Posted inଜାତୀୟ

ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ଜକିଉର ରହମାନ ଲଖଭିଙ୍କୁ ଟେରର ଫଣ୍ଡିଂ ମାମଲାରେ ୧୫ ବର୍ଷ ଜେଲ

ଇସ୍‌ଲାମାବାଦ,୮ ।୧: ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ତଥା ଲସ୍କର-ଇ-ତୋଏବାର କମାଣ୍ଡର ଜକିଉର ରହମାନ ଲଖଭିଙ୍କୁ ପାକିସ୍ତାନର ଏକ କୋର୍ଟ ଟେରର ପଣ୍ଡିଂ ମାମଲାରେ ୧୫ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି । ଗତ କିଛିଦିନ ହେବ ଆତଙ୍କବାଦୀ ସଙ୍ଗଠନକୁ ଟଙ୍କା ଯୋଗାଇବା ଅଭିଯୋଗରେ ଲଖଭିଙ୍କୁ ଗିରଫ କରାଯାଇଥିଲା । ସୂଚନାଯୋଗ୍ୟ, ଡିସପେନସାରୀ ନାମରେ ଅର୍ଥ ଯୋଗାଡ କରି ଏହାର ବ୍ୟବହାର ଆତଙ୍କବାଦୀ ସଙ୍ଗଠନରେ କରାଯାଉଥିଲ । ବିଶେଷ କରି ନୂଆ ଆତଙ୍କବାଦୀ ତିଆରି କରିବାରେ ଏହା ବ୍ୟବହାର କରଯାଉଥିଲା ବୋଲି କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ସର୍ତ୍ତରେ ଟିଏମ୍‌ସିରେ ସାମିଲ ହୋଇଛି: ସୁସ୍ମିତା

କୋଲକତା,୧୭।୮: କଂଗ୍ରେସର ପୂର୍ବତନ ନେତ୍ରୀ ସୁସ୍ମିତା ଦେବ ନିକଟରେ ତୃଣମୂଳ କଂଗ୍ରେସରେ ଯୋଗ ଦେଇଛନ୍ତି। ମଙ୍ଗଳବାର ସେ କହିଛନ୍ତି ଯେ, ବିନା ସର୍ତ୍ତରେ ତୃଣମୂଳ କଂଗ୍ରେସ...

ଲାଲ୍‌ ଚୌକରେ ତ୍ରିରଙ୍ଗା ଉଡ଼ାଇବାକୁ ଯାଉଥିବା ଭାଜପା କର୍ମୀଙ୍କୁ ଗିରଫ କଲା ପୋଲିସ

ଶ୍ରୀନଗର, ୨୬।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡ଼ିପି ସଦସ୍ୟା ମେହବୁବା ମୁଫ୍‌ତି ତ୍ରିରଙ୍ଗାକୁ ନେଇ ଦେଇଥିବା ମନ୍ତବ୍ୟ ନେଇ ରାଜ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି।...

ଦିଲ୍ଲୀକୁ ପଡ଼ୋଶୀ ରାଜ୍ୟରୁ ଆସୁଛି ୭୦ ପ୍ରତିଶତ ପ୍ରଦୂଷଣ…

ନୂଆଦିଲ୍ଲୀ, ୧୧।୬ : ରାଜଧାନୀରେ ପ୍ରଦୂଷଣର ପଡୋଶୀ ରାଜ୍ୟ ହେଉଛି ମୁଖ୍ୟ କାରଣ ବୋଲି ଦିଲ୍ଲୀ ପରିବେଶ ମନ୍ତ୍ରୀ ଗୋପାଳ ରାୟ କହିଛନ୍ତି। ସେ କହିଛନ୍ତି...

କଂଗେସକୁ ପୁଣି ଝଟ୍‌କା

ଲକ୍ଷ୍ନୌ,୧୨।୯: ଉତ୍ତରପ୍ରଦେଶ କଂଗ୍ରେସକୁ ପୁଣି ଏକ ଝଟ୍‌କା ଲାଗିଛି। ରବିବାର ଦଳର ଆଉ ଜଣେ ବିଧାୟକ ଦିଲ୍ଲୀରେ ଭାଜପାରେ ଯୋଗ ଦେଇଛନ୍ତି। ଉତ୍ତରପ୍ରଦେଶ ଜିଏାର ପୁରୋଲା...

ବାଜିମାରିଲା ଭାଜପା

ଶ୍ରୀନଗର,୨୯।୧୨: ଜମ୍ମୁ କଶ୍ମୀରରେ ଧାରା ୩୭୦ ହଟାଯିବା ପରେ ପ୍ରଥମ ଜିଲ୍ଲା ବିକାଶ ପରିଷଦ (ଡିଡିସି) ନିର୍ବାଚନରେ ଫାରୁକ ଅବଦୁଲ୍ଲାଙ୍କ ନେତୃତ୍ୱାଧୀନ ଗୁପକାର ମେଣ୍ଟ ଏବଂ...

ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ଘୋଷଣା, ୪୦ ପ୍ରତିଶତ ମହିଳାଙ୍କୁ ମିଳିବ ଟିକଟ…

ଲକ୍ଷ୍ନୌ,୧୯।୧୦: ଆସନ୍ତା ୨୦୨୨ ବର୍ଷ ଫେବୃୟାରୀ-ମାର୍ଚ୍ଚରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ କଂଗ୍ରେସ ପକ୍ଷରୁ ବଡ଼ ଘୋଷଣା କରାଯାଇଛି। କଂଗ୍ରେସ ରାଷ୍ଟ୍ରୀୟ...

ଲକ୍‌ଡାଉନ୍‌ରେ ୩୦ ହଜାର ଖାଦ୍ୟ ଶିବିର ହୋଇଥିଲା ସ୍ଥାପିତ, ୨୦୨୦-୨୧ ରିପୋର୍ଟ…

ନୂଆଦିଲ୍ଲୀ, ୨୭।୪ : କରୋନା ମହାମାରୀ ସମୟରେ ଦେଶରେ ଜାରି ହୋଇଥିବା ଲକ୍‌ଡାଉନ୍‌ ସମୟରେ ପ୍ରବାସୀଙ୍କ ପାଇଁ ବିଭିନ୍ନ ସୁବିଧା କରାଯାଇଥିବା ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ...

ରାଞ୍ଚିରେ ଇଣ୍ଟରନେଟ ସେବା ବନ୍ଦ, ୧୪୪ ଧାରା ଲାଗୁ

ରାଞ୍ଚି,୧୧।୬: ଝାଡ଼ଖଣ୍ଡର ରାଞ୍ଚିରେ ଶୁକ୍ରବାର ଦେଖାଦେଇଥିବା ହିଂସା ପ୍ରଦର୍ଶନ ପରେ ସହରରେ ଉତ୍ତେଜନା ଲାଗି ରହିଛି। ସ୍ଥାନୀୟ ଅଞ୍ଚଳରେ ଶାନ୍ତି ବଜାୟ ରଖିବା ପାଇଁ ଜିଲା...

Advertisement
Archives

Model This Week