ନୂଆ ଭାରତୀୟ ନ୍ୟାୟ ସଂହିତାରେ Zero FIR

ଭଞ୍ଜନଗର,୨୦ା୪(ବାବୁଲା ପ୍ରଧାନ): ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଗାୟଗଣ୍ଡା ଗ୍ରାମ ବିକାଶ ବିଦ୍ୟା ବିହାର ପରିସରରେ various provisions of BNSS and J.J. (CPC) Act” ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ତାଲୁକ ଆଇନ ସେବା କମିଟି ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଜଜ ଦେବଦତ୍ତ ପଟ୍ଟନାୟକ ଯୋଗ ଦେଇ ସମାଜରେ ଜଣେ ବ୍ୟକ୍ତିଙ୍କ ଆଇନଗତ ଅଧିକାର ବାବଦରେ କହିବା ସହ J.J. (CPC) Act ବିଷୟରେ ବର୍ଣ୍ଣନା କରିଥିଲେ। ସେହିପରି ସଦସ୍ୟ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀ F.I.R ବିଷୟରେ ସମ୍ପୂର୍ଣ୍ଣ ବର୍ଣ୍ଣନା କରିଥିଲେ । ଏସ୍‌ଡିପିଓ
ସୁଜିତ୍‌ କୁମାର ନାୟକ ନୂଆ ଭାରତୀୟ ନ୍ୟାୟ ସଂହିତାରେ ବର୍ଣ୍ଣିତ zero F.I.R ବିଷୟବସ୍ତୁ ବାବଦରେ କହିଥିଲେ। ଭଞ୍ଜନଗର
SDJM ସୌମ୍ୟରଞ୍ଜନ ପୃଷ୍ଟି ବେଲ୍‌, ସମନ, ଓ୍ବାରେଣ୍ଟ ବିଷୟରେ ବର୍ଣ୍ଣନା କରିବା ସହ ଦଣ୍ଡ ବିଧାନ ବାବଦରେ କହିଥିଲେ। ଏହା ସହ ଜେଏମ୍‌ଏଫ୍‌ସି
ଭିୟେନା ନାୟକ rights of legal representation ଏବଂ ଅପିଲ ବିଷୟ ବାବଦରେ ବର୍ଣ୍ଣନା କରିଥିଲେ। ତାରସିଂ ଥାନା ଆଇଆଇସି ରେବତୀ ଶବର BNS ଏବଂ BNSS ବିଷୟରେ ସମ୍ୟକ୍‌ ବିବରଣୀ ପ୍ରଦାନ କରିଥିଲେ। ତାଲୁକ ଆଇନ ସେବା କମିଟି ସଦସ୍ୟା ଅଳକା ମଞ୍ଜରୀ ପଟ୍ଟନାୟକ ସଭା ସଂଯୋଜନା କରିଥିଲେ।
ବିଦ୍ୟାଳୟ ପ୍ରଧାନଶିକ୍ଷକ ଆଦର୍ଶ ମନ୍ତ୍ରୀ ଧନ୍ୟବାଦ ଅର୍ପଣ କରିଥିଲେ। କୋର୍ଟ କର୍ମଚାରୀ ଆଦିତ୍ୟ ନାରାୟଣ ରଥ କାର୍ଯ୍ୟକ୍ରମକୁ ସୂଚାରୁରୂପେ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଦୁର୍ଘଟଣା: ବଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୮ ଓଡ଼ିଆ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?