ଜୁକରବର୍ଗ-ଏଲନ ମସ୍କଙ୍କ ଟୁଇଟ୍‌ ଝଡ଼

ନ୍ୟୁୟର୍କ,୭ା୮:  ଫେସ୍‌ବୁକ୍‌ ଅର୍ଥାତ୍‌ ମେଟା ସିଇଓ ମାର୍କ୍ସ ଜୁକରବର୍ଗ ଏବଂ ‘X’ ସିଇଓ ଏଲନ ମସ୍କ ପ୍ରତ୍ୟେକ୍ଷ ପ୍ରତିଦ୍ୱନ୍ଦ୍ୱୀ ଭାବେ ଉଭା ହୋଇଛନ୍ତି। ଗତ କିଛି ମାସ ଧରି ଏହି ଦୁଇ କୋଟିପତିଙ୍କ ମଧ୍ୟରେ ନାନା କଥାକୁ ନେଇ ଝଡ଼ ସୃଷ୍ଟି ହେଉଥିବା ଖବର ଆସୁଛି।

ତେବେ  ପୁଣି ଏହି ଦୁହିଁଙ୍କ ମଧ୍ୟରେ ଏକ ଟୁଇଟ୍‌ ଝଡ଼ ଦେଖିବାକୁ ମିଳିଛି। ଟୁଇଟରରେ ଲାଇଭ ଷ୍ଟ୍ରିମିଡ୍‌ ହେବ ବୋଲି ମସ୍କ ‘X’ ପ୍ଲାଟଫର୍ମରେ ଏକ ପୋଷ୍ଟରେ ଲେଖିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ସମସ୍ତ ଆୟ ଭେଟେରାନଙ୍କ ପାଇଁ ଦାନକୁ ଯିବ।

Mark Zuckerberg responds to Elon Musk on their potential cage fight.(Threads)

ଏହାର ଜବାବରେ ଜୁକରବର୍ଗ ‘ଥ୍ରେଡ୍ସ’ରେ ମସ୍କଙ୍କ ପୋଷ୍ଟର ଏକ ସ୍କ୍ରିନ୍‌ଶଟ୍‌ ଶେୟାର କରି କହିଛନ୍ତି, ଆମେ ଅଧିକ ବିଶ୍ୱାସଯୋଗ୍ୟ ପ୍ଲାଟଫର୍ମ ବ୍ୟବହାର କରିବା ଉଚିତ ନୁହେଁ। ଯାହା ପ୍ରକୃତରେ ଦାନ ପାଇଁ ଅର୍ଥ ସଂଗ୍ରହ କରିପାରିବ। ଜୁନ୍‌ରେ ଥ୍ରେଡ୍ସର ଲଞ୍ଚ ଖବର ଆସିବା ପରେ ଦୁହିଁଙ୍କ ମଧ୍ୟରେ ଥଟ୍ଟା ପରିହାସ ଆରମ୍ଭ ହୋଇଥିଲା।

ଗତ ବର୍ଷ ମସ୍କ ପ୍ଲାଟଫର୍ମ ଦାୟିତ୍ୱ ଗ୍ରହଣ କରିବା ପରେ ବହୁ ସଂଖ୍ୟାରେ ଛଟେଇ, ରାଇଟ୍‌ ଉଇଙ୍ଗ୍‌ ଆକାଉଣ୍ଟକୁ ପୁନଃ ସ୍ଥାପିତ କରିବା, ଅନ୍ୟମାନଙ୍କ ମଧ୍ୟରେ ପ୍ଲାଟଫର୍ମରେ ଏକ ବିଶୃଙ୍ଖଳିତ ଯାଞ୍ଚ, ବ୍ୟାଜ ସିଷ୍ଟମ ଅନ୍ତର୍ଭୁକ୍ତ କରାଯାଇଥିଲା। ଯାହା ଅନେକ ବିଜ୍ଞାପନଦାତାଙ୍କୁ ଅଡୁଆରେ ପକାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri