Posted inUncategorized

ହଠାତ୍‌ ବଡ଼ ନିଷ୍ପତ୍ତି ନେଇ ଚମକାଇଦେଲେ ଚହଲ, ଏଣିକି…

ନୂଆଦିଲ୍ଲୀ,୧୪।୩: ଭାରତର କିମ୍ବଦନ୍ତୀ ଲେଗ ସ୍ପିନର ୟୁଜଭେନ୍ଦ୍ର ଚହଲ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ୟୁଜଭେନ୍ଦ୍ର ଚହଲ ଏବେ ଅନ୍ୟ ଦେଶକୁ ଯାଇ କ୍ରିକେଟ ଖେଳିବାକୁ ନିଷ୍ପତ୍ତି ନେଇଛନ୍ତି। ଚହଲ ୨୦୨୫ କାଉଣ୍ଟି ଚାମ୍ପିୟନସିପରେ ପୁଣିଥରେ ନର୍ଥାମ୍ପଟନଶାୟାର ପାଇଁ ଖେଳିବାକୁ ପ୍ରସ୍ତୁତ ହେଉଛନ୍ତି। ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୫ ସିଜିନ ପରେ ଜୁନରେ ନର୍ଥାମ୍ପଟନଶାୟାର ଦଳରେ ଯୋଗଦେବେ। ୟୁଜଭେନ୍ଦ୍ର ଚହଲ କାଉଣ୍ଟି ଚାମ୍ପୟନସିପ ଏବଂ ODI କପ ଉଭୟରେ ଅଂଶଗ୍ରହଣ କରିବେ, ତାଙ୍କର ପ୍ରଥମ ମ୍ୟାଚ ଜୁନ ୨୨ରେ ମିଡିଲସେକ୍ସ ବିପକ୍ଷରେ ହେବ ବୋଲି ଆଶା କରାଯାଉଛି।

ଚହଲ ୨୦୨୪ରେ ନର୍ଥାମ୍ପଟନଶାୟାର ପାଇଁ କାଉଣ୍ଟି ଚାମ୍ପିୟନସିପ ଏବଂ ODI କପରେ ମଧ୍ୟ ଅଂଶଗ୍ରହଣ କରିଥିଲେ। ଚହଲ ODI କପରେ କେଣ୍ଟ ବିପକ୍ଷରେ ତାଙ୍କର ଡେବ୍ୟୁରେ ପାଞ୍ଚଟ ଉଇକେଟ୍‌ ନେଇଥିଲେ। ପରେ ୟୁଜଭେନ୍ଦ୍ର ଚହଲ କାଉଣ୍ଟି ଚାମ୍ପିୟନସିପରେ ଡର୍ବିଶାୟାର ବିପକ୍ଷରେ ଏକ ମ୍ୟାଚରେ ୯୯ ରନ ଦେଇ ୯ ଉଇକେଟ୍‌ ନେଇଥିଲେ, ଯାହା ତାଙ୍କ କ୍ୟାରିୟରର ସର୍ବୋତ୍ତମ ପ୍ରଦର୍ଶନ ଥିଲା। ୟୁଜଭେନ୍ଦ୍ର ଚହଲ ୪୧ଟି ପ୍ରଥମ ଶ୍ରେଣୀ ମ୍ୟାଚର ୩୩.୭୯ ହାରରେ ୧୧୫ଟି ଉଇକେଟ୍‌ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

CSK ବିପକ୍ଷ ମ୍ୟାଚ୍‌ବେଳେ କାନ୍ଦି ପକାଇଲେ ରବିନ୍ଦ୍ର ଜାଡେଜା: ପଛରେ ରହିଛି ଏମିତି କାରଣ…

ନୂଆଦିଲ୍ଲୀ,୩୧।୩: ଭାରତୀୟ ଷ୍ଟାର କ୍ରିକେଟର ରବିନ୍ଦ୍ର ଜାଡେଜାଙ୍କ IPL ୨୦୨୬ ନାଟକୀୟ ଭାବରେ ବଦଳି ଯାଇଛି। ଯେଉଁ ଦଳ ପାଇଁ ସେ ପୂର୍ବ ସିଜନ ପର୍ଯ୍ୟନ୍ତ ନିଜ…

IPL 2026: ଆରମ୍ଭ ହେଲା ଟିକେଟ୍ ବୁକିଂ, ଘରେ ବସି ଏଭଳି ବୁକ୍‌ କରନ୍ତୁ , ମିଳିବ ସିଟ୍‌

ନୂଆଦିଲ୍ଲୀ,୨୯।୩: ୨୮ ମାର୍ଚ୍ଚରୁ ବେଙ୍ଗାଲୁରୁର ଏମ୍. ଚିନ୍ନାସ୍ୱାମୀ ଷ୍ଟାଡିୟମରେ RCB ବନାମ SRH ମଧ୍ୟରେ ପ୍ରଥମ ମୁକାବିଲା ସହ ଆଇପିଏଲ୍‌ର ନୂଆ ସିଜିନ୍ ଆରମ୍ଭ ହୋଇଛି।। ଟିକେଟ୍…

୭ ଦିନ ପରେ ଶେଷ ହେବ ଖରିଫ ଧାନ ସଂଗ୍ରହ: ଏବେ ବି ଟୋକନ ଅପେକ୍ଷାରେ…

ଭୁବନେଶ୍ୱର,୨୫।୩: ରାଜ୍ୟରେ ୭ ଦିନ ପରେ ଶେଷ ହେବ ଖରିଫ ଧାନ ସଂଗ୍ରହ। ଏବେ ବି ୧ ଲକ୍ଷ ୬୩ ହଜାର ଚାଷୀ ୭ ଦିନ ପରେ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଜାରି ହେଲା ନୂଆ ସିଡ୍ୟୁଲ, ଜାଣନ୍ତୁ ରୋହିତ ବିରାଟ ଖେଳିବେ କେତୋଟ ମ୍ୟାଚ

ନୂଆଦିଲ୍ଲୀ,୨୧।୩: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ଅପେକ୍ଷା ଶେଷରେ ଶେଷ ହେବାକୁ ଯାଉଛି, ଟୁର୍ଣ୍ଣାମେଣ୍ଟ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି। ଉଦଘାଟନୀ ମ୍ୟାଚ…

କାରଣ କହି ଭାଜପା ଛାଡିଲେ ଜୀବନ ପ୍ରଦୀପ ଦାଶ

ଭୁବନେଶ୍ୱର,୧୩।୧୧: ଭାଜପା ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ। ରବୀନ୍ଦ୍ର ଜେନା ଭାଜପାରେ ସାମିଲ ହେବା ପରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ପ୍ରେସମିଟ୍‌ କରି…

ରସୁଲଗଡ଼ରେ ଚାଞ୍ଚଲ୍ୟ: ୟୁଟ୍ୟୁବ ବ୍ଲଗରଙ୍କୁ ଜିଜିପି କଲୋନୀରେ ହତ୍ୟା 

ଭୁବନେଶ୍ୱର,୧।୩: ରାଜଧାନୀରେ ପୁଣି ଗଡିଲା ମୁଣ୍ଡ। ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ରାହୁଲ ମହାରଣା। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri