ଜି ଏଣ୍ଟରଟେନମେଣ୍ଟର ଅଡୁଆ ବଢ଼ିଲା

ନୂଆଦିଲ୍ଲୀ,୩୦।୯: ଜି ଏଣ୍ଟରଟେନମେଣ୍ଟ ସୋନି ଟିଭି ସହ ମିଶ୍ରଣ ନେଇ ଯୋଜନା ରଖିଥିଲା। ମାତ୍ର ବର୍ତ୍ତମାନ ଏହାର ଅଡୁଆ ବଢିଥିବା ଜଣାପଡିଛି। ଜି ଏଣ୍ଟରଟେନମେଣ୍ଟର ସବୁଠାରୁ ବଡ ନିବେଶକ ଇନଭେସ୍କୋ ବର୍ତ୍ତମାନ ଆଇନଗତ ଲଢ଼େଇର ସାହାରା ନେଇଛି। ଜି ଏଣ୍ଟରଟେନମେଣ୍ଟକୁ ଇନଭେସ୍କୋ ନ୍ୟାଶନାଲ କମ୍ପାନୀ ଲ ଟ୍ରିବ୍ୟୁନାଲ(ଏନ୍‌ସିଏଲ୍‌ଟି)କୁ ଘୋସାଡିଛି। ଇନଭେସ୍କୋ ଏହାର ଦାବିରେ କହିଛି, କମ୍ପାନୀ ଏକ୍ସଟ୍ରା ଅର୍ଡିନାରୀ ଜେନେରାଲ ମିଟିଂ(ଇଜିଏମ୍‌) ଆୟୋଜନ କରୁ। କମ୍ପାନୀର ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ପୁନୀତ ଗୋଏଙ୍କାଙ୍କୁ ବାହାର କରିବା ନେଇ ଏହା ଦାବି ଉଠାଇଛି। ଏନ୍‌ସିଏଲ୍‌ଟିର ମୁମ୍ବାଇ ବେଞ୍ଚରେ ଏହି ମାମଲା ଦାଏର କରାଯାଇଛି। ଜି ଏଣ୍ଟରଟେନମେଣ୍ଟରେ ଇନଭେସ୍କୋର ପ୍ରାୟ ୧୮% ଅଂଶଧନ ରହିଛି। ୬୭% ଅଂଶଧନ ବିଦେଶୀ ନିବେଶକଙ୍କ ପାଖରେ ରହିଛି। କେବଳ ୪.୭% ଅଂଶଧନ ପ୍ରମୋଟରଙ୍କ ନିକଟରେ ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋମୋବାଇଲ କମ୍ପାନୀଙ୍କ ବିକ୍ରି ପୁଣି କମିଲା

ନୂଆଦିଲ୍ଲୀ, ୨-୧୨ : ଚଳିତ ବର୍ଷ ନଭେମ୍ବରରେ ଅଟୋମୋବାଇଲ କମ୍ପାନୀଙ୍କ ବିକ୍ରି ପୁଣି ହ୍ରାସ ଘଟିଛି। ଏହି ସମୟରେ ପ୍ରମୁଖ ଯାନ ନିର୍ମାତା ମାରୁତି ସୁଜୁକି...

ୟୁଟ୍ୟୁବ୍‌ରୁ କରେନ୍ସି ଟ୍ରେଡିଂ ଶିଖି ୧୬ବର୍ଷର ବାଳକ କମାଇଲେ ଲକ୍ଷାଧିକ ଟଙ୍କା

ବ୍ରିଟେନ,୨୨।୪: ଅଳ୍ପ ବୟସର ଏମିତି କେତେ ପିଲା ଅଛନ୍ତି, ଯେଉଁମାନେ ବୟସ୍କଙ୍କୁ ମଧ୍ୟ ପଛରେ ପକାଇଦେଇଛନ୍ତି। ସମୟ ପୂର୍ବରୁ ଏମାନେ ପାଇଛନ୍ତି ସଫଳତା। କିଛି ଏଭଳି...

ଘରେ ଘରେ ଲାଗିବ ପ୍ରିପେଡ୍‌ ସ୍ମାର୍ଟ ମିଟର

ନୂଆଦିଲ୍ଲୀ,୨୯-୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ସରକାର ସାରା ଦେଶରେ ୩୦ କୋଟି ପ୍ରିପେଡ୍‌ ସ୍ମାର୍ଟ ମିଟର ଲଗାଇବାକୁ ଯୋଜନା କରୁଛନ୍ତି। ବିଜୁଳି ଚୋରିକୁ...

ଟେଲିକମ୍‌ ଶିଳ୍ପକୁ ଆଶ୍ୱସ୍ତି ଲାଗି ବରିଷ୍ଠ ଅଧିକାରୀଙ୍କ ବୈଠକ

ନୂଆଦିଲ୍ଲୀ, ୨୪-୨:ଆଡଜଷ୍ଟେଡ ଗ୍ରସ ରେଭିନ୍ୟୁ(ଏଜିଆର୍‌) ବାବଦ ଦେୟ ପ୍ରଦାନ କରିବାକୁ ଟେଲିକମ କମ୍ପାନୀଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବା ପରେ ଶିଳ୍ପରେ ଏବେ ସମସ୍ୟା ବଢିଯାଇଛି। କମ୍ପାନୀଗୁଡ଼ିକ...

୧୭ ଯାଏ ରିମାଣ୍ଡରେ ଗଲେ ଦୀପକ କୋଚ୍ଚର

ମୁମ୍ବାଇ: ଆଇସିଆଇସିଆଇ ବ୍ୟାଙ୍କର ବେଆଇନ ଋଣ ପ୍ରଦାନ ମାମଲାରେ ବ୍ୟାଙ୍କର ସିଇଓ ଚନ୍ଦା କୋଚ୍ଚରଙ୍କ ସ୍ବାମୀ ଦୀପକ କୋଚ୍ଚରଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚଳିତ ମାସ ୧୭...

ଏଥର ଟାର୍ଗେଟରେ ବ୍ୟାଙ୍କ, ରାଷ୍ଟ୍ରାୟତ୍ତ ଉଦ୍ୟୋଗ

ନୂଆଦିଲ୍ଲୀ,୨୨ା୬: ଆୟକର ଏବଂ ସେଣ୍ଟ୍ରାଲ କଷ୍ଟମ୍ସ ଓ ଏକ୍ସାଇଜ ବିଭାଗର ୨୭ ଜଣ ବରିଷ୍ଠ ଅଧିକାରୀଙ୍କୁ ମୋଦି ସରକାର ବାଧ୍ୟତାମୂଳକ ଅବସର ଦେଇ କାର୍ଯ୍ୟରୁ ବିଦା...

ଆକାଶଛୁଆଁ ତୈଳଦର; ଆଜି ପୁଣି ବଢ଼ିଲା…

ନୂଆଦିଲ୍ଲୀ,୨୨।୧୦: ତୈଳଦର ବୃଦ୍ଧିରେ ଲାଗୁନି ଲଗାମ। ଶୁକ୍ରବାର ପୁଣି ୩୫ ପଇସା ବଢ଼ିଛି ପେଟ୍ରୋଲ-ଡିଜେଲ ଦର। ଏହାପରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୬.୮୯ ଟଙ୍କା,...

ପାଖରେ ଟଙ୍କା ନ ଥିଲେ ବି କିଣି ହେବ ସୁନା

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ସୁନା କ୍ରୟ କରିବାକୁ ଚାହୁଁଛନ୍ତି ଏବଂ ପାଖରେ ବେଶି ଟଙ୍କା ନାହିଁ ତେବେ ୧୦୦ ଟଙ୍କାରୁ ସୁନାରେ ନିବେଶ ଆରମ୍ଭ କରିପାରିବେ।...

Advertisement
Archives

Model This Week