ସଫଳତା ପଥରେ ଜିନ୍ଦେଗୀ ଫାଉଣ୍ଡେଶନ

ଭୁବନେଶ୍ୱର,୧୩।୯:ଗତ ୫ବର୍ଷ ମଧ୍ୟରେ ଜିନ୍ଦେଗୀ ଫାଉଣ୍ଡେଶନର ପ୍ରାୟ ୯୦ (୮୮) ଜଣ କୃତୀ ଛାତ୍ର ଡାକ୍ତର ହେବାର ଯୋଗ୍ୟତା ହାସଲ କରିଛନ୍ତି। ଏପରିକି ଭିନ୍ନ ଏକ ଚିନ୍ତାଧାରାରେ ପ୍ରତିଷ୍ଠା ହୋଇଥିବା ଜିନ୍ଦେଗୀ ଫାଉଣ୍ଡେଶନ ସଫଳତା ପଥରେ ଆଗେଇ ଚାଲିଛି। ନିକଟରେ ପ୍ରକାଶିତ ଏନ୍‌ଇଇଟି(ୟୁଜି)୨୦୨୨ର ଫଳାଫଳ ଅନୁଯାୟୀ ଜିନ୍ଦେଗୀ ଫାଉଣ୍ଡେଶନର ୨୧ଜଣ ଛାତ୍ରଙ୍କ ମଧ୍ୟରୁ ୨୦ଜଣ ଛାତ୍ର ନିଟ୍‌-୨୨ରେ କୃତକାର୍ଯ୍ୟ ହୋଇ ଡାକ୍ତରୀ ଶିକ୍ଷା ପାଇଁ ନାମ ଲେଖାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ରୋଟାରି ଭବନଠାରେ ଆୟୋଜିତ ଏକ ସ୍ବତନ୍ତ୍ର ସମ୍ବର୍ନ୍ଧନା କାର୍ଯ୍ୟକ୍ରମରେ ଯୋଗଦେଇ ଫାଉଣ୍ଡେଶନର ମୁଖ୍ୟ ଏ.ବି.ସିଂ ସଫଳ ୨୦ ନିଟ୍‌ ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଉକ୍ତ କୃତୀ ବିଦ୍ୟାର୍ଥୀଙ୍କ ମଧ୍ୟରେ ଯାଜପୁରର ଛାତ୍ରୀ ଅମୃତା ସାହୁ ନିଟ୍‌-୨୨ରେ ୬୩୬ ମାର୍କ ରଖିଛନ୍ତି। ସେହିଭଳି କେନ୍ଦ୍ରାପଡ଼ାର ଜଗନ୍ନାଥ ଗିରି ମଧ୍ୟ ନିଟ୍‌-୨୨ରେ ୬୩୫ ମାର୍କ ରଖିଥିବା ବେଳେ ଢେଙ୍କାନାଳର ମଳୟ କୁମାର ପ୍ରଧାନ ମଧ୍ୟ ୬୩୪ ମାର୍କ ରଖି କୃତକାର୍ଯ୍ୟ ହୋଇଛନ୍ତି। ଏହିପରି ୨୦ ସଫଳ ଛାତ୍ର ଭିନ୍ନ ଭିନ୍ନ ଅବସ୍ଥାରେ ସମୟ ଅତିବାହିତ କରୁଥିବା ଜିନ୍ଦେଗୀ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ବିଶିଷ୍ଟ ଶିକ୍ଷାବିତ୍‌ ଅଜୟ ବାହାଦୁର ସିଂ କହିଛନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri