ସୋନାକ୍ଷି-ଇକବାଲଙ୍କ ସମ୍ପର୍କରେ ମୋହର ଲଗାଇଲେ ଇକବାଲ!

ମୁମ୍ବାଇ: ବଲିଉଡ ନାୟିକା ସୋନାକ୍ଷି ସିହ୍ନା ତାଙ୍କ ରିଲେସନଶିପକୁ ନେଇ ଚର୍ଚ୍ଚାରେ ଥିବା ବେଳେ ଏବେ କିନ୍ତୁ ଏହା ଖୋଲାଖୋଲି ଭାବେ ସାମ୍ନାକୁ ଆସିଛି । ଏବେ ଆଲୋଚନା ହେଉଛି କି ଖୁବଶୀଘ୍ର ସୋନାକ୍ଷି ବିବାହ କରିବାକୁ ଯାଉଛନ୍ତି । ଲଭ ଲାଇଫକୁ ନେଇ ଚର୍ଚ୍ଚାରେ ଥିବା ସୋନାକ୍ଷି ଅଭିନେତା ଇକବାଲଙ୍କ ପ୍ରେମରେ ପଡିଥିବା କୁହାଯାଉଛି । ହେଲେ ଏ କଥାକୁ ଉଭୟ କେବେ ଆଲୋଚନା ନ କରି ଥିଲେ ବି ସୋସିଆଲ ମିଡିଆରେ ପରସ୍ପରକୁ ପ୍ରଶଂସା କରିବାର ଦେଖିବାକୁ ମିଳିଛି । ଏହାସହ ବିଭିନ୍ନ ଇଭେଣ୍ଟରେ ବି ଉଭୟଙ୍କୁ ଦେଖିବାକୁ ମିଳିଛି ।
ହେଲେ ପ୍ରେମକୁ ଯେତେ ଲୁଚାଇଲେ କ’ଣ ହେବ ଏହାତ ଲୁଚି ରହେନା । କଥା ହେଲା କିଛିଦିନ ତଳେ ସୋନାକ୍ଷି ତାଙ୍କ ଜନ୍ମଦିନ ପାଳନ କରିଥିଲେ । ଏହାର କିଛିଦିନ ପରେ ଏବେ ଇକବାଲ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରି ସମସ୍ତଙ୍କ ସାମ୍ନାରେ ଏମାନଙ୍କ ପ୍ରେମ କାହାଣୀରେ ମୋହର ଲଗାଇଛନ୍ତି । ଇକବାଲ ଇନଷ୍ଟାଗ୍ରମାରେ ସୋନାକ୍ଷିଙ୍କ ଏକ ଭିଡିଓ ଶେୟାର କରିଛନ୍ତି । ଏହି ଭିଡିଓରେ ସୋନାକ୍ଷି ଫ୍ଲାଇଟରେ ସ୍ନାକ୍ସର ମଜା ନେଉଥିବା ଦେଖାଯାଇଛି । ଆଉ ସାଙ୍ଗରେ ଅଛନ୍ତି ଇକବାଲ । ଏହି ଭିଡିଓକୁ ଶେୟାର କରି ଇକବାଲ ଲେଖିଛନ୍ତି ଜନ୍ମଦିନର ଶୁଭେଚ୍ଛା ସୋନ୍‌ଜା । ଧନ୍ୟବାଦ ମୋତେ ମାରିଥିବାରୁ । ଆଇ ଲଭ ୟୁ । ଏଥିରୁ ସ୍ପଷ୍ଟ ହୋଇଛି ଯେ ସୋନାକ୍ଷି-ଇକବାଲ ପରସ୍ପରକୁ ଭଲ ପାଉଛନ୍ତି ଓ ଡେଟ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri