Posted inଖେଳ

ଚହଲଙ୍କ ନାମରେ ରେକର୍ଡ

ଅହମ୍ମଦାବାଦ,୧୨।୩ : ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଇଂଲଣ୍ଡ ବିପକ୍ଷରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ ଅବସରରେ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ। ଏହି ମ୍ୟାଚ୍‌ରେ ଜୋସ ବଟଲରଙ୍କୁ ଏଲବିଡବ୍ଲ୍ୟୁ ଆଉଟ୍‌ କରିବା ସହ ଅନ୍ତର୍ଜାତୀୟ ଟି୨୦ରେ ଟିମ୍‌ ଇଣ୍ଡିଆ ପାଇଁ ସବୁଠୁ ସଫଳ ବୋଲର ହେବାର ସୌଭାଗ୍ୟ ଲାଭ କରିଛନ୍ତି। ୪୬ ଟି୨୦ ମ୍ୟାଚ୍‌ ଖେଳିଥିବା ଚହଲଙ୍କ ନାମରେ ଏପର୍ଯ୍ୟନ୍ତ ରହିଛି ୬୦ ଉଇକେଟ। ଏହି ତାଲିକାରେ ତାଙ୍କ ପଛକୁ ରହିଛନ୍ତି ଯଶପ୍ରୀତ ବୁମରା। ଡାହାଣହାତୀ ପେସରଙ୍କ ନାମରେ ୫୯ଟି ଉଇକେଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକଙ୍କ ପରଲୋକ, ପଦ୍ମପୁରରେ ଶୋକର ଛାୟା

ପଦ୍ମପୁର,୨୬।୮(ପ୍ରଦୀପ୍ତ ଦାଶ): ପଦ୍ମପୁର ନିର୍ବାଚନମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୭୫…

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର,୨୬।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!

ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri