତ୍ୱ, ବାସସ୍ଥାନ ପ୍ରମାଣ ଓ ଠିକଣା ପ୍ରମାଣ ଭାବେ ଦୁରୁପଯୋଗ କରାଯାଉଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ…

ଆଉ ଖେଳିପାରିବେନି ବୈଭବ ସୂର୍ଯ୍ୟବଂଶୀ? ଶ୍ରୀଲଙ୍କା ଖେଳାଳିଙ୍କ ସହ ଝଗଡ଼ା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ହେବାର ସମ୍ଭାବନା! ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୬।୬: ଆୟରଲ୍ୟାଣ୍ଡ ଗସ୍ତ ପୂର୍ବରୁ ଶ୍ରୀଲଙ୍କାରେ ଖେଳୁଥିବା ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ଶିରୋନାମାରେ ସ୍ଥାନ ପାଇଛନ୍ତି। ପୂର୍ବରୁ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଦୃଷ୍ଟି…

୭୫ ଟଙ୍କାର ବ୍ୟାଙ୍କ ବାଲାନ୍ସରୁ ଏନ୍‌ଡିଏର ସମ୍ଭାବ୍ୟ ଶକ୍ତି, ଚର୍ଚ୍ଚାରେ ଆଞ୍ଚଳିକ ଦଳ ‘ଏନ୍‌ସିପିଆଇ’ର ରାଜନୈତିକ ଯାତ୍ରା

ନୂଆଦିଲ୍ଲୀ,୧୫ା୬(ପି.ଟି.): ଆର୍ଥିକବର୍ଷ ୨୦୨୨-୨୩ ଶେଷ ସୁଦ୍ଧା ଯେଉଁ ରାଜନୈତିକ ଦଳର ବ୍ୟାଙ୍କ ଖାତାରେ ମାତ୍ର ୭୫ ଟଙ୍କା ବାକି ରହିଥିଲା, ଆଜି ସେହି ଅଜ୍ଞାତ ଦଳଟି ଜାତୀୟ…

ଇରାନ ଉପରେ ଜୋରଦାର ଖର୍ଚ୍ଚ କରିବେ ଟ୍ରମ୍ପ; ୩୦୦ ବିଲିୟନ ଡଲାର ବର୍ଷା କରିବାକୁ ପ୍ରସ୍ତୁତ!

ତେହରାନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ପ୍ରସ୍ତାବିତ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ ଏହି ଚୁକ୍ତିନାମା ଅତି କମରେ ୩୦୦…

ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ବାଇକ, ଘଟଣାସ୍ଥଳରେ ୨ମୃତ

ଅତାବିରା,୧୬।୬(ଯୁଧିଷ୍ଠିର ମହାପାତ୍ର): ଅତାବିରା ଥାନା ସରଣ୍ଡା ଗେଟ ପାଖ ୫୩ ନମ୍ବର ଜାତୀୟ ରାଜପଥରେ ସୋମବାର ରାତ୍ରି ୮ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨…

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri