Posted inଜାତୀୟ

ଖାର୍ଗେଙ୍କୁ ଜେଡ ପ୍ଲସ ସୁରକ୍ଷା

ନୂଆଦିଲ୍ଲୀ,୨୨।୨: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ତାଙ୍କୁ ଗୃହ ମନ୍ତ୍ରଣାଳୟର ପାରାମିଲିଟାରୀ ଫୋର୍ସ ଦ୍ୱାରା ଜେଡ ପ୍ଲସ ସୁରକ୍ଷା ଦିଆଯାଇଛି। ଆଇବିର ଥ୍ରେଡ ପରସେପ୍ସନ ରିପୋର୍ଟ ଆଧାରରେ ସିଆରପିଏଫର ଏହି ଜେଡ ପ୍ଲସ ବର୍ଗର ସୁରକ୍ଷା ବ୍ୟବସ୍ଥା କଂଗ୍ରେସ ଅଧ୍ୟକ୍ଷଙ୍କୁ ପ୍ରଦାନ କରାଯାଇଛି। ସିଆରପିଏଫର ମୋଟ ୫୮ କମାଣ୍ଡୋ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ୨୪ ଘଣ୍ଟା ସୁରକ୍ଷା ଯୋଗାଇବ। କଂଗ୍ରେସ ଅଧ୍ୟକ୍ଷଙ୍କୁ ସାରା ଦେଶରେ ଜେଡ ପ୍ଲସ ବର୍ଗ ସୁରକ୍ଷା ପ୍ରଦାନ କରାଯିବ।

ଜେଡ ପ୍ଲସ ସୁରକ୍ଷାରେ ସାଧାରଣତଃ ୫୫ ଯବାନ ରହିଥାଆନ୍ତି, ଯେଉଁଥିରେ ନ୍ୟାଶନାଲ ସିକ୍ୟୁରିଟି ଗାର୍ଡର କମାଣ୍ଡୋ ଓ ପୋଲିସ ଯବାନ ସାମିଲ ହୋଇଥାଆନ୍ତି। ଏମାନଙ୍କୁ ସମସ୍ତ ପ୍ରକାର ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଦିଆଯାଇଥାଏ। ଟିମ୍‌ର ପ୍ରତ୍ୟେକ ସଦସ୍ୟ ମାର୍ଶଲ ଆର୍ଟ ଓ ଯୁଦ୍ଧ ଦକ୍ଷତା ଉପରେ ପାରଦର୍ଶୀ ଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକ୍‌ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା

ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ…

PM ମୋଦିଙ୍କ ୭୭ତମ ଜନ୍ମଦିନ, ଗୁଜରାଟରେ ଜଳିବ ୮୮ ଲକ୍ଷ ଦୀପ

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୭ତମ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଶେଷ କରି ଗୁଜରାଟରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ଅଛି ଏତେ ସମ୍ପତ୍ତି, ଜାଣନ୍ତୁ ପ୍ରପର୍ଟିର ପୂରା ତଥ୍ୟ

ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଜୀବନ ଓ ବ୍ୟକ୍ତିଗତ ସମ୍ପତ୍ତିକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (PMO)ରେ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?