Odisha Elections 2024

ଜିରୋ ନାଇଟ୍‌ ସେଲିବ୍ରେଶନ୍‌ ମନା

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଆସୁଛି ନୂଆବର୍ଷ। ହେଲେ ରାଜ୍ୟରେ ଜିରୋ ନାଇଟ୍‌ ସେଲିବ୍ରେଶନ ମନା। ବର୍ତ୍ତମାନର କରୋନା ଗାଇଡ୍‌ଲାଇନ୍‌ ଅନୁସାରେ ୩୧ ରାତିରେ ଉତ୍ସବ ପାଳନକୁ ମନା କରାଯାଇଛି। ନୂଆବର୍ଷ ପାଳନ ନେଇ କୌଣସି ଉତ୍ସବ ଆୟୋଜନ କରାଯିବ ନାହିଁ ବୋଲି ମଙ୍ଗଳବାର ଖବରଦାତା ସମ୍ମିଳନୀରେ ବିଏମ୍‌ସି କମିଶନର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ୫୯.୭୨ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୫ା୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଯାଇଛି। ତେବେ ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ମୋଟ୍‌ ୫୯.୭୨% ମତଦାନ ହୋଇଛି। ସେହିପରି ଭୁବନେଶ୍ବରରେ...

ଛେଣ୍ଡିପଦା ବିଧାୟକଙ୍କ ଦାଦାଗିରି ଘଟଣା: ଏଡିଜି କହିଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୨୫।୫: ଛେଣ୍ଡିପଦା ବିଧାୟକ ଭାଜପା କର୍ମୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଶାନ୍ତ କୁମାର ବେହେରା ତାଙ୍କ ନିର୍ବାଚନମଣ୍ଡଳୀର ମତଦାନବେଳେ...

ଛେଣ୍ଡିପଦା ବିଧାୟକଙ୍କ ଦାଦାଗିରି, ଭାଜପା କର୍ମୀଙ୍କ ଉପରେ ଆକ୍ରମଣ ଅଭିଯୋଗ

ସମ୍ବଲପୁର,୨୫ା୫: ଛେଣ୍ଡିପଦା ବିଧାୟକ ଭାଜପା କର୍ମୀଙ୍କ ଉପରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏଠାରେ ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଶାନ୍ତ କୁମାର ବେହେରା ଶନିବାର...

ଲେଖାଶ୍ରୀଙ୍କୁ ସ୍ମୃତିଙ୍କ ଏହି ୩ ବଡ଼ ପ୍ରଶ୍ନ

ରେମୁଣା,୨୫ା୫: ବାଲେଶ୍ୱର ଜିଲା ରେମୁଣାଠାରେ ଆୟୋଜିତ ଭାଜପାର ଦଳୀୟ ସଭାରେ ବିଜେଡିର ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ୩ଟି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି...

ଚତୁର୍ଥ ପର୍ଯ୍ୟାୟରେ ବିଜେଡି ପ୍ରାର୍ଥୀ ସୁବାସିନି ଜେନା ସବୁଠୁ ଧନୀ

ଭୁବନେଶ୍ୱର,୨୫ା୫: ବିଜୁ ଜନତା ଦଳ (ବିଜେଡି) ନେତା ସୁବାସିନି ଜେନାଙ୍କ ସମ୍ପତ୍ତି ପ୍ରାୟ ୧୩୫ କୋଟି ଟଙ୍କା ରହିଛି ଯାହା ଜୁନ ୧ ରେ ହେବାକୁ...

ଇଭିଏମ୍‌ ଭାଙ୍ଗି ଫେରାର ହୋଇଯାଉଥିଲେ ପ୍ରଶାନ୍ତ ଜଗଦ୍ଦେବ, ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ

ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ଼ ବ୍ଲକର ଏକ ବୁ୍‌ଥ୍‌ରେ ପଶି ଇଭିଏମ୍‌...

ଇଭିଏମ୍‌ ଭାଙ୍ଗି ପ୍ରଶାନ୍ତ ଜଗଦ୍ଦେବ ଫେରାର

ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ ବ୍ଲକର ଏକ ବୁଥ୍‌ରେ ଇଭିଏମ୍‌ ଭଙ୍ଗାରୁଜା...

ମହିଳା ପ୍ରିଜାଇଡିଂ ଅଫିସର ଅସୁସ୍ଥ

ନୟାଗଡ଼,୨୫ା୫: ନୟାଗଡ଼ରେ ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ତେବେ ପ୍ରବଳ ଜନଗହଳି ଯୋଗୁ ମହିଳା ପ୍ରିଜାଇଡିଂ ଅଫିସର ଅସୁସ୍ଥ ହୋଇପଡ଼ିଛନ୍ତି। ୧୫୮ ନମ୍ବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri