ଜେଲିଓର ଅଲ୍‌ ନ୍ୟୁ ଗ୍ରାସି ସିରିଜ୍‌

ଭୁବନେଶ୍ୱର,୧୦ା୬: ଦେଶର ପ୍ରମୁଖ ଇଲେକ୍ଟ୍ରି ଭେଇକିଲ ବା ଇଭି ଟୁହ୍ବିଲର ଷ୍ଟାର୍ଟଅପ ଜେଲିଓ ଇ-ବାଇକ୍ସର ଅଲ୍‌ ନ୍ୟୁ ଗ୍ରାସି ସିରିଜ୍‌ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଏ ସମ୍ପର୍କରେ ଜେଲିଓ ଇ-ବାଇକ୍ସର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ କୁନାଲ ଆର୍ଯ୍ୟା କହିଛନ୍ତି, ଇଭି ବଜାରରେ ଆମେ ଆମର ନୂଆ ସିରିଜ୍‌ର ଶୁଭାରମ୍ଭ କରି ବେଶ୍‌ ଉତ୍ସାହିତ ଅଛୁ।

ଏପରିକି ଲୋ-ସ୍ପିଡ୍‌ ଇଲେକ୍‌ଟ୍ରିକ ସ୍କୁଟରଗୁଡ଼ିକର ବ୍ୟବହାରିକତା, ସୁଲଭତା ଓ ପରିବେଶ ଲାଭ କାରଣରୁ ପ୍ରାଧାନ୍ୟ ବିସ୍ତାର କରିଥାନ୍ତି। ସେହିଭଳି ସହରାଞ୍ଚଳ ଉପଭୋକ୍ତାମାନେ ବର୍ଦ୍ଧିତ ରୂପେ ସୁଲଭ ଓ ସ୍ଥାୟୀ ଯାତାୟାତ ବିକଳ୍ପର ସନ୍ଧାନ କରୁଛନ୍ତି ଏବଂ ଲୋ-ସ୍ପିଡ୍‌ ଇଭିଗୁଡିକ ସେମାନଙ୍କ ପାଇଁ ଏକ ଉପଯୁକ୍ତ ସମାଧାନ ପାଲଟିଛି। ଏପରିକି ଡାଇନାମିକ ବିଏଲ୍‌ଡିସି ମୋଟରଠାରୁ ଆରମ୍ଭକରି ଆଡ୍‌ଭାନ୍ସଡ ବ୍ରେକିଂ ସିଷ୍ଟମ ପର୍ଯ୍ୟନ୍ତ ଆମ ସ୍କୁଟରଗୁଡିକର ପ୍ରତ୍ୟେକ ଉପାଦାନକୁ ସର୍ବୋଚ୍ଚମାନ ଓ ନିର୍ଭରଯୋଗ୍ୟତା ସୁନିଶ୍ଚିତ କରିବା ପାଇଁ ଯତ୍ନର ସହ ଚୟନ ଓ ପରୀକ୍ଷଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?