Posted inରାଜ୍ୟ

ଚାଲିଲାନି ପଶ୍ଚିମବଙ୍ଗର ମନମାନୀ, ଓଡ଼ିଶା ଫେରୁଛି ‘ଜିନତ’

ଭୁବନେଶ୍ୱର,୩୧ା୧୨: ପଶ୍ଚିମବଙ୍ଗରୁ ସ୍ୱତନ୍ତ୍ର ଗାଡ଼ିରେ ଫେରୁଛି ବାଘୁଣୀ ‘ଜିନତ’ । ଆଲିପୁର ଚିଡ଼ିଆଖାନାରୁ ସ୍ୱତନ୍ତ୍ର ଗାଡ଼ି ଯୋଗେ ଅଣାଯାଉଛି। ମଧ୍ୟରାତ୍ରି ସୁଦ୍ଧା ‘ଜିନତ’ ଶିମିଳିପାଳ ପହଞ୍ଚିବା ଆଶା କରାଯାଉଛି। ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରାଧିକରଣ (NTCA) ର ହସ୍ତକ୍ଷେପ ପରେ ପଶ୍ଚିମବଙ୍ଗ ଜଙ୍ଗଲ ବିଭାଗ ଦ୍ୱାରା ବାଘୁଣୀ ଜିନ ଓଡିଶାର ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣକୁ ସ୍ଥାନାନ୍ତର କରାଯାଇଛି।

ସରକାରୀ ସୂତ୍ରରୁ ପ୍ରକାଶ ଯେ ଏକ ସ୍ୱତନ୍ତ୍ର ଗାଡିରେ ପଡୋଶୀ ରାଜ୍ୟର ଏକ ଟିମ୍ ‘ଜିନତ’କୁ ଆଲିପୁର ପ୍ରାଣୀ ଉଦ୍ୟାନରୁ ସିମିଳିପାଳକୁ ସ୍ଥାନାନ୍ତର କରୁଛନ୍ତି। ତିନି ବର୍ଷର ବାଘୁଣୀ ମଧ୍ୟରାତ୍ରି ସୁଦ୍ଧା ଶିମିଳିପାଳରେ ପହଞ୍ଚିବାର ସମ୍ଭାବନା ରହିଛି। ଏଠାରେ ପହଞ୍ଚିବା ପରେ ଜିନତ’ ଶିମିଳିପାଳ ଦକ୍ଷିଣ ବିଭାଗ ଅଧୀନରେ ଏନକ୍ଲୋଜରରେ ରଖାଯିବ।

ଗତକାଲି ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଅଧୀନରେ ଥିବା NTCA ପଶ୍ଚିମବଙ୍ଗର ମୁଖ୍ୟ ବନ୍ୟପ୍ରାଣୀ ୱାର୍ଡେନଙ୍କୁ ଟାଇଗର ସଂରକ୍ଷଣ ପ୍ରାଧିକରଣର SOP ର ପ୍ରକ୍ରିୟା ପରେ ଶୀଘ୍ର ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣକୁ ସ୍ଥାନାନ୍ତର କରିବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…

ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍‌ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍‌…

ମୋଦି କ୍ୟାବିନେଟରେ ବଡ଼ ନିଷ୍ପତ୍ତି, କୃଷକଙ୍କ ପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୯: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଏବଂ ଅର୍ଥନୈତିକ ବ୍ୟାପାର ସମ୍ୱନ୍ଧୀୟ କ୍ୟାବିନେଟ କମିଟି (CCEA)ରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ‘ପିଏମ…

ମଝି ଆକାଶରେ ଝଗଡ଼ା ଲାଗିଲେ ୨ ପାଇଲଟ୍‌, ବିମାନ ଜରୁରୀ ଅବତରଣ କରିବା ପରେ…

ଦୁବାଇ,୩୦ା୯: ବୁଧବାର ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନ ଏଫ୍‌ ଜେଡ୍‌ ୧୦୭୩କୁ ସାଉଦି ଆରବର ତାବୁକ ବିମାନବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ବିମାନଟି ଜରୁରୀକାଳିନ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?