୩୩ ଜୀବନ ରକ୍ଷାକାରୀ ଔଷଧ ଉପରେ ଶୂନ୍ୟ GST, ନିର୍ମଳା ସୀତାରମଣଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩।୯: ଜିଏସ୍‌ଟି କାଉନ୍ସିଲ୍‌ ବୈଠକ ପରେ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଏକ ସାମ୍ବାଦିକ ସମ୍ମିଳନୀରେ ବଡ଼ ଘୋଷଣା କରିଛନ୍ତି। ଜିଏସ୍‌ଟି ସରଳୀକରଣ ଉପରେ ଜୋର ଦେଇ ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୫ ଅଗଷ୍ଟରେ ପରବର୍ତ୍ତୀ ପୀଢ଼ିର ସୁଧାର ପାଇଁ ଦିଗ ନିର୍ଦ୍ଦେଶ କରିଥିଲେ। ଗତ ୮ ମାସ ଧରି ପ୍ରଧାନମନ୍ତ୍ରୀ ଜିଏସ୍‌ଟି ହାର ହ୍ରାସ ପାଇଁ ପରାମର୍ଶ ଦେଉଥିଲେ।

ସୀତାରମଣ କହିଛନ୍ତି, “ପ୍ରତ୍ୟେକ ରାଜ୍ୟର ଅର୍ଥ ମନ୍ତ୍ରୀ ଏହି ଜିଏସ୍‌ଟି ସରଳୀକରଣକୁ ପୂର୍ଣ୍ଣ ସମର୍ଥନ କରିଛନ୍ତି।” କାଉନ୍ସିଲ୍‌ ୧୨% ଓ ୨୮% ଟିକସ ସ୍ଲାବ୍‌କୁ ରଦ୍ଦ କରି ଦୁଇହାର ଟିକସ ଗଠନ (୫% ଓ ୧୮%) ମଞ୍ଜୁର କରିଛି। ଏହା ସହ ୩୩ଟି ଜୀବନ ରକ୍ଷାକାରୀ ଔଷଧ ଉପରେ ଜିଏସ୍‌ଟିକୁ ଶୂନ୍ୟ କରାଯାଇଛି।

ଜନସାଧାରଣ ଓ ମଧ୍ୟମ ବର୍ଗଙ୍କ ଅତ୍ୟାବଶ୍ୟକ ସାମଗ୍ରୀ ଉପରେ ଟିକସ ହ୍ରାସ କରାଯାଇଛି। ଏହି ନୂଆ ଟିକସ ଗଠନ ୨୨ ସେପ୍ଟେମ୍ବର ୨୦୨୫ରୁ ଲାଗୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri