ଜେଲେନସ୍କିଙ୍କ କଡା ଅଭିଯୋଗ, ଏବେ ପର୍ଯ୍ୟନ୍ତ ଯୁଦ୍ଧରେ ୪୦୦ ଇରନୀ ଡ୍ରୋନ ବ୍ୟବହାର କରିଛି ରୁଷିଆ

କ୍ୱିଭ,୨୭ ।୧୦: ଦୀର୍ଘ ପ୍ରାୟ ୯ ମାସ ହେବ ଲାଗି ରହିଛି ରୁଷିଆ-ୟୁକ୍ରେନ୍ ଯୁଦ୍ଧ । ଏହା ଏବେବି ଥମିବାର ନାଁ ନେଉନି । ଆମେରିକା ସମେତ କିଛି ଦେଶ ରୁଷିଆ ଉପରେ ଅନେକ ପ୍ରତିବନ୍ଧକ ଲଗାଇଥିଲେ ବି ଏହା ଭ୍ଲାଦିମିର ପୁଟିନଙ୍କ ଉପରେ କୌଣସି ପ୍ରଭାବ ପକାଉ ନାହିଁ । ଏପଟେ ପୁଣିଥରେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କି ବୁଧବାର ରୁଷିଆ ଉପରେ ବଡ ଅଭିଯୋଗ କରିଛନ୍ତି । ସେ କହିଛନ୍ତି ଏପର୍ଯ୍ୟନ୍ତ ଯୁଦ୍ଧରେ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିବାକୁ ପ୍ରାୟ ୪୦୦ ଇରାନୀ ଡ୍ରୋନ୍ ବ୍ୟବହାର କରି ସାରିଲାଣି ।
ଜେଲେନସ୍କି କ୍ୱିଭରେ ଗଣମାଧ୍ୟମ ସହ କଥା ହୋଇ ୟୁକ୍ରେନ ଓ ଇସ୍ରାଏଲର ସମ୍ପର୍କ ବିଷୟରେ କହିଛନ୍ତି । ସେ କହିଛନ୍ତି ବେଶ କିଛି ସମୟ ପରେ ଇସ୍ରାଏଲ ସହ ସେ ଆଗକୁ ବଢୁଥିବା ଦେଖିପାରୁଛନ୍ତି । ଏହାସହ ୟୁକ୍ରେନ୍ ଇସ୍ରାଏଲକୁ କିଛି ଗୁପ୍ତ ତଥ୍ୟ ଶେୟାର କରିଛି । ଏହାକୁ ନେଇ ଜେଲେନସ୍କି କହିଛନ୍ତି, ଇସ୍ରାଏଲ ପକ୍ଷରୁ ଏହା ଏକ ସକରାତ୍ମକ ପଦକ୍ଷେପ । ମୁଁ ଏଥିପାଇଁ ଧନ୍ୟବାଦ ଜଣାଉଛି । ଇସ୍ରାଏଲର ସାହାଯ୍ୟକୁ ନେଇ ଭରସା ରଖିଛନ୍ତି ଜେଲେନସ୍କି ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri