Posted inଜାତୀୟ

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ ଚାଲିଥିବାରୁ ଦେଶରେ ଏଭଳି ଚର୍ଚ୍ଚା ଜୋର୍‌ ଧରିଛି। ୟୁକ୍ରେନ୍‌ ଯୁଦ୍ଧ ବନ୍ଦ ସହ ଶାନ୍ତି ପ୍ରତିଷ୍ଠା ପ୍ରୟାସରେ ଭାରତ ସହାୟକ ହୋଇପାରେ। ଏହି ଦୃଷ୍ଟିରୁ କିଛି ସପ୍ତାହ ହେଲା ଜେଲେନ୍‌ସ୍କିଙ୍କ ଗସ୍ତ କାର୍ଯ୍ୟକ୍ରମ ନେଇ ନୂଆଦିଲ୍ଲୀ ଓ କିଭ୍‌ ପରସ୍ପର ସହ ଯୋଗସୂତ୍ରରେ ରହିଥିବା ନେଇ ନ୍ୟୁ ଇଣ୍ଡିଆନ୍‌ ଏକ୍ସପ୍ରେସ୍‌ ସମେତ ଆଉ କେତେକ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ତେବେ ସରକାରୀ ଭାବେ ଏନେଇ କିଛି ସ୍ପଷ୍ଟ ହୋଇନାହିଁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

UGC ନୂଆ ନିୟମ ୨୦୨୬: କ’ଣ ଏହି ସମାନତା ନିୟମାବଳୀ ଏବଂ କାହିଁକି ହେଉଛି ବିରୋଧ?

ନୂଆଦିଲ୍ଲୀ,୨୭।୧: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ନୂତନ ‘ସମାନତା ନିୟମାବଳୀ ୨୦୨୬’କୁ ନେଇ ବିବାଦ ବଢ଼ିବାରେ ଲାଗିଛି। ବିଶ୍ୱବିଦ୍ୟାଳୟଗୁଡ଼ିକରେ ସଂରକ୍ଷିତ ବର୍ଗର ଛାତ୍ରଛାତ୍ରୀଙ୍କ ପ୍ରତି ହେଉଥିବା ଜାତିଭିତ୍ତିକ…

ଶଙ୍କରାଚାର୍ଯ୍ୟଙ୍କୁ ଛଦ୍ମବେଶୀ ଅସୁର କହିଲେ ଯୋଗୀ ଆଦିତ୍ୟନାଥ! ତେଜିଲା ବିବାଦ

ନୂଆଦିଲ୍ଲୀ,୨୭।୧: ନୂଆମୋଡରେ ଶଙ୍କରାଚାର୍ଯ୍ୟ ସ୍ୱାମୀ ଅବିମୁକ୍ତେଶ୍ୱରାନନ୍ଦ ସରସ୍ୱତୀ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମଧ୍ୟରେ ଚାଲିଥିବା ବିବାଦ। ମୁଖ୍ୟମନ୍ତ୍ରୀଙ୍କ ପ୍ରତି କରାଯାଇଥିବା ମନ୍ତବ୍ୟରେ ମର୍ମାହତ ହୋଇ…

ହାଉସ୍‌ଓ୍ବାଇଫ୍‌ ବୋଲି ଚିନ୍ତିତ କି? ଘରୁ ଏହି ୫ ବ୍ୟବସାୟ ଆରମ୍ଭ କରି କରନ୍ତୁ ମୋଟା ଅଙ୍କର ରୋଜଗାର…

ନୂଆଦିଲ୍ଲୀ,୨୭।୧: ଆଜିକାଲି ସମୟରେ ଜଣେ ଗୃହିଣୀ ଘରେ ସୀମିତ ରହିବାକୁ ଚାହାଁନ୍ତି ନାହିଁ। ସେ ନିଜର ପରିଚୟ ତିଆରି କରିବାକୁ, ଆତ୍ମନିର୍ଭରଶୀଳ ହେବାକୁ ଏବଂ ପରିବାରର ଆୟରେ…

ଦେଓମାଳୀ ବୁଲିବାକୁ ଗଲାବେଳେ ଆଖିବୁଜିଲେ ଦୁଇ ସାଙ୍ଗ: ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି  ଅନ୍ୟଜଣେ

ପଟ୍ଟାଙ୍ଗି,୨୭।୦୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ କୁନ୍ଦୁଲି ହାଇସ୍କୁଲ ସମୁଖରେ ଏକ ପିକ୍‌ଅପ ଭ୍ୟାନ ସହ ମୋଟର ସାଇକେଲ ଧକ୍କା ହୋଇଛି। ଏଥିରେ …

ଯଦି ପାକିସ୍ତାନ ଟି୨୦ ବିଶ୍ୱକପ୍ ବର୍ଜନ କରେ ତେବେ କ’ଣ ହେବ?

ନୂଆଦିଲ୍ଲୀ,୨୭।୧: ଆଗାମୀ T20 ବିଶ୍ୱକପ୍‌କୁ ନେଇ କ୍ରିକେଟ୍ ଦୁନିଆରେ ଏବେ ଅସ୍ଥିରତା ଦେଖାଦେଇଛି। ବାଂଲାଦେଶ ସହ ଏକତା ପ୍ରଦର୍ଶନ କରି ପାକିସ୍ତାନ ଏହି ମେଗା ଇଭେଣ୍ଟକୁ ସମ୍ପୂର୍ଣ୍ଣ…

କୋର୍ଟରେ ହାଜର ହେଲେ ହାର୍ଡକୋର୍‌ ମାଓବାଦୀ ଆଜାଦ

ମୋହନା୨୭।୧(ମନ୍ମଥ ମିଶ୍ର): ପୋଲିସ ହାର୍ଡକୋର୍‌ ମାଓବାଦୀ ଆଜାଦଙ୍କୁ ରିମାଣ୍ଡରେ ଆଣି ବୁଧବାର ମୋହନା JMFC କୋର୍ଟରେ ହାଜର କରିଛି। ମାଓବାଦୀ ସବ୍ୟସାଚୀ ପଣ୍ଡାଙ୍କ ଡାହାଣ ହାତ କୁହାଯାଉଥିବା…

ରାସ୍ତା ଉପରେ ସ୍କର୍ପିଓ ରଖି କରୁଥିଲେ ଲୁଟ୍‌: ମାଡ଼ିବସିଲା ପୋଲିସ

କେସିଙ୍ଗା,୨୭।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ପଲମ ଟୋଲଗେଟ୍‌ ଛକ ନିକଟ ରାସ୍ତାରେ ୪ ଜଣ ସୋମବାର ରାତିରେ ଲୋକଙ୍କଠାରୁ ଲୁଟ୍‌ କରୁଥିଲେ। ପଲମ…

ଭାରତ-ୟୁରୋପ ମୁକ୍ତ ବାଣିଜ୍ୟ ଚୁକ୍ତି: ହେବ ନିବେଶର ବନ୍ୟା, ବଢିବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୭।୧: ଭାରତ ଏବଂ ୟୁରୋପୀୟ ସଂଘ ମଧ୍ୟରେ ସ୍ଵାକ୍ଷରିତ ହୋଇଛି ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି। ଏହାଦ୍ୱାରା ଭାରତୀୟ ଅର୍ଥବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri