ଦୁର୍ନୀତି ରୋକିବାରେ ଜିରୋ ଟଲରେନ୍ସକୁ ଗୁରୁତ୍ୱ

କଟକ ଅଫିସ, ୬।୮: ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ୨୦୧୮ ବ୍ୟାଚ୍‌ର ଗ୍ରେଡ୍‌-ଏ ଅଫିସରଙ୍କ ନିମନ୍ତେ ୨ଦିନିଆ ତାଲିମ କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ ରାଜ୍ୟ ଭିଜିଲାନ୍ସ ଏକାଡେମୀରେ ଶୁକ୍ରବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଅତିରିକ୍ତ ମୁଖ୍ୟ ସଚିବ ପି. କେ. ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ତାଲିମ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି କହିଥିଲେ, ରାଜ୍ୟ ଭିଜିଲାନ୍ସ ଏକାଡେମୀରେ ସ୍ବଚ୍ଛତା ଓ ଦୁର୍ନୀତି ନିବାରଣ ପଦକ୍ଷେପ ଉପରେ ଏଭଳି ଗୁରୁତ୍ୱପୂର୍ଣ୍ଣ ତାଲିମ ମଡ୍ୟୁଲ୍‌କୁ ପ୍ରଶଂସା କରିଥିଲେ। ଏହି ମଡ୍ୟୁଲ୍‌ ଅଂଶଗ୍ରହଣକାରୀମାନଙ୍କୁ ଉତ୍ତମ ଶାସନର ଗୁରୁତ୍ୱପୂର୍ଣ୍ଣ ଦିଗରେ ସାହାଯ୍ୟ କରିବ। ଏଥିସହ ସ୍ବଚ୍ଛ ଶାସନ ନିମନ୍ତେ ରାଜ୍ୟ ସରକାର ପ୍ରଣୟନ କରିଥିବା ୫-ଟି ନୀତି ଟିମ୍‌ ୱାର୍କ, ଟାଇମ, ଟେକ୍ନୋଲୋଜି, ଟ୍ରାନ୍ସପାରେନ୍ସି ଏବଂ ଟ୍ରାନ୍ସଫର୍ମେଶନ ବିଷୟରେ କହିଥିଲେ। ଏହାଦ୍ୱାରା ତୁରନ୍ତ ଜନସେବା ପ୍ରଦାନକୁ ନିଶ୍ଚିତ କରିବା ପାଇଁ ଜଣେ ସରକାରୀ କର୍ମଚାରୀଙ୍କ ଉତ୍ତରଦାୟିତ୍ୱକୁ ବୃଦ୍ଧି କରାଯାଇଛି। ଅଖଣ୍ଡତା ଏବଂ ସଚ୍ଚୋଟତା ବଜାୟ ରଖିବା ପାଇଁ ଓଏଏସ୍‌ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଦୁର୍ନୀତି ରୋକିବାରେ ଜିରୋ ଟଲରେନ୍ସ ନୀତି ଅବଲମ୍ବନ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ସେହିପରି ବିକାଶମୂଳକ କାର୍ଯ୍ୟରେ ସରକାରୀ ଅର୍ଥ ବିନିଯୋଗ ସମୟରେ ଅଧିକାରୀମାନେ ନିଜକୁ ଟ୍ରଷ୍ଟି ଭାବେ ବିବେଚନା କରି ସମସ୍ତ ନୀତିନିୟମ ପାଳନ କରିବାକୁ କହିଥିଲେ। ସେହିପରି ଭିଜିଲାନ୍ସ ନିର୍ଦ୍ଦେଶକ ୱାଇ. କେ. ଜେଠୱା ସମ୍ମାନିତ ଅତିଥି ଭାବେ ଯୋଗଦେଇ କହିଥିଲେ, ସୁଶାସନ ଉପରେ ଗୁରୁତ୍ୱ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri