ଫୁଟବଲ ବିଶ୍ୱକପ ଫାଇନାଲରେ ଭାଷଣ ଦେବାକୁ ଚାହୁଁଥିଲେ ଜେଲେନସ୍କି: ଫିଫା କଲା ମନା…

କିଭ୍‌,୧୭।୧୨ : ଫୁଟବଲ ବିଶ୍ୱକପ ଫାଇନାଲ ମ୍ୟାଚ୍‌ ପୂର୍ବରୁ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ବିଶ୍ୱ ଶାନ୍ତିର ବାର୍ତ୍ତା ପ୍ରଦାନ କରିବାକୁ ବିଶ୍ୱକପ ଆୟୋଜକଙ୍କୁ ଏକ ଅନୁରୋଧ କରିଥିଲେ। ତେବେ ଏହାକୁ ଫିଫା ପକ୍ଷରୁ ମନା କରାଯାଇଛି। ରବିବାର କତାରରେ ହେବାକୁ ଥିବା ଟୁର୍ନାମେଣ୍ଟର ଫାଇନାଲ ପୂର୍ବରୁ ଜେଲେନସ୍କି ଷ୍ଟାଡିୟମରେ ପ୍ରଶଂସକଙ୍କୁ ଏକ ଭିଡିଓ ବାର୍ତ୍ତା ଦେବାକୁ ଚାହୁଁଥିଲେ। ତେବେ ଏନେଇ ୟୁକ୍ରେନ ଏବଂ କ୍ରୀଡ଼ାର ପରିଚାଳନା ସଂସ୍ଥା ମଧ୍ୟରେ ଆଲୋଚନା ଜାରି ରହିଛି ବୋଲି ସିଏନଏନ ରିପୋର୍ଟ କରିଛି।

ସୂଚନାଯୋଗ୍ୟ,ୟୁକ୍ରେନ ଆକ୍ରମଣ ପରେ ରୁଷିଆ ଦଳକୁ ଏହି ଟୁର୍ନାମେଣ୍ଟରେ ଭାଗ ନେବାକୁ ବାରଣ କରାଯାଇଥିଲା। ଏଥି ସହିତ, ୟୁକ୍ରେନ ରାଷ୍ଟ୍ରପତି ଅନେକ ସରକାରୀ ତଥା ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ବିଶ୍ୱ ମଞ୍ଚରେ ଶାନ୍ତି ଏବଂ ସହାୟତା ପାଇଁ ବାରମ୍ବାର ନିବେଦନ କରିଛନ୍ତି। ଯେଉଁଥିରେ ଇସ୍ରାଏଲର ସଂସଦ, ଆମେରିକାର ସଂସଦ, ଗ୍ରାମୀ ପୁରସ୍କାର, କାନ୍ସ ଫିଲ୍ମ ଫେଷ୍ଟିଭାଲ ଏବଂ ଜି-୨୦ ସମ୍ମିଳନୀ ଆଦି ରହିଛି। ସେଲେନ ପାଲ ଏବଂ ଡେଭିଡ ଲେଟରମ୍ୟାନଙ୍କ ସମେତ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ତଥା ଜଣାଶୁଣା ମନୋରଞ୍ଜନକାରୀଙ୍କ ସହ ଜେଲେନସ୍କି ସାକ୍ଷାତକାର ଏବଂ ବାର୍ତ୍ତାଳାପ ମଧ୍ୟ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ତେଲ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ: ଜରି ବସ୍ତାରୁ ବ୍ୟାପିଲା ନିଆଁ

ସୋନପୁର,୪l୬(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ଥାନା ସହାଣଡିହିସ୍ଥିତ ଶ୍ରୀ ଜଗଦମ୍ବା ତେଲ ଫ୍ୟାକ୍ଟ୍ରିରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ରାଇସ ବ୍ରାନ ଗୋଦାମରେ ଥିବା ଜରି ବସ୍ତାରେ…

ପଞ୍ଚାୟତ ଅଫିସ ନିକଟରେ ପଡ଼ିଛି ମହିଳାଙ୍କ କ୍ଷତାକ୍ତ ମୃତଦେହ, ହତ୍ୟା ଅଭିଯୋଗ ଆଣି…

ନୟାଗଡ଼,୪ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଘୋଳାହାଣ୍ଡି ପଞ୍ଚାୟତ ଅଫିସ ନିକଟରୁ ଜଣେ ମହିଳାଙ୍କ କ୍ଷତାକ୍ତ ମୃତଦେହ ଜବତ ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ…

ମୁଜାଫରପୁର ହସ୍ପିଟାଲରେ ଅଗ୍ନିକାଣ୍ଡ; ଅନେକ ରୋଗୀଙ୍କ ଜୀବନ ବଞ୍ଚାଇଲେ ୯୫ ବର୍ଷୀା ବୃଦ୍ଧା, ବଖାଣିଲେ ଲୋମଟାଙ୍କୁରା ଘଟଣା

ପାଟନା,୪।୬: ମୁଜାଫରପୁରର ପ୍ରସାଦ ହସ୍ପିଟାଲରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟି ଚାରି ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ।…

ଜମିରେ ଜୈବିକ ପଦ୍ଧତିରେ ଖତସାର ପ୍ରୟୋଗ ଜରୁରୀ, ଉର୍ବରତା ବଢ଼ିବା ସହ…

ମହାକାଳପଡ଼ା,୪ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କୃଷି ଓ କୃଷକର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବ୍ୟାପକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। କୃଷି ପ୍ରଣାଳୀ ଉପରେ…

ଆଫଗାନିସ୍ତାନ ବିପକ୍ଷ ସିରିଜ୍‌ ପୂର୍ବରୁ ଭାରତୀୟ ଦଳକୁ ଶକ୍ତ ଝଟ୍‌କା: କୋହଲି ବିଦା

ନୂଆଦିଲ୍ଲୀ,୪।୬: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସିରିଜ ଆରମ୍ଭ ହେବାକୁ ଯାଉଛି। ପ୍ରଥମେ ଜୁନ ୬ରୁ ଏକ ଟେଷ୍ଟ ମ୍ୟାଚ ଖେଳାଯିବ। ଏହା ପରେ ଜୁନ ୧୩ରୁ…

ଶ୍ୱଶୁରଘର ଗାଁ ଚାଷଜମିରେ ଜ୍ୱାଇଁଙ୍କ ମୃତଦେହ, ଅଭିଯୋଗ ଆଣି ମୃତକଙ୍କ ମା’ କହିଲେ ବୋହୂ ତାଙ୍କ…

ଆଳି,୪ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ନାଟରା ଗ୍ରାମର ବାବନ ସେଠୀ(୪୫)ଙ୍କ ମୃତଦେହ ତାଙ୍କ ଶ୍ୱଶୁରଘର ମାନପୁର ଗାଁ ଚାଷଜମିରୁ ଜବତ କରାଯାଇଛି। ତାଙ୍କୁ…

ଶଗଡ଼କୁ ଧକ୍କା ଦେଲା ହାଇଓ୍ବା: ଚାଲିଗଲା ୨ ସାଙ୍ଗଙ୍କ ଜୀବନ, କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ

ଦିଗପହଣ୍ଡି,୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଇକ ଜଗନ୍ନାଥପୁର-ପ୍ରତାପଗିରି ଗ୍ରାମ ଛକ ପୋଖରୀ ନିକଟ ବୁଲାଣି ରାସ୍ତାରେ ଦ୍ରୁତଗତିରେ ଯାଉଥିବା ବାଲି ବୋଝେଇ ହାଇୱା…

ବନ୍ଧା ହେଲେ ଆୟକର ଅଧିକାରୀ: ୪ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ଭଦ୍ରକ, ୪।୬(ସନାତନ ରାଉତ): ଭଦ୍ରକ ଆୟକର ସୁପରିଟେଣ୍ଡେଣ୍ଟ ରମେଶ ମହାନ୍ତିଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି ସିବିଆଇ। ଜଣେ ବ୍ୟକ୍ତିଙ୍କ ନକଲି ପାନ କାର୍ଡ ଡିଲିଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri