Posted inଖେଳ

Zaka Ashraf resigns: ପୁଣି ଚର୍ଚ୍ଚାରେ ପାକିସ୍ତାନ କ୍ରିକେଟ, ପିସିବି ସର୍ବେସର୍ବା ଜାକା ଅଶରଫ ଦେଲେ ଇସ୍ତଫା

ଇସଲାମାବାଦ,୨୦।୧: ପାକିସ୍ତାନ କ୍ରିକେଟ ସହ ଜଡ଼ିତ ବଡ଼ ଖବର ସାମ୍ନାକୁ ଆସିଛି। ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି)ର ମ୍ୟାନେଜମେଣ୍ଟ କମିଟିର ମୁଖ୍ୟ ଜାକା ଅଶରଫ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ବୋର୍ଡ ପକ୍ଷରୁ ବୟାନ ଜାରି କରାଯାଇଛି। ତେବେ ନଜମ ସେଠୀଙ୍କ ସହ ମ୍ୟାନେଜମେଣ୍ଟ କମିଟି ମୁଖ୍ୟ ଭାବେ ଭୂମିକା ତୁଲାଇବା ପରେ ସେ ୨୦୨୩ ଜୁଲାଇ ୬ରେ ପିସିବିର ବୋର୍ଡ ଅଫ୍‌ ଗଭନର୍ସର ଅଂଶ ପାଲଟିଥିଲେ।

ଅଶରଫଙ୍କ କାର୍ଯ୍ୟକାଳ ସମୟରେ ପାକିସ୍ତାନୀ କ୍ରିକେଟ ଟିମ୍‌ ଏସିଆ କପ୍‌, ଦିନିକିଆ ବିଶ୍ୱକପ୍‌ ଭଳି ବଡ଼ ଟୁର୍ନାମେଣ୍ଟରେ ଭାଗନେଇଥିଲା। ଏଥିରେ ଦଳକୁ ପରାଜୟର ସ୍ବାଦ ଚାଖିବାକୁ ପନଇଥିଲା। ଏବେ ସେ ଇସ୍ତଫା ଦେବା ସହ କ୍ରିକେଟର ଉନ୍ନତି ଲାଗି ସର୍ବଦା କାର୍ଯ୍ୟ କରିଥିବା କହିଛନ୍ତି। ଏବେ ତାଙ୍କ ସ୍ଥାନ ନେବା ଲାଗି କାହାକୁ ନାମାଙ୍କନ କରିବେ ତାହା ପ୍ରଧାନମନ୍ତ୍ରୀଙ୍କ ଉପରେ ନିର୍ଭର କରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

ଭାରତ ବିପକ୍ଷ ଫାଇନାଲ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ବିସ୍ଫୋରକ ବୟାନ, ବୁମ୍‌ରାଙ୍କୁ ନେଇ କହିଲେ ଆଶ୍ଚର୍ଯ୍ୟଜନକ କଥା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପ ଫାଇନାଲ ଏକ ରୋମାଞ୍ଚକର ମୁକାବିଲା ହେବାକୁ ଯାଉଛି। ସେମିଫାଇନାଲରେ ଏକ ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଟାଇଟଲଠାରୁ ମାତ୍ର ଗୋଟିଏ…

ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍‌! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?

ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍‌ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ…

ସୂର୍ଯ୍ୟ-ଗମ୍ଭୀରଙ୍କ ହଜିଲା ନିଦ…ଫାଇନାଲ ପୂର୍ୱରୁ ଟେନଶନରେ ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୬।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର କେବଳ ଏକ ମ୍ୟାଚ ନୁହେଁ, ବରଂ 2023 ର କ୍ଷତର ହିସାବ ହେବ! ନ୍ୟୁଜିଲାଣ୍ଡ ବିପକ୍ଷରେ T20 ବିଶ୍ୱକପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri