ଜୁକରବର୍ଗଙ୍କ ଡାଟା ଲିକ୍‌

ଗତ ଜାନୁୟାରୀରୁ ପ୍ରାୟ ୫୩ କୋଟି ଫେସ୍‌ବୁକ୍‌ ବ୍ୟବହାରକାରୀଙ୍କ ତଥ୍ୟ ହ୍ୟାକର୍ସଙ୍କ ଓ୍ବେବ୍‌ସାଇଟରେ ମାଗଣା ଉପଲବ୍ଧ ହୋଇଥିବା ଘଟଣା ସାମ୍‌ନାକୁ ଆସିଛି। ଏଥିରେ ଫେସ୍‌ବୁକ୍‌ ସିଇଓ ମାର୍କ ଜୁକରବର୍ଗଙ୍କ ବ୍ୟକ୍ତିଗତ ଫୋନ୍‌ ନମ୍ବର ସହ ଅନ୍ୟାନ୍ୟ ଡାଟା ମଧ୍ୟ ପ୍ରଘଟ ହୋଇଥିବା ସାଇବର ସିକ୍ୟୁରିଟି ରିସର୍ଚ୍ଚର ଡେଭ୍‌ ଓ୍ବାକର କହିଛନ୍ତି। ଆମେରିକାର ପ୍ରାୟ ୩.୨ କୋଟି ୟୁଜର୍ସଙ୍କ ଡାଟା ଲିକ୍‌ ହୋଇଥିବାବେଳେ ସେଥିରେ ଜୁକରବର୍ଗଙ୍କ ବ୍ୟକ୍ତିଗତ ତଥ୍ୟ ରହିଛି। ନିକଟରେ ‘ବିଜ୍‌ନେସ୍‌ ଇନ୍‌ସାଇଡର’ ଓ୍ବେବସାଇଟ୍‌ରେ ପ୍ରକାଶିତ ରିପୋର୍ଟ ଅନୁସାରେ ୧୦୬ଟି ଦେଶର ପ୍ରାୟ ୫୩ କୋଟି ଫେସ୍‌ବୁକ୍‌ ବ୍ୟବହାରକାରୀଙ୍କ ଡାଟା ଲିକ୍‌ ହୋଇଥିବାବେଳେ ଫେସ୍‌ବୁକ୍‌ ଏହାକୁ ‘ପୁରୁଣା ଘଟଣା’ ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତାରେ ଡାକ୍ତର: ସୁସ୍ଥ ହେବା ପରେ ବି ପୁଣିଥରେ କରୋନାରେ ଆକ୍ରାନ୍ତ ହେଉଛନ୍ତି ଲୋକେ !

ରୋମ,୧୯।୩: ଚାଇନା ପରେ ଏବେ ଇଟାଲିରେ କରୋନା ସଂକ୍ରମଣରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ରହିଛି ୩୫୭୧୩। ସେହିପରି...

ଶତ୍ରୁଙ୍କୁ ମୁହଁତୋଡ଼ ଜବାବ ଦେବା ପାଇଁ ଭାରତ ଅଭିମୂଖେ ରାଫାଲ

ପ୍ୟାରିସ,୨୭।୭: ବହୁ ଦିନ ଅପେକ୍ଷାର ଅନ୍ତ ଘଟିଛି। ଶତ୍ରୁଙ୍କୁ ମୁହଁତୋଡ଼ ଜବାବ ଦେବା ପାଇଁ ଭାରତୀୟ ବାୟୁସେନାରେ ଖୁବଶୀଘ୍ର ସାମିଲ ହେବାକୁ ଯାଉଛି ରାଫାଲ ଯୁଦ୍ଧ...

ସୌଦିରେ କୋରଡ଼ା ମାଡ଼ ବନ୍ଦ: ସୁପ୍ରିମ୍‌ କୋର୍ଟ ରାୟ

ରିୟାଦ୍‌,୨୫।୪: ସୌଦିରେ ଏଣିକି ଅପରାଧୀଙ୍କୁ ଆଉ କୋରାଡ଼ା ମାଡ଼ ଦିଆଯିବା ଦଣ୍ଡାଦେଶ କରାଯିବ ନାହିଁ। ଏନେଇ ସୌଦିର ସୁପ୍ରିମ୍‌ କୋର୍ଟ ଏକ ରାୟ ଦେଇଛନ୍ତି। ଏହା...

ସଚେତନ କରିଥିବା ଚାଇନା ଡାକ୍ତର ଆଇସିୟୁରେ

ଉହାନ୍‌, ୫ା୨: ଚାଇନାରେ କରୋନା ଭାଇରସ୍‌ ଉଗ୍ର ରୂପ ଧାରଣ କରିଛି। ହେଲେ ଏହାର ଭୟାବହତାକୁ ନେଇ ପ୍ରଥମେ ଲୋକମାନଙ୍କୁ ସଚେନତ କରାଇଥିବା ଚାଇନା ଡାକ୍ତର...

ସୁଦାନରେ ଆଦିବାସୀଙ୍କ ମଧ୍ୟରେ ରକ୍ତ ସଂଘର୍ଷ:୩୭ ମୃତ, ୨୦୦ରୁ ଅଧିକ ଆହତ

ଖାର୍ଟୁମ,୨୭।୮: ପୂର୍ବ ସୁଦାନରେ ଦୁଇ ଆଦିବାସୀଙ୍କ ମଧ୍ୟରେ ରକ୍ତ ସଂଘର୍ଷ ଘଟି ୩୭ ଜଣଙ୍କ ମୃତ୍ୟୁ ଘଟିଛି ଓ ୨୦୦ରୁ ଊଦ୍ଧର୍‌ବ ଆହତ ହୋଇଛନ୍ତି। ଏହି...

ବର୍ବରତାର ସମସ୍ତ ସୀମା ପାର କଲା ବୋକୋ ହରମ 

ଅବୁଜା,୨୯ ।୧୧: ନାଇଜେରିଆରେ ବୋକୋ ହରମ ଧାନ କ୍ଷେତରେ କାମ କରୁଥିବା ପାଖାପାଖି ୪୩ ଜଣ ମଜୁରିଆଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛି ।...

ନିର୍ବାଚନ ଘୁଞ୍ଚାଇବାକୁ ଟ୍ରମ୍ପ୍‌ଙ୍କ ପ୍ରସ୍ତାବ

ଓ୍ବାଶିଂଟନ, ୩୧ା୭:ମେଲ୍‌ ଜରିଆରେ ଭୋଟ ହେଲେ ଜାଲିଆତି ସମ୍ଭାବନା ଥିବା ଆଶଙ୍କା କରି ନଭେମ୍ବର ମାସରେ ହେବାକୁ ଥିବା ନିର୍ବାଚନ ଘୁଞ୍ଚାଇବା ପାଇଁ ଆମେରିକା ରାଷ୍ଟ୍ରପତି...

ଆକାଶରୁ ହେଲା ଚକୋଲେଟ ବର୍ଷା

ଜୁରିକ୍‌, ୨୦।୮: ଆକାଶରୁ ଚକୋଲେଟ ବର୍ଷା ହେବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବ। ତେବେ ଏଭଳି ସ୍ବିଜରଲାଣ୍ଡର ଓଲଟେନ୍‌ ସହରରେ ଘଟିଛି। ସାରା ସହରରେ...

Advertisement

BGU

Archives

Model This Week

Why Dharitri