୨୧ ସେପ୍ଟେମ୍ବରରେ ଆମେରିକା ଗସ୍ତରେ ଯିବେ ଜେଲେନସ୍କି…

ଓ୍ବାଶିଂଟନ/ମସ୍କୋ,୧୭।୯ : ଆସନ୍ତା ସପ୍ତାହରେ ୟୁକ୍ରେନ ପାଇଁ ଆମେରିକା ପୁଣିଥରେ ପ୍ରମୁଖ ସହାୟତା ଘୋଷଣା କରିପାରେ। ଏହା ସମ୍ଭବ କାରଣ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ସେପ୍ଟେମ୍ବର ୨୧ (ଗୁରୁବାର) ହ୍ବାଇଟ ହାଉସରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟିବେ।

ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ଜେକେ ସଲିଭାନ ଏହି ବୈଠକ ବିଷୟରେ ସୂଚନା ଦେଇଛନ୍ତି। ୟୁକ୍ରେନ ଯୁଦ୍ଧରେ ଏହା ପ୍ରଥମ ଥର ପାଇଁ ଜେଲେନସ୍କିଙ୍କ କାର୍ଯ୍ୟକ୍ରମକୁ ଅଗ୍ରୀମ ସୂଚନା ଦିଆଯାଇଛି। ତେବେ ଜେଲେନସ୍କି କେବେ ଆମେରିକାରେ ଆସିବେ ଏବଂ ସେଠାରୁ ସେଠାରୁ କେବେ ଯିବେ ତାହା କୁହାଯାଇ ନାହିଁ। ଜେଲେନସ୍କି ଶାସକ ଦଳ ତଥା ବିରୋଧୀ ଦଳର ବିଶିଷ୍ଟ ସାଂସଦମାନଙ୍କୁ ମଧ୍ୟ ଭେଟି ପାରିବେ।

ସୂଚନାନୁସାରେ, ବାଇଡେନ ଏବଂ ଜେଲେନସ୍କିଙ୍କ ବୈଠକରେ ୩୦୦ କିଲୋମିଟର ଦୂରତା ବିଶିଷ୍ଟ କ୍ଷେପଣାସ୍ତ୍ର ଏବଂ ୟୁକ୍ରେନକୁ କ୍ଲଷ୍ଟର ବୋମା ସହିତ ୭୦ କିଲୋମିଟର ଦୂରତା ବିଶିଷ୍ଟ ରକେଟ ଦେବା ପାଇଁ ଘୋଷଣା କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?