Posted inଖେଳ

ରିୟଲ ମାଡ୍ରିଡ୍‌ ଛାଡ଼ିବେ ଜିଡାନ

ମାଡ୍ରିଡ୍‌,୧୭।୫: ଫ୍ରାନ୍ସ କିମ୍ବଦନ୍ତୀ ଫୁଟ୍‌ବଲର ଜିନେଡାଇ ଜିଡାନ ରିୟଲ ମାଡ୍ରିଡ୍‌ କ୍ଲବର କୋଚ୍‌ ପଦ ଛାଡିବେ ବୋଲି ସୂଚନା ଦେଇଛନ୍ତି। ଚଳିତ ସେସନ ଶେଷ ଆଡକୁ ସେ ଲା ଲିଗା କ୍ଲବର କୋଚ୍‌ ପଦ ପରିତ୍ୟାଗ କରିବେ ବୋଲି ନିଜ ଖେଳାଳିମାନଙ୍କୁ କହିଛନ୍ତି। ଏ ନେଇ ସ୍ପାନିଶ ଗଣମାଧ୍ୟମ ରିପୋର୍ଟ ପ୍ରକାଶ କରିଛି। ତେବେ ୨୦୨୨ ପର୍ଯ୍ୟନ୍ତ ଜିଡାନଙ୍କ ଚୁକ୍ତି ବଳବତ୍ତର ରହିଛି।
ଦ୍ୱିତୀୟ ଥର ପାଇଁ ଜିଡାନ ରିୟଲ ମାଡ୍ରିଡ କୋଚ ପଦ ଛାଡିବାର ଅବକାଶ ସୃଷ୍ଟି ହୋଇଛି। ଏହାପୂର୍ବରୁ ସେ ୨୦୧୮ରେ ଚାମ୍ପିୟନ୍ସ ଲିଗ୍‌ ବିଜୟ ପରେ ହେଡ୍‌ କୋଚ୍‌ ପଦରୁ ଇସ୍ତଫା ଦେଇଥିଲେ। ଅବଶ୍ୟ ସେ ୨୦୧୬ରୁ ରିୟଲ ମାଡ୍ରିଡର କୋଚ୍‌ ପଦରେ ରହିଆସିଛନ୍ତି। ୪୮ ବର୍ଷୀୟ ଜିଡାନ ପୂର୍ବରୁ ୨୦୧୪ରୁ ୨୦୧୬ ପର୍ଯ୍ୟନ୍ତ ରିୟଲ ମାଡ୍ରିଡ୍‌ କାଷ୍ଟିଲାର ହେଡ୍‌ କୋଚ୍‌ ଦାୟିତ୍ୱରେ ରହି ବେଶ୍‌ ସଫଳତା ହାସଲ କରିଥିଲେ। ନିଜର ସିନିୟର କ୍ୟାରିୟରରେ ଜିଡାନ ଫ୍ରାନ୍ସ ତରଫରୁ ପ୍ରତିନିଧିତ୍ୱ କରି ୧୦୮ଟି ମ୍ୟାଚ୍‌ ଖେଳିବା ସହ ୩୧ଟି ଗୋଲ ସ୍କୋର କରିଛନ୍ତି। ୧୯୯୮ ଫିଫା ବିଶ୍ୱକପ୍‌ରେ ସେ ଫ୍ରାନ୍ସକୁ ଚାମ୍ପିୟନ କରାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜ୍ୟଗୋଷ୍ଠୀ କ୍ରୀଡା ପରେ ୨ ବକ୍ସର ନିଖୋଜ

ବର୍ମିଂହମ,୧୧।୮: ରାଜ୍ୟଗୋଷ୍ଠୀ କ୍ରାଡ଼ା ୨୦୨୨ ଶେଷ ହେବା ପରେ ଦୁଇ ଜଣ ପାକିସ୍ତାନୀ ବକ୍ସର ବର୍ମିଂହାମରେ ନିଖୋଜ ହୋଇଯାଇଛନ୍ତି। ବୁଧବାର ଜାତୀୟ ଫେଡେରେସନ ଏହି ସୂଚନା...

କୋହଲିଙ୍କ ଅନୁପସ୍ଥିତିରେ ରୋହିତ ନେତୃତ୍ୱ ନେବା ଉଚିତ: ଇର୍ଫାନ

ନୂଆଦିଲ୍ଲୀ,୧୦।୧୧(ପି.ଟି.): ବିରାଟ କୋହଲିଙ୍କ ଅନୁପସ୍ଥିତିରେ ଟେଷ୍ଟ ଉପ- ଅଧିନାୟକ ଅଜିଙ୍କ୍ୟ ରାହାନେ ନୁହଁ ରୋହିତ ଶର୍ମା ଦଳରେ ନେତୃତ୍ୱ ନେବା ସପକ୍ଷରେ ମନ୍ତବ୍ୟ ଦେଇଛନ୍ତି ପୂର୍ବତନ...

ମହିଳା କ୍ରିକେଟର ଡେଭିନଙ୍କ ବିଶ୍ୱ ରେକର୍ଡ

ଓ୍ବେଲିଂଟନ,୧୦।୨- ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଅଧିନାୟିକା ସୋଫି ଡେଭିନ ସୋମବାର ବିଶ୍ୱ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ବିଶ୍ୱର ପ୍ରଥମ ମହିଳା କ୍ରିକେଟର ଭାବେ...

ଆଜି ଖେଳାଯିବ ଦ୍ୱିତୀୟ ଟି୨୦: ଜାଣନ୍ତୁ କେତେବେଳେ ଏବଂ କେଉଁଠି ଦେଖିବେ

ନୂଆଦିଲ୍ଲୀ,୧୩।୩: ଟି୨୦ ବିଶ୍ୱକପ୍‌ ପୂର୍ବରୁ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ ଭାରତୀୟ ଅଧିନାୟକ ବିରାଟ...

ହଠାତ୍‌ ଘୋଷଣା କଲେ ଅବସର

ଲଣ୍ଡନ,୨୭।୯: ଇଂଲଣ୍ଡ ଅଲରାଉଣ୍ଡର ମୋଇନ ଅଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)...

୧୪୩୬ କିମି ଚାଲି ଚାଲି ରାଞ୍ଚିରେ ପହଞ୍ଚିଲେ ଏହି ଯୁବକ: ଧୋନୀଙ୍କୁ ଭେଟି କହିଲେ…

ରାଞ୍ଚି,୧୮।୧୧:ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ କୋଟି କୋଟି ପ୍ରଶଂସକ ଅଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ଅବସର ଦେଇସାରିଥିଲେ ମଧ୍ୟ ତାଙ୍କ...

ଆଇପିଏଲ୍‌-୧୪ ମୁମ୍ବାଇ- ଚେନ୍ନାଇ ହେଭିଓ୍ବେଟ୍‌ ଲଢ଼େଇ

ନୂଆଦିଲ୍ଲୀ,୧।୫(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୭ତମ ମ୍ୟାଚ୍‌ରେ ଏକ ଦମ୍‌ଦାର ଲଢ଼େଇ ଦେଖିବାକୁ ମିଳିବ। ଶନିବାର ସ୍ଥାନୀୟ ଅରୁଣ ଜେଟ୍‌ଲୀ ଷ୍ଟାଡିୟମ୍‌ରେ ଖେଳାଯିବାକୁ ଥିବା...

ଡରହାମରେ ଇଣ୍ଟ୍ରା ସ୍କାଡ୍‌ ମ୍ୟାଚ୍‌ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୫।୬: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ପ୍ରସ୍ତୁତି ଲାଗି ଡରହାମଠାରେ ଏକତ୍ରିତ ହେବେ ଭାରତୀୟ ଦଳର ଖେଳାଳିମାନେ। ସେଠାରେ ଟିମ୍‌...

Advertisement
Archives

Model This Week