Posted inଖେଳ

ଛାଡପତ୍ର ଖବର ମଧ୍ୟରେ ଚହଲଙ୍କର ଆସିଲା ପ୍ରଥମ ପ୍ରତିକ୍ରିୟା, କହିଲେ…

ନୂଆଦିଲ୍ଲୀ,୭।୧: କ୍ରିକେଟର ୟୁଜବେନ୍ଦ୍ର ଚହଲଙ୍କଠାରୁ କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କ ଛାଡପତ୍ର ଖବର ଚର୍ଚ୍ଚାରେ ରହିଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଦୁହେଁ ପରସ୍ପରକୁ ମଧ୍ୟ ଅନଫଲୋ କରିଦେଇଛନ୍ତି। ଏହି ସମୟରେ ସେ ସୋସିଆଲ ମିଡିଆରେ କ୍ରିପ୍ଟିକ ପୋଷ୍ଟ ମଧ୍ୟ କରୁଛନ୍ତି। ଧନଶ୍ରୀଙ୍କଠୁ ଛାଡପତ୍ର ଖବରକୁ ନେଇ ୟୁଜବେନ୍ଦ୍ର ଚହଲଙ୍କ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି।

ୟୁଜବେନ୍ଦ୍ର ଚହଲ ତାଙ୍କ ଇନଷ୍ଟାଗ୍ରାମ କାହାଣୀରେ ଏକ କ୍ରିପ୍ଟିକ ପୋଷ୍ଟ କରିଛନ୍ତି ଯାହା ଧନଶ୍ରୀଙ୍କ ଛାଡପତ୍ର ଖବର ସହିତ ଜଡିତ ଅଛି। ଏହା ପୋଷ୍ଟରେ ଲେଖାଯାଇଛି – ‘ନୀରବତା ହେଉଛି ଗଭୀର ସ୍ବର, ଯେଉଁମାନେ ସମସ୍ତ ଶବ୍ଦରୁ ଏହାକୁ ଶୁଣିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆରମ୍ଭ ହେଲା ସର୍ବଭାରତୀୟ ପାଟଣାକପ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟ: ଯୋଗଦେଲେ ୮ ଦଳ

ପାଟଣାଗଡ଼,୧୩।୧(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ଼ ଏନ୍‌ଏସି ରମାଇ ହାଇସ୍କୁଲ ଖେଲପଡିଆରେ ସୋମବାର ୨୦ତମ ସର୍ବଭାରତୀୟ ପାଟଣାକପ୍‌ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ପାଟଣାଗଡ଼ ଉପ...

ସଞ୍ଜୁ ସାମସନ ନା ଋଷଭ ପନ୍ତ… ଚାମ୍ପିୟନ୍ସ ଟ୍ରଫିରୁ କିଏ ପଡ଼ିବ ବାଦ ? ଜାଣନ୍ତୁ କାହା ପଲା ଭାରି

ନୂଆଦିଲ୍ଲୀ, ୧୩।୧: ଆସନ୍ତା ମାସରେ ପାକିସ୍ତାନ ଦ୍ୱାରା ଆୟୋଜିତ ହେବାକୁ ଯାଉଥିବା ଚାମ୍ପିୟନ୍ସ ଟ୍ରଫି ୨୦୨୫କୁ ନେଇ ପ୍ରାୟ ସମସ୍ତ ଦେଶ ନିଜର ଟିମ୍ ଘୋଷଣା...

କେବେ ଅଧିନାୟକ ହୋଇପାରିବେନି ବୁମ୍‌ରା! ଖୁଲାସା ହେଲା ସବୁଠୁ ବଡ଼ କାରଣ…

ନୂଆଦିଲ୍ଲୀ,୧୩।୧: ଭାରତ ବନାମ ଅଷ୍ଟ୍ରେଲିଆ ସିଡ଼ନୀ ଟେଷ୍ଟ ଆରମ୍ଭ ହେବାକୁ ଥିବାବେଳେ ଖବର ଆସିଲା ଯେ ରୋହିତ ଶର୍ମା ନିଜକୁ ପ୍ଲେ-୧୧ରୁ ବାଦ୍‌ ଦେଇଛନ୍ତି। ଏପରି...

ରୋହିତ-ବିରାଟଙ୍କୁ କଡ଼ା ନିର୍ଦ୍ଦେଶ ଦେଲା ବିସିସିଆଇ, ପାଳନ ନ କଲେ ମିଳିବ ଦଣ୍ଡ

ନୂଆଦିଲ୍ଲୀ,୧୩।୧: ଟିମ ଇଣ୍ଡିଆର ଅନେକ ବରିଷ୍ଠ ଖେଳାଳି ଖରାପ ଫର୍ମ ଦେଇ ଗତି କରୁଛନ୍ତି। ଏହି ମାମଲାରେ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ସବୁଠାରୁ...

ଇତିହାସ ସୃଷ୍ଟି କଲେ ୧୪ ବର୍ଷୀୟ ଇରା ଯାଦବ, ୧୫୭ ବଲରେ କଲେ ୩୪୬ ରନ୍

ମୁମ୍ବାଇ,୧୨।୧: ଆଗାମୀ ୧୯ ବର୍ଷରୁ କମ୍ ମହିଳା ବିଶ୍ୱକପରେ ଭାରତ ପାଇଁ ତିନି ଜଣ ଷ୍ଟାଣ୍ଡବାଏ ଖେଳାଳିଙ୍କ ମଧ୍ୟରୁ ଜଣେ ୧୪ ବର୍ଷୀୟା ଇରା ଯାଦବ...

କୋହଲିଙ୍କ ପାଖରେ ଏବେ ମାତ୍ର ୨ ମାସ ବାକି…

ନୂଆଦିଲ୍ଲୀ,୧୨।୧: ଲଗାତାର ଭାବେ ଖରାପ ଫର୍ମ ଦେଇ ଗତି କରୁଛନ୍ତି ଭାରତର ତାରକା ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି। ଏହାକୁ ନେଇ ଦଳ ତଥା ପ୍ରଶଂସକ ନିରାଶ...

ବାଲାଂଦେଶର ଏହି କ୍ରିକେଟରଙ୍କୁ ଲାଗିଲା ବଡ ଝଟ୍‌କା

ନୂଆଦିଲ୍ଲୀ,୧୨।୧: ଉଚ୍ଚସ୍ତରୀୟ ଘରୋଇ ଏବଂ ଅନ୍ତର୍ଜାତୀୟ କ୍ରିକେଟରେ ବୋଲିଂ କରିବାରୁ ନିଷିଦ୍ଧ ହୋଇଥିବା ଶାକିବ ଅଲ ହାସନ ମଧ୍ୟ ତାଙ୍କ ବୋଲିଂ ଆକ୍ସନର ଦ୍ୱିତୀୟ ଯାଞ୍ଚରେ...

ଏହିଦିନ ଆରମ୍ଭ ହେବ ଆଇପିଏଲ ୨୦୨୫, ଜାଣନ୍ତୁ ଫାଇନାଲ ତାରିଖ

ମୁମ୍ବାଇ,୧୨।୧: ଇଣ୍ଡିଆନ ପ୍ରିମିୟର ଲିଗ୍ (IPL) ୨୦୨୫ ସିଜିନକୁ ନେଇ ଏକ ବଡ଼ ଖୁଲାସା ହୋଇଛି। ଟୁର୍ଣ୍ଣାମେଣ୍ଟ କେଉଁ ତାରିଖରେ ଆରମ୍ଭ ହେବାକୁ ଯାଉଛି ତାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri