ପ୍ରଚାର ମୈଦାନରେ ଜିଲାପରିଷଦ ପ୍ରାର୍ଥୀ

ଗଞ୍ଜାମ,୪।୧(ଡି.ଏନ୍‌.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଆସନ୍ତା ୨୦ରେ ଗଞ୍ଜାମ ବ୍ଲକରେ ହେବ l ଏଥିପାଇଁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତିି ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀ l ବତ୍ତର୍ର୍ମାନ ଚଳିତ ନିର୍ବାଚନରେ ପ୍ରଚାର ପାଇଁ ବିଜେଡି ପାର୍ଥୀମାନେ ଆଗୁଆ ଥିବା ଦେଖିବାକୁ ମିଳିଛି l ପ୍ରଚାରର ମଙ୍ଗ ଧରିଛନ୍ତି ଖୋଦ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା l ବିଧାୟକ ୧୪ ଓ ୧୫ ନମ୍ବର ଜୋନ ଦଳୀୟ ଜିଲାପରିଷଦ ପ୍ରାର୍ଥୀ ସସ୍ମିତା ସ୍ବାଇଁ ଓ ସନାତନ ବେହେରାଙ୍କୁ ସାଙ୍ଗରେ ନେଇ ଜୋରଦାର ପ୍ରଚାର କରୁଛନ୍ତି l ବିଜେଡି କର୍ମୀମାନେ ମଧ୍ୟ ବିଧାୟକଙ୍କ ଉପସ୍ଥିତ ନେଇ କରୋନା କଟକଣା ଅନୁଯାୟୀ ଘରଘର ବୁଲି ଭୋଟଭିକ୍ଷା କରୁଥିବା ଦେଖିବାକୁ ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?