ସଲମାନଙ୍କ ସହ ପଙ୍ଗା ନେଇ ବରବାଦ ହୋଇଛି କ୍ୟାରିୟର

ବମ୍ବେ: ବଲିଉଡର ଦବଙ୍ଗ ଖାନ୍ ସଲମାନ ଅନେକ ନବାଗତଙ୍କୁ ସୁଯୋଗ ଦେଇଥାନ୍ତି। ହେଲେ ତାଙ୍କ ସହ ସମ୍ପର୍କ ଖରାପ କରି ଅନେକଙ୍କ କ୍ୟାରିୟର ବରବାଦ ମଧ୍ଯ ହୋଇଛି। ସେଥିରୁ ଜଣେ ହେଲେ ଜୁବେର ଖାନ୍।

୨୦୧୧ରେ ବିଗବସ୍ ପ୍ରତିଯୋଗୀ ଭାବେ ଭାଗ ନେଇଥିଲେ ସେ। ଶୋର ଅଡିସନ ସମୟରେ ସେ ତାଙ୍କ ନାମରେ ଡନ୍ ଦାଉଦ ଇବ୍ରାହିମଙ୍କ ଜ୍ବାଇଁ ବୋଲି ଆର୍ଟିକିଲ୍ ଛପା ହୋଇଥିବା କହିଥିଲେ। ଏହା ତାଙ୍କ ଜୀବନର ଗତିପଥ ବଦଳାଇ ଦେଇଥିଲା। ପିଲାଙ୍କ ଲାଗି ସେ ବିଗବସ୍ ଯାଇଥିଲେ। ହେଲେ ଏହି ନିଷ୍ପତ୍ତି ତାଙ୍କ ଜୀବନ ବରବାଦ କରିଦେଇଥିଲା।

କାରଣ ଜୁବେର ଶୋରେ ସଲମାନଙ୍କୁ ରଗାଇ ଦେଇଥିଲେ। ମହିଳାଙ୍କ ସହ ଖରାପ ବ୍ଯବହାର କରିବାକୁ ନେଇ ତାଙ୍କୁ ପ୍ରଥମ ସପ୍ତାହରେ ବାହାର କରିଦିଆ ଯାଇଥିଲା। ଶୋରୁ ବାହାରି ସେ ସଲମାନ ଙ୍କ ନାମରେ କେସ୍ କରିଥିଲେ। ମାତ୍ର ଏହି ମାମଲାରେ ତାଙ୍କୁ ୩ ମାସ ଜେଲ ଯିବାକୁ ପଡିଥିଲା। ପରେ ସେ କମାଇ ଥିବା ନାମ, ସମ୍ମାନ ହରାଇଥିଲେ। ପରିବାରର ସମସ୍ତେ ଦୂରକୁ ଚାଲିଯିବା ପରେ ସେ ଆତ୍ମହତ୍ଯା କରିବାକୁ ଚିନ୍ତା କରିଥିଲେ। ହେଲେ ପାରି ନ ଥିଲେ। ଏବେ ସେ ଏକ ଛୋଟ ହୋଟେଲ ଚଳାଉଥିବା ବେଳେ କାମ ଖୋଜୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?