ସାରା ରାଜ୍ୟରେ ଜିରୋ ନାଇଟ ମନା

ଭୁବନେଶ୍ୱର,୩୦।୧୨(ବ୍ୟୁରୋ)-ନୂଆବର୍ଷ ପାଳନ ନେଇ ସାରା ରାଜ୍ୟରେ ଜିରୋ ନାଇଟ୍‌ ସେଲିବ୍ରେସନକୁ ବାରଣ କରାଯାଇଛି। କରୋନା ସକାଶେ ଜିରୋ ନାଇଟ ବାରଣ କରିଛନ୍ତି ରାଜ୍ୟ ସରକାର। ଡିସେମ୍ବର ୩୧ ଓ ଜାନୁଆରୀ ୧ରେ ସମସ୍ତ ଉତ୍ସବାନୁଷ୍ଠାନରେ ରୋକ ଲଗାଯାଇଛି। ଏ ନେଇ ବୁଧବାର ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶନାମା ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ ଘଟିଛି...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri