ୟୁକ୍ରେନକୁ ଧନ୍ୟବାଦ ନୁହେଁ ,ଦିଅନ୍ତୁ ଟ୍ୟାଙ୍କ, ବିଜୟ ପାଇଁ ଦରକାର ଅସ୍ତ୍ର: ଜେଲେନସ୍କି

କ୍ୱିଭ,୨୧ ।୧: ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କି ଜର୍ମାନୀରେ ହୋଇଥିବା ୟୁକ୍ରେନ୍ ଡିଫେନ୍ସକଣ୍ଟାକ୍ଟ ଗ୍ରୁପର ବୈଠକରେ କହିଛନ୍ତି, ରୁଷିଆକୁ ଏବେ ପର୍ଯ୍ୟନ୍ତ ଅଟକାଇ ରଖିବାକୁ ଧନ୍ୟବାଦ ବ୍ୟତୀତ ଟ୍ୟାଙ୍କର ଆବଶ୍ୟକତା ରହିଛି । ଜର୍ମାନୀରେ ଆମେରିକା ସେନାର ରାମଷ୍ଟାଇନ ଏୟାର ବେସରେ ଆୟୋଜିତ ବୈଠକକୁ ଭର୍ଚୁଆଲି ସମ୍ବୋଧିତ କରି ଜେଲେନସ୍କି କହିଛନ୍ତି, ଏବେ ପର୍ଯ୍ୟନ୍ତ ୟୁକ୍ରେନୁକ ଯେଉଁ ସହାୟତା ମିଳିଛି ତା’ର ଫଳ ହେଉଛି ରୁଷିଆକୁ ପଛକୁ ଠେଲିଦେବା ଓ ଏହାକୁ ଏବେ ହରାଇବୁ । ତେଣୁ ବିନା ବିଳମ୍ବରେ ୟୁକ୍ରେନକୁ ଅସ୍ତ୍ରଶସ୍ତ୍ର ଦିଅନ୍ତୁ । ଏପଟେ ଆମେରିକାର ଜଣେ ଶୀର୍ଷ ଜେନରାଲ ମାର୍କ ମିଲେ କହିଛନ୍ତି, ଚଳିତ ବର୍ଷ ୟୁକ୍ରେନ୍ ସେନାଙ୍କ ପାଇଁ ରୁଷିଆ ସେନା କବଜା କରିଥିବା ଅଞ୍ଚଳକୁ ବେଦଖଲ କରିବା ମୁସ୍କିଲ ହେବ ।
ସୂଚନାଯୋଗ୍ୟ, ଗୋଟିଏ ଦିନ ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ୟୁକ୍ରେନକୁ ଅସ୍ତ୍ରଶସ୍ତ୍ର ଦେବାଲାଗି ୨.୫ ଅରବ ଡଲାରର ଅତିରିକ୍ତ ପ୍ୟାକେଜ ଦେବାକୁ ଘୋଷଣା କରିଥିଲେ । ଏହାଦ୍ୱାରା ୟୁକ୍ରେନକୁ ଷ୍ଟ୍ରାଇକର ଆର୍ମଡ ହ୍ୱିକଲ, ଇନଫ୍ୟାକ୍ଟ୍ରି ହ୍ୱିକଲ ଓ ଏଭେରେଜ ଏୟାର ଡିଫେନ୍ସ ସିଷ୍ଟମ ଭଳି ଭାରି ଅସ୍ତ୍ର ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?