ମୃତ୍ୟୁ ସଂଖ୍ୟା ଶୂନ, ଦୈନିକ ସଂକ୍ରମଣ ୨୨୪…

ନୂଆଦିଲ୍ଲୀ, ୫।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଦୈନିକ ସଂକ୍ରମଣ ୩ ଶହ ତଳେ ରହିଛି। ଏହା କମି ୨୨୪ ରହିଛି। ଗୋଟିଏ ଦିନ ତଳେ ଏହା ୨୨୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୪ ହଜାର ୪୩୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ହଜାର ୫୨୯ ଥିଲା। ସେହିପରି ୨୪ ଘଣ୍ଟାରେ ୩୧୯ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୩୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୩ ହଜାର ୬୧୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୩୮ ହଜାର ୫୫୪ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

କାହିଁକି ବାରମ୍ୱାର ୨୬ ତାରିଖରେ ଘଟୁଛି ପ୍ରଳୟ? ଭେଙ୍ଗାବାବା ଖୋଲିଲେ ରହସ୍ୟ…

ନୂଆଦିଲ୍ଲୀ,୧।୯: ନେପାଳ-ତିବ୍ଦତ ସୀମାରେ ହିମାଳୟର ହିମବାହ (ଗ୍ଲେସିୟର) ଭାଙ୍ଗି ହୋଇଥିବା ପ୍ରଳୟଙ୍କାରୀ ବନ୍ୟା ଓ ଭୂସ୍ଖଳନ ପରେ ଏବେ ସାରା ବିଶ୍ୱରେ ଚାଞ୍ଚଲ୍ୟ ଖେଳିଯାଇଛି। ଶହ ଶହ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍‌ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…

ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।…

ଗୋଟିଏ T20 ମ୍ୟାଚ୍‌ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍‌, ଜାଣନ୍ତୁ ରୋଚକ ଘଟଣା

ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ…

ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?

ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri