Posted inଖେଳ

ହନିମୁନରେ ଜଣେ ନୁହେଁ ୨ ଯୁବତୀଙ୍କ ସହ ଦେଖାଗଲେ ଏହି ଖେଳାଳି: ଫଟୋ ଶେୟାର କଲେ ସ୍ତ୍ରୀ

ଭାରତୀୟ କ୍ରିକେଟ ଦଳର ଷ୍ଟାର ସ୍ପିନର ୟୁଜବେନ୍ଦ୍ର ଚହଲ ପ୍ରସିଦ୍ଧ କୋରିଓଗ୍ରାଫର ତଥା ୟୁଟ୍ୟୁବର ଧନଶ୍ରୀ ବର୍ମାଙ୍କ ସହ ବିବାହ ପରେ ଦୁବାଇରେ ହନିମୁନ୍‌ ମନାଉଛନ୍ତି। ହନିମୁନ୍‌ ସମୟରେ କିଛି ଫଟୋ ଦମ୍ପତି ନିଜର ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟରେ ଶେୟାର କରିଛନ୍ତି। କିନ୍ତୁ ଚହଲ, ଧନଶ୍ରୀଙ୍କ ହନିମୁନ୍‌ ସମୟରେ ତାଙ୍କସହ ଅନ୍ୟ ଜଣେ ଯୁବତୀଙ୍କୁ ଦେଖିବାକୁ ମିଳୁଛି। ଉକ୍ତ ଝିଅର ଫଟୋ ନିଜେ ଧନଶ୍ରୀ ପୋଷ୍ଟ କରିଛନ୍ତି। ଏହି ତୃତୀୟ ଯୁବତୀ ଜଣଙ୍କ ନୀଳ ରଙ୍ଗର ପୋଷାକ ପିନ୍ଧିଥିବା ବେଳେ ଆଖିରେ ଚଷମା ଲଗାଇ ଚହଲ-ଧନଶ୍ରୀଙ୍କ ସହ ସେଲ୍‌ଫି ନେଉଥିବା ଦେଖିବାକୁ ମିଳୁଛି। ଉଭୟଙ୍କ ଏହି ଫଟୋରେ ହଜାର ହଜାର ପ୍ରଶଂସକ ନିଜର ପ୍ରତିକ୍ରିୟା ଦେଉଛନ୍ତି। କେହି କେହି ଦମ୍ପତିଙ୍କର ପ୍ରଶଂସା କରୁଥିବା ବେଳେ ଆଉ କେହି ମ୍ୟାଚ ଖେଳିବ ନାହିଁ କି ବୋଲି ଚହଲଙ୍କୁ ପ୍ରଶ୍ନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିଲ୍ଲୀ ଫ୍ରାଞ୍ଚାଇଜ୍‌ରେ ଯୋଗଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୮।୧୧(ପି.ଟି.)-ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଶୁକ୍ରବାର ଆଇପିଏଲ ଫ୍ରାଞ୍ଚାଇଜ ଦିଲ୍ଲୀ କ୍ୟାପିଟାଲ୍ସରେ ଯୋଗ ଦେଇଛନ୍ତି। ତାଙ୍କ ବଦଳରେ ବାମହାତୀ ଜଗଦୀଶ ସୁଚିଥଙ୍କୁ କିଙ୍ଗ୍ସ ଏକାଦଶ...

ଅମିତ, ବୀରେନ୍ଦ୍ରଙ୍କୁ ଅର୍ଜୁନ ପୁରସ୍କାର

ଭୁବନେଶ୍ୱର,୧୩।୧୧: ରାଜ୍ୟର ପ୍ରଥମ ଖେଳାଳି ଭାବେ ପାରା ଆଥ୍‌ଲେଟ ପ୍ରମୋଦ ଭଗତ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର ପାଇଛନ୍ତି। ପୁରସ୍କାର...

ଭାରତରେ ଏନ୍‌ବିଏର ପଦାର୍ପଣ ନେଇ ଚର୍ଚ୍ଚା :ମୁମ୍ବାଇରେ ଖେଳାଯିବ ଇଣ୍ଡିଆନା ପେସର୍ସ ଓ ସାକ୍ରାମୋଣ୍ଟୋ କିଙ୍ଗ୍ସ ମ୍ୟାଚ୍‌

ମୁମ୍ବାଇ,୨୪।୯(ପି.ଟି.)- ହାଇପ୍ରୋଫାଇଲ ବାସ୍କେଟ ବଲ୍‌ ଲିଗ୍‌ ଏନ୍‌ବିଏ(ନ୍ୟାଶନାଲ ବାସ୍କେଟବଲ ଆସୋସିଏଶନ) ଏଥର ଭାରତରେ ପଦାର୍ପଣ କରିବାକୁ ଯାଉଛି। ଏବେ ଏହାକୁ ନେଇ ଚର୍ଚ୍ଚା ମଧ୍ୟ ଆରମ୍ଭ...

୨୪ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଥିବା ବୋଲର୍‌ ଭାରତୀୟ ଦଳରେ ସାମିଲ୍‌: ବିଜୟ ଆଶାରେ ବିରାଟବାହିନୀ

ଓଭାଲ,୨।୯: ଚତୁର୍ଥ ଟେଷ୍ଟର ଗୋଟିଏ ଦିନ ପୂର୍ବରୁ ଟିମ ଇଣ୍ଡିଆ ଦଳରେ ଏକ ବଡ଼ ପରିବର୍ତ୍ତନ କରିଛି। ଦ୍ରୁତ ବୋଲର ପ୍ରସାଦ କ୍ରିଷ୍ଣାଙ୍କୁ ଦଳରେ ସାମିଲ...

ଭାରତର ବିଜୟରେ ଏହି ୬ ଖେଳାଳି ହେଲେ ହିରୋ

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ଭାରତ ଐତିହାସିକ ବିଜୟ ହାସଲ କରିଛି। ଏହି ଐତିହାସିକ ବିଜୟ ପରେ ଦେଶରେ...

ଲଦାଖରେ କ୍ରୀଡ଼ା ସୁବିଧାର ଶିଳାନ୍ୟାସ କଲେ ରିଜିଜୁ

ଲେହ (ଲଦାଖ),୧୫ା୯ (ପି.ଟି.)-ନବଗଠିତ କେନ୍ଦ୍ର ଶାସିତ ଅଞ୍ଚଳ ଲଦାଖରେ ବିଭିନ୍ନ କ୍ରୀଡ଼ା ସୁବିଧା ଲାଗି ସୋମବାର ଶିଳାନ୍ୟାସ କରିଛନ୍ତି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ। ତନ୍ମଧ୍ୟରେ...

ଆଉଟ୍‌ ହେବା ପରେ ରାଗରେ ଏମିତି କଲେ କୋହଲି

ଲଣ୍ଡନ,୫।୯: ଇଂଲଣ୍ଡ ବିପକ୍ଷ ଚଳିତ ଓଭାଲ ଟେଷ୍ଟର ଦ୍ୱିତୀୟ ଇନିଂସରେ ଭାରତୀୟ ଅଧିନାୟକ ବିରାଟ କୋହଲି ମାତ୍ର ୪୪ ରନ୍‌ର ବ୍ୟକ୍ତିଗତ ସ୍କୋରରେ ଆଉଟ୍‌ ହୋଇ...

ଅନ୍ତିମ ଟି୨୦: କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ

ମାଉଣ୍ଟ ମାଉଁଗାନୁଇ, ୨।୨(ପି.ଟି.)- ଟି୨୦ ସିରିଜର ପ୍ରଥମ ୪ଟି ମ୍ୟାଚ୍‌ରେ ବିଜୟୀ ହୋଇଥିବା ଭ୍ରମଣକାରୀ ଭାରତ ଏବେ ୫-୦ରେ କ୍ଲିନ୍‌ ସୁଇପ୍‌ କରିବା ଲକ୍ଷ୍ୟରେ ରହିଛି।...

Advertisement
Archives

Model This Week