ପରଲୋକରେ ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୮ା୬: ଜାମ୍ବିଆର ପ୍ରଥମ ରାଷ୍ଟ୍ରପତି କେନେଥ୍‌ କଉଣ୍ଡାଙ୍କ ପରଲୋକ ହୋଇଯାଇଛି। ଜାମ୍ବିଆ ରାଷ୍ଟ୍ରପତି ଏଡ୍‌ଗାର ଲୁଙ୍ଗା ଫେସ୍‌ବୁକ୍‌ରେ ଏହି ସୂଚନା ଦେଇଛନ୍ତି। ଆଫ୍ରିକୀୟ ସ୍ବାଧୀନତା ଆନ୍ଦୋଳନ ପାଇଁ ଉପନିବେଶବାଦ ବିରୋଧରେ ଲଢ଼ିଥିବା ନେତା କେନେଥ୍‌ଙ୍କୁ ୯୭ ବର୍ଷ ହୋଇଥିଲା। ସେ ୧୯୬୪ରୁ ୧୯୯୧ ପର୍ଯ୍ୟନ୍ତ ରାଷ୍ଟ୍ରପତି ହୋଇଥିଲେ। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶୋକ ବ୍ୟକ୍ତ କରିଛନ୍ତି। କେନେଥ୍‌ ଭାରତର ଜଣେ ଉତ୍ତମ ବନ୍ଧୁ ଏବଂ ନନ୍‌-ଏଲାଇନ୍‌ଡ ମୁଭ୍‌ମେଣ୍ଟର ଅଗ୍ରଦୂତ ଥିଲେ ବୋଲି ସୋନିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଭାରତ ଗସ୍ତକୁ ନେଇ ଚିନ୍ତାରେ ପାକିସ୍ତାନ

ଇସ୍‌ଲାମାବାଦ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃୟାରୀରେ ଭାରତ ଗସ୍ତ କରିପାରନ୍ତି। ଏବେ ଏହି ଖବର ପାକିସ୍ତାନକୁ ଚିନ୍ତାରେ ପକାଇ ଦେଇଥିବା ଜଣାପଡିଛି। ଏହାକୁ ନେଇ...

ବିମାନରୁ ଖସି ପଡ଼ିଲେ ଫୁଟ୍‌ବଲ ଖେଳାଳି

କାବୁଲ, ୨୦।୮: : ତାଲିବାନ୍‌ ଶାସନରୁ ବଞ୍ଚିବା ପାଇଁ ଆଫଗାନିସ୍ତାନ ନାଗରିକମାନେ କଳବଳ କୌଶଳେ ଦେଶ ଛାଡ଼ୁଛନ୍ତି। କିନ୍ତୁ ଦେଶ ଛାଡ଼ିବା ଲାଗି ପ୍ରତ୍ୟେକଙ୍କ ପାଖରେ ଟଙ୍କା...

ବିବାହ ପରେ ଦେଶ ଛାଡ଼ି ଆମେରିକାରେ ପହଞ୍ଚିଲେ ରାଜକୁମାରୀ

ଟୋକିଓ,୧୫ା୧୧: ଜାପାନର ରାଜକୁମାରୀ ଯିଏକି ତାଙ୍କ ରାଜକୀୟ ସ୍ଥିତି ପରିତ୍ୟାଗ କରି ଜଣେ ସାଧାରଣ ବ୍ୟକ୍ତିଙ୍କୁ ବିବାହ କରିଥିଲେ। ସେ ତାଙ୍କ ସ୍ବାମୀଙ୍କ ସହ ଆମେରିକାର...

ସୁସ୍ଥ ହେବାର ୪ ମାସ ପରେ ପୁଣି ହେଲେ କରୋନାରେ ଆକ୍ରାନ୍ତ

ହଂକଂ, ୨୫।୮: କରୋନା ମହାମାରୀ ଯୋଗୁ ସାରା ପୃଥିବୀରେ ଆତଙ୍କ ଜାରି ରହିଛି। କରୋନା ସଂକ୍ରମଣର ଶେଷ କେବେ ହେବ ସେ ନେଇ ନାନା କଳ୍ପନା...

ପାକିସ୍ତାନରେ ପେଟ୍ରୋଲ ୨୭୨ ଟଙ୍କା

ଇସ୍‌ଲାମାବାଦ,୧୭।୨: ଋଣ ପାଇବା ନିମନ୍ତେ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍‌ଏଫ୍‌)କୁ ଖୁସି କରିବା ଲାଗି ପାକିସ୍ତାନ ସରକାର ବୁଧବାର ରାତିରେ ପେଟ୍ରୋଲ ଏବଂ ଗ୍ୟାସ୍‌ ଦର ପୁଣି...

ବ୍ରିଟେନରେ ମିଳୁନି ପେଟ୍ରୋଲ

ଲଣ୍ଡନ,୨୭ା୯: ବ୍ରିଟେନରେ ପେଟ୍ରୋଲ, ଡିଜେଲର ସଙ୍କଟ ଦେଖାଦେଇଛି। ଟ୍ରକ୍‌ ଡ୍ରାଇଭରଙ୍କ ଅଭାବ ଯୋଗୁ ଯୋଗାଣ ଶୃଙ୍ଖଳ ବାଧାପ୍ରାପ୍ତ ହୋଇଛି। ଫଳରେ ବ୍ରିଟେନର ପ୍ରମୁଖ ସହରରେ ପ୍ରାୟ...

ଖାଶୋଗୀ ହତ୍ୟାରେ ଏମ୍‌ବିଏସ୍‌ଙ୍କ ବିମାନ

ଓ୍ବାଶିଂଟନ, ୨୭।୨: ଓ୍ବାଶିଂଟନ ପୋଷ୍ଟର ସ୍ତମ୍ଭକାର ଜମାଲ ଖାଶୋଗୀ ହତ୍ୟାକାଣ୍ଡ ସହ ସାଉଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନ୍‌ (ଏମ୍‌ବିଏସ୍‌) ସମ୍ପୃକ୍ତ ଥିବା...

ମହିଳା ସଦସ୍ୟ ସଂସଦରେ ମୁଥ ମରାମରି ସହିତ କେଶ ଟଣାଟଣି ହେଲେ …

ଲା ପାଜ୍‌,୧୦।୬: ସଂସଦରେ ମୁଥ ମରାମରି ହେବା ସହିତ କେଶ ଟଣାଟଣି ହେବା ଭଳି ଅପ୍ରୀତିକର ଘଟଣା ଘଟିଛି। ଏଭଳି ବଲିଭିଆ ସଂସଦରେ ହୋଇଛି। ପୂର୍ବ...

Advertisement
Archives

Model This Week