ବକ୍ସ ଅଫିସରେ କମାଲ କରିପାରିଲାନି କପିଲ ଶର୍ମାଙ୍କ ଜ୍ୱିଗାଟୋ

ମୁମ୍ବାଇ: ନନ୍ଦିତା ଦାସଙ୍କ ନିର୍ଦ୍ଦେଶନାରେ ନିର୍ମାଣ କରାଯାଇଥିବା ମୁଭି ‘ଜ୍ୱିଗାଟୋ’ ମାର୍ଚ୍ଚ ୧୭ରେ ରିଲିଜ ହୋଇଛି । ଫିଲ୍ମରେ କମେଡିଆନ କପିଲ ଶର୍ମା ଓ ଶହାନା ଗୋସ୍ୱାମୀ ମୁଖ୍ୟ ଭୂମିକାରେ ନଜର ଆସିଛନ୍ତି । କପିଲ ଏହି ମୁଭିରେ ଡେଲିଭରି ବୟ ମାନସ ଭୂମିକା ପ୍ଲେ କରିଛନ୍ତି, ଯେକି ନିଜ ପରିବାରର ବୋଝ ଉଠାଇବାକୁ ଖୁବ୍ ଷ୍ଟ୍ରଗଲ କରୁଛନ୍ତି । ଟ୍ରେଲର ରିଲିଜ ହେବା ପରେ ଅଡିଏନ୍ସ ଏହି ମୁଭିକୁ ଉତ୍ସୁକତାର ସହ ଅପେକ୍ଷା ରଖିଥିଲେ । ଏବେ ଫିଲ୍ମ ରିଲିଜ ହେବା ପରେ ଏହା କିନ୍ତୁ ଦର୍ଶକଙ୍କୁ ଭରପୁର ମନୋରଞ୍ଜନ ଦେଇପାରି ନାହିଁ । ଓପନିଂ ଡେର କଲେକ୍ସନରେ ମେକର୍ସଙ୍କୁ ଝଟକା ଲାଗିଛି ।
କମେଡି କିଙ୍ଗ କପିଲ ଶର୍ମା ଟେଲି ପରଦାରେ ଦର୍ଶକଙ୍କୁ ହସାଇ ହସାଇ ବେଦମ କରୁଥିବା ବେଳେ ବଡ ପରଦାରେ କିନ୍ତୁ ଦର୍ଶକେ ତାଙ୍କୁ ଏତେ ପସନ୍ଦ କରୁ ନ ଥିବା ଦେଖାଯାଇଛି । ଏବେ ରିଲିଜ୍ ହାଇଥିବା ତାଙ୍କ ଅଭିନିତ ମୁଭି ‘ଜ୍ୱିଗାଟୋ’ ପ୍ରଥମ ଦିନରେ ସଭିଙ୍କୁ ନିରାଶା କରିଛି । ସୈକଲିନର ରିପୋର୍ଟ ଅନୁଯାୟୀ, ‘ଜ୍ୱିଗାଟୋ’ ପ୍ରଥମ ଦିନରେ ମାତ୍ର ୫୦ ଲକ୍ଷ ବ୍ୟବସାୟ କରିଛି ଯାହା ଖୁବ ନିରାଶଜନକ ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲିଠୁ Flipkart Freedom Sale ଆରମ୍ଭ: ଜାଣନ୍ତୁ ୫ ଧମାକାଦାର ଡିସ୍‌କାଉଣ୍ଟ, କରନ୍ତୁ ନାହିଁ ମିସ୍‌

ନୂଆଦିଲ୍ଲୀ, ୭।୮: Flipkart Freedom Sale ୨୦୨୬ ଆସନ୍ତାକାଲି ଅର୍ଥାତ୍‌ ୮ ଅଗଷ୍ଟରୁ ଆରମ୍ଭ ହେଉଛି। ଯଦି ଆପଣ ଏହି ସେଲ୍‌ରେ ନୂଆ ଫୋନ କିଣିବାକୁ ଯୋଜନା…

ମାଛ ଧରିବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ…

ହାର୍ଦ୍ଦିକ ପାଣ୍ଡ୍ୟାକୁ ନେଇ ଆସିଲା ଚମକାଇଦେଲା ଭଳି ଖବର: କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ, ୭।୮: IPL ୨୦୨୬ ସିଜନ ଶେଷ ହେବା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହେବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। IPL ୨୦୨୪ରେ…

ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…

ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ…

ପ୍ରଥମେ ଛେଳି ଚୋରି କଲେ, ତା’ପରେ ତାଲା ଭାଙ୍ଗି ବ୍ୟାଙ୍କରେ ପଶିଲେ: ୩ ଜଣଙ୍କୁ…

ଅତାବିରା/ଗୋଡ଼ଭଗା, ୭/୮(ଯୁଧିଷ୍ଠିର ମହାପାତ୍ର / ସୁରେଶ ଦାଶ ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲହଣ୍ଡା ପଞ୍ଚାୟତ ସ୍ଥିତ ୟୁକୋ ବ୍ୟାଙ୍କରେ ବିଳମ୍ବିତ ରାତିରେ ଚୋରି…

ବୁଦ୍ଧାଶ୍ରମରେ ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ଦେଖିବାକୁ ଆସିଲେନି ୩ ଝିଅ: ଭିଡିଓ କଲ୍‌ କରି କହିଲେ…

ଚଣ୍ଡିଗଡ,୭।୮: ହରିଆଣାର ସୋନିପତରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ବୃଦ୍ଧାଶ୍ରମରେ ରହୁଥିବା ଜଣେ କପଡ଼ା ବ୍ୟବସାୟୀଙ୍କ ମୃତ୍ୟୁ ପରେ ପରିବାରର କୌଣସି ସଦସ୍ୟ…

ଘୋଷଣା ହେଲା ନୂଆଁଖାଇ ଲଗ୍ନ: ପଶ୍ଚିମ ଓଡ଼ିଶାରେ ଉତ୍ସାହ ଆରମ୍ଭ

ବଲାଙ୍ଗୀର, ୭।୮( ସୁନିଲ କୁମାର ମହାନ୍ତି): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ…

ଏଥର ଧୂମଧାମରେ ପାଳନ ହେବ ସ୍ବାଧୀନତା ଦିବସ: ବ୍ଲକ ଅଧ୍ୟକ୍ଷ କରିବେ ପତାକା ଉତ୍ତୋଳନ

ଦାରିଙ୍ଗବାଡି,୭।୮(ଅରୁଣ ସହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି ସଭାଗୃହଠାରେ ୮୦ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri