ନକଲି ଜର୍ଦ୍ଦା କାରଖାନା ଠାବ: ୩ ଅଟକ

ଛତିଆ,୨ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ନେଳିଆ ପଞ୍ଚାୟତର ବିଦ୍ୟାଧରପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସତନ୍ତ୍ର ସ୍କ୍ବାଡ ପୋଲିସ ଏକାଧିକ ସ୍ଥାନରେ ଚଢ଼ାଉ କରି ବିପୁଳ ପରିମାଣର ନକଲି ଜର୍ଦ୍ଦା ସହିତ ବ୍ୟବହୃତ ବିଭିନ୍ନ ଯନ୍ତ୍ରପାତି ଜବତ କରାଯାଇଛି। ଏଥିସହିତ ୩ ଜଣଙ୍କୁ ଅଟକ ରଖିଥିବା ଜଣାପଡ଼ିଛି। ଉକ୍ତ ନକଲି ସାମଗ୍ରୀର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ଟଙ୍କା ହେବ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦ୍‌ରୋଗରେ ଆକ୍ରାନ୍ତ କୈକେୟୀ, ଚିକିତ୍ସା ପାଇଁ ଅର୍ଥ ବାଧକ

ଖପା୍ରଖୋଲ, ୨୭ା୧୦(ଡି.ଏନ.ଏ) – ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମଟିଆଭଟା ପଞ୍ଚାୟତ ଅନ୍ତର୍ଗତ ପୁତୁଲାମହୁଲ ଗାଁର ଦେବରାଜ ବରିହାଙ୍କ ଝିଅ କୈକେୟୀ (୧୫)। ନବମ ଶ୍ରେଣୀର...

କର୍ତ୍ତବ୍ୟରତ ଜିଆରଏସ୍‌ଙ୍କୁ ପୋଲିସର ଲାଠିମାଡ଼

ଯାଜପୁର ଅଫିସ/ବରୀ(ସ୍ବ.ପ୍ର.),୨୭ା୪:  ଯାଜପୁର ଜିଲା ବରୀ ବ୍ଲକ କଳାମାଟିଆ ବ୍ୟାଙ୍କ ଛକ ନିକଟରେ ସୋମବାର ବରୀ ଥାନାର ଜଣେ କନଷ୍ଟେବଳ ବରୀ ବ୍ଲକ କାର୍ଯ୍ୟାଳୟର ଜଣେ...

ସଙ୍ଗରୋଧ କେନ୍ଦ୍ରରେ ବୃଦ୍ଧାଙ୍କ ମୃତ୍ୟୁ

ଧରାକୋଟ,୨ା୬(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଜଗମୋହନ ପଞ୍ଚାୟତର ପୁଟୁ-ଗୋବର୍ଦ୍ଧନପୁର ପ୍ରାଥମିକ ବିଦ୍ୟାଳୟରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ସକାଳ ୯ ଟାରେ ଏହି ବିଦ୍ୟାଳୟ...

ଧରାହେଲେ ନିଶାଶକ୍ତ ଗାଡ଼ି ଚାଳକ

ଦାରିଙ୍ଗବାଡ଼ି,୨୫।୯(ଡି.ଏନ.ଏ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଯାନବାହନ ଯାଞ୍ଚ ସହ ନିଶାଶକ୍ତ ଅବସ୍ଥାରେ ଗାଡ଼ି ଚାଳକଙ୍କୁ ଜୋରଦାର ଧରପଗଡ଼ କରାଯାଉଛି। ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝୀଙ୍କ...

ଜିଲାସ୍ତରୀୟ ସ୍ବାଧୀନତା ଦିବସ : ପତାକା ଉତ୍ତୋଳନ କଲେ ମନ୍ତ୍ରୀ ପ୍ରତାପ ଜେନା

ବାରିପଦା ଅଫିସ,୧୫।୮: ମୟୂରଭଞ୍ଜ ଜିଲା ବାରିପଦା ସହର ପୋଲିସ ରିଜର୍ଭ ପଡ଼ିଆଠାରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଆଇନ ଓ ପଞ୍ଚାୟତିରାଜ...

ରୋବଟିକ୍‌ ନର୍ସ ମେଶିନ କଲେ ବିଜ୍ଞାନ ଛାତ୍ର

ନିମାପଡ଼ା,୩୧।୭(ଡି.ଏନ.ଏ): କରୋନା ବିପତ୍ତି ସମୟରେ ସରକାରଙ୍କୁ ସହାୟତା କରିବା ଉଦ୍ଦେଶ୍ୟରେ ଜଣେ ବିଜ୍ଞାନ ଛାତ୍ର ରୋବଟିକ୍‌ ନର୍ସ ମେଶିନ ପ୍ରସ୍ତୁତ କରି ଚର୍ଚ୍ଚା ପରିସରକୁ ଆସିଛନ୍ତି।...

ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବିରେ ବିକ୍ଷୋଭ

ବାରିପଦା ଅଫିସ, ୧୩ା୨- ବେକାରମୁକ୍ତ ମୟୂରଭଞ୍ଜ ଗଠନ ଦାବିରେ ଭଞ୍ଜସେନା ପକ୍ଷରୁ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ ସହିତ ଧାରଣା ଦିଆଯାଇଥିଲା। ଶିମିଳିପାଳର...

ଜିଲାରେ ପ୍ରଥମ କରୋନା ମୃତ୍ୟୁ

ଢେଙ୍କାନାଳ ଅଫିସ, ୮।୮ ଢେଙ୍କାନାଳ ଜିଲାରେ ପ୍ରଥମ ମୁଣ୍ଡ ନେଇଛି କରୋନା। ମୃତକ ଭୁବନ ଏନ୍‌ଏସିର ୬୧ ବର୍ଷୀୟ ପୁରୁଷ। ସେ ଉଚ୍ଚ ରକ୍ତଚାପ ଏବଂ...

Play 250+ Trending Games
Archives

Model This Week

Why Dharitri