Posted inଖେଳ

ଚହଲଙ୍କୁ କାନ୍ଧରେ ଉଠାଇଦେଲେ ମହିଳା ରେସଲର: ଆଉ ତା’ପରେ…

ନୂଆଦିଲ୍ଲୀ,୩।୩: ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ ଲେଗ୍‌ ସ୍ପିନ ବୋଲିଂ ପାଇଁ ପ୍ରସିଦ୍ଧ, କିନ୍ତୁ ସୋସିଆଲ ମିଡିଆରେ ତାଙ୍କର ମଜାଳିଆ ଭିଡିଓ ମଧ୍ୟ ପ୍ରଶଂସକଙ୍କୁ ମନୋରଞ୍ଜନ କରିଥାଏ। ତାଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ରିୟଲିଟି ଟିଭି ସୋ ‘ଝଲକ ଦିଖଲା ଜା’ର ସିଜନ ୧୧ର ପ୍ରତିଯୋଗୀ ହୋଇଥିବାରୁ ଏକ ପାର୍ଟୀରେ ଚହଲଙ୍କୁ ଦେଖିବାକୁ ମିଳିଥିଲା। ଅନ୍ୟ ପଟେ ଭାରତୀୟ ମହିଳା ରେସଲର ସଙ୍ଗୀତା ଫୋଗଟ ମଧ୍ୟ ଏହି ଶୋ’ର ଏକ ଅଂଶ। ‘ଝଲକ ଦିଖଲା ଜା’ର ଏକ ପାର୍ଟି ସହ ଜଡିତ ଏକ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ଦେଖିବାକୁ ମିଳିଛି ଯେ, ସଙ୍ଗୀତା ୟୁଜବେନ୍ଦ୍ର ଚହଲଙ୍କୁ କାନ୍ଧରେ ବୋହି ନେଉଛନ୍ତି।
ସୋସିଆଲ ମିଡିଆରେ ‘ଝଲକ ଦିଖଲା ଜା’ର ଏକ ପାର୍ଟିର ଏକ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ସଙ୍ଗୀତା ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲଙ୍କୁ କାନ୍ଧରେ ନେଇ ବୁଲୁଛନ୍ତି। ଚହଲଙ୍କ ମୁହଁରେ ଆତଙ୍କ ସ୍ପଷ୍ଟ ଭାବରେ ଦେଖିବାକୁ ମିଳେ, ଯିଏ ସଙ୍ଗୀତାକୁ ତାଙ୍କୁ ଓହ୍ଲାଇବାକୁ ଅନୁରୋଧ କରୁଥିବାର ଦେଖାଯାଏ।
ଚହଲଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ସିଜିନ ୧୧ର ୫ ଫାଇନାଲିଷ୍ଟଙ୍କ ମଧ୍ୟରୁ ଜଣେ ଏବଂ ସାଗର ବୋରା ଏହି ସିଜିନ୍‌ରେ ତାଙ୍କର ଡ୍ୟାନ୍ସ ପାର୍ଟନର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୫୮ ବର୍ଷରେ ଅଲିମ୍ପିକ୍ସ ଡେବ୍ୟୁ କଲେ ଏହି ଖେଳାଳି

ସାଣ୍ଟିଆଗୋ,୨୬ା୭: ଚିଲିର ଟେବୁଲ ଟେନିସ୍‌ ଖେଳାଳି ଝେଙ୍ଗ ଝିୟିଙ୍ଗ ୫୮ ବର୍ଷ ବୟସରେ ଅଲିମ୍ପିକ୍ସ ପଦାର୍ପଣ କରିବାକୁ ଯାଉଛନ୍ତି। ଚାଇନାରେ ଜନ୍ମ ନେଇଥିବା ଏହି ଖେଳାଳି...

ଆଜି ନ୍ୟୁଜିଲାଣ୍ଡ ବିପକ୍ଷରୁ ଭାରତର ଅଭିଯାନ ଆରମ୍ଭ

ପ୍ୟାରିସ, ୨୭।୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଅଭିଯାନ ଶନିବାର ଆରମ୍ଭ ହେବ। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ...

୧୭ ଶୁଟରଙ୍କ ପଦାର୍ପଣ

ପ୍ୟାରିସ୍‌,୨୭।୭: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି...

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ...

ବାଂଲାଦେଶକୁ ହରାଇ ଫାଇନାଲ୍‌ରେ ପ୍ରବେଶ କଲା ଭାରତ, ପାକିସ୍ତାନ ସହ ହୋଇପାରେ ବଡ଼ ମୁକାବିଲା

ନୂଆଦିଲ୍ଲୀ,୨୬।୦୭: ବାଂଲାଦେଶକୁ ୧୦ ୱିକେଟ୍‌ରେ ହରାଇ ଭାରତୀୟ ଟିମ୍‌ ମହିଳା ଏସିଆ କପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି । ଫାଇନାଲ୍‌ରେ ଇଣ୍ଡିଆ ଟିମ୍‌ ପାକିସ୍ତାନକୁ ଭେଟିପାରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri