ପ୍ରଥମଥର ମୁହଁ ଖୋଲିଲେ ଜେଲେନ୍‌ସ୍କି, କହିଲେ ଯୁଦ୍ଧରେ ୧,୩୦୦ ସେନାଙ୍କର ହେଲାଣି ମୃତ୍ୟୁ

କ୍ୱିଭ,୧୩ ।୩: ୟୁକ୍ରେନ୍ ଉପରେ ପ୍ରଥମେ ୨୪ ଫେବୃୟାରୀ ୨୦୨୨ରେ ରୁଷିଆ ଆକ୍ରମଣ କରିବା ଆରମ୍ଭ କରି ଦେଇଥିଲା । ଏହାରି ଭିତରେ ଏହି ଯୁଦ୍ଧକୁ ୧୭ ଦିନ ପୂରଣ ହୋଇ ଯାଇଥିବା ବେଳେ ପ୍ରଥମଥର ଲାଗି ମୁହଁ ଖୋଲିଛନ୍ତି ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନ୍‌ସ୍କି । ସେ କହିଛନ୍ତି ରୁଷିଆ ସହ ଯୁଦ୍ଧରେ ପ୍ରାୟ ୧,୩୦୦ ସେନାଙ୍କ ଜୀବନ ଗଲାଣି ।
ନିକଟରେ ୟୁକ୍ରେନ୍ ରାଷ୍ଟ୍ରପତି ଜେଲେନ୍‌ସ୍କି ରୁଷିଆ ନେତାଙ୍କୁ କହିଥିଲେ, ରୁଷିଆକୁ ଏହି ଯୁଦ୍ଧର ପରିଣତି ଭୋଗିବାକୁ ପଡିବ । ଆର୍ଥିକ ପ୍ରତିବନ୍ଧ ଯୋଗୁ ଲୋକେ ଘୃଣା କରିବା ଆରମ୍ଭ କରିବେ । ଏହି ଯୁଦ୍ଧ ପରେ କୋର୍ଟରେ ରୁଷିଆ ବିରୋଧରେ ଯୁଦ୍ଧ ଅପରାଧ ଅଭିଯୋଗ କରାଯିବ । ଯେତେବେଳେ ରୋଜଗାର କମିଯିବ, ପିଲାମାନଙ୍କର ଭବିଷ୍ୟତ ନଷ୍ଟ ହୋଇଯିବ ସେହି ସମୟରେ ଲୋକେ ଘୃଣା କରିବା ଆରମ୍ଭ କରିବେ । ଗୁରୁବାର ଜେଲେନ୍‌ସ୍କି ଏକ ଭିଡିଓ ଜାରି କରି ଏକଥା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟରେ ୧୦ଦିନ ସ୍କୁଲ-କଲେଜ ବନ୍ଦ, ଦେଖନ୍ତୁ ପୂରା ଛୁଟିଲିଷ୍ଟ…

ନୂଆଦିଲ୍ଲୀ, ୨୯।୭: ଯଦି ଆପଣ ସ୍କୁଲ କିମ୍ବା କଲେଜରେ ପଢ଼ୁଥିବା ଜଣେ ଛାତ୍ର (କିମ୍ବା ଆପଣଙ୍କ ଘରେ ପିଲା ଅଛନ୍ତି), ତେବେ ଅଗଷ୍ଟ ମାସ ଆପଣଙ୍କ ପାଇଁ…

୨୦୩୬ ସୁଦ୍ଧା ଟଙ୍କାର କୌଣସି ମୂଲ୍ୟ ରହିବ ନାହିଁ? ଏଲୋନ ମସ୍କଙ୍କ ଭବିଷ୍ୟବାଣୀର ଅର୍ଥ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୨୯।୭: ବିଶ୍ୱର ପ୍ରମୁଖ ଶିଳ୍ପପତିଙ୍କ ମଧ୍ୟରୁ ଜଣେ ଏଲୋନ ମସ୍କ ପୁଣି ଥରେ ତାଙ୍କ ଭବିଷ୍ୟବାଣୀକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ପରାମର୍ଶ ଦେଇଛନ୍ତି ଯେ ଆଗାମୀ…

ଡାକ୍ତର ଦମ୍ପତ୍ତିଙ୍କୁ କାଙ୍ଗାଳ କରିଦେଲେ ୨ ଭଉଣୀ: ୪.୫ କୋଟି ଟଙ୍କା ନେଇ…

ଚଣ୍ଡିଗଡ଼,୨୯।୭: ପଞ୍ଜାବର ପଠାଣକୋଟ ଜିଲାରେ ବିଶ୍ୱାସଘାତକତା ଏବଂ ଠକେଇର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଡାକ୍ତର ଡକ୍ଟର ଜସପାଲ ସିଂହ ଭିଣ୍ଡର ଏବଂ ତାଙ୍କ…

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ ଆରମ୍ଭ କରି ଠିକାଦାର ଫେରାର, ଯାତାୟାତ ପାଇଁ ଲୋକେ…

କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ପଞ୍ଚାୟତର ମଶାଣିବନ୍ଧ ଗ୍ରାମର ଏମ୍‌ଇ ସ୍କୁଲ ନିକଟରେ ଆର୍‌ଡି ବିଭାଗ ପକ୍ଷରୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତାକାମ…

ହଠାତ୍‌ ସଂସଦରେ ପହଞ୍ଚିଲେ NSA ଅଜିତ ଡୋଭାଲ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ, ୨୯।୭: ସଂସଦର ମୌସୁମୀ ଅଧିବେଶନ ସମୟରେ ବୁଧବାର NSA ଅଜିତ ଡୋଭାଲ ସଂସଦରେ ପହଞ୍ଚିବା ପରେ ରାଜନୈତିକ କରିଡରରେ ହଇଚଇ ସୃଷ୍ଟି ହୋଇଯାଇଛି। ସେହି ସମୟରେ…

ଚିକେନ୍‌ ଖାଉଛନ୍ତି କି? ଜାଣିନିଅନ୍ତୁ…ଏହି ବିପଜ୍ଜନକ ବ୍ୟାକ୍ଟେରିଆକୁ ନେଇ ସାବଧାନ କଲେ ବୈଜ୍ଞାନିକ

ନୂଆଦିଲ୍ଲୀ, ୨୯।୭: ଚିକେନ୍‌ ହେଉଛି ପ୍ରୋଟିନର ଏକ ଉତ୍ତମ ଉତ୍ସ ଏବଂ ବିଶ୍ୱର ଏକ ବଡ଼ ଜନସଂଖ୍ୟା ଏହାକୁ ପ୍ରଚୁର ପରିମାଣରେ ଖାଇଥାନ୍ତି। କିନ୍ତୁ ନିକଟରେ ବୈଜ୍ଞାନିକ…

ରୁପ୍ରା ରୋଡ଼ ରେଳ ଷ୍ଟେଶନରେ ଟ୍ରେନ ରହଣି ପାଇଁ ତେଜୁଛି ଦାବି: ପ୍ରତିଶ୍ରୁତି ଦେଲେ ରେଳ ମହାପ୍ରବନ୍ଧକ

କେସିଙ୍ଗା/ନର୍ଲା, ୨୯।୭(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କୋଭିଡ ସମୟରେ ପୂର୍ବତଟ ରେଳବାଇର ସମ୍ବଲପୁର ଡିଭିଜନ ଅଧୀନ ରୁପ୍ରାରୋଡ଼ ରେଳ ଷ୍ଟେଶନରେ ଦ୍ରୁତଗାମୀ ଟ୍ରେନ ଗୁଡିକ ରହୁଥିଲା। ଏବେ କିନ୍ତୁ…

ଦିନ ହୋଇଯିବ ରାତି, ୨୭ ବର୍ଷ ପରେ ଅଗଷ୍ଟ ୧୨ରେ ଘଟିବାକୁ ଯାଉଛି ଏହି…

୨୭ ବର୍ଷ ପରେ ଏକ ଘଟଣା ଘଟିବାକୁ ଯାଉଛି। ଯାହା ଦିନ ରାତି ହୋଇଯିବ। ଏହା ୟୁରୋପ ଏବଂ ଆର୍କଟିକ୍‌ ଅଞ୍ଚଳରେ ପ୍ରଥମ ଘଟଣା ହେବ। ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri