ଅଂଶୁଘାତ ପ୍ରତିକାର ପାଇଁ ନାହିଁ କୌଣସି ବ୍ୟବସ୍ଥା

ହାଟଡିହୀ୧୧ା୫(ସ୍ବ.ପ୍ର.): ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିଲାବେଳେ ହାଟଡିହୀ ସରକାରୀ  ଡାକ୍ତରଖାନାରେ ଅଂଶୁଘାତ ପ୍ରତିକାର ପାଇଁ କୌଣସି ବ୍ୟବସ୍ଥା ନାହିଁ। ଲୋକେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପିଇବା ପାଣିର ସୁବିଧା ନାହିଁ କି ବିଦ୍ୟୁତ କଟିଗଲେ ଜେନେରେଟର ନାହିଁ। ଦୁଇ ବର୍ଷ ହେଲା ଇନ୍‌ଭଟର ବି ଖରାପ। ଫଳରେ ଡାକ୍ତରଖାନା ଉପରୁ ଲୋକଙ୍କ ଭରସା ତୁଟିଯାଉଛି। ଅଂଶୁଘାତ ରୋଗୀଙ୍କ ପାଇଁ ସ୍ବତନ୍ତ୍ର ସୁବିଧା କରାଯିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ଭୋଜିରେ ମଟନ ଦେଲେନି ବୋଲି କ୍ୟାଟରିଂ ପିଲାର ବେକ କାଟିଦେଲେ, ୪ ଜଣଙ୍କୁ ଅଟକ ରଖି…

ବାଲେଶ୍ୱର,୨୮ା୬(ବାଞ୍ଛାନିଧି ଦେ): ଜଣେ ନାବାଳକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି ୪ ନାବାଳକ। ରେମୁଣା ଥାନା ମନ୍ଦିର ଛକରେ ନାବାଳକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଏକ ବିବାହ…

ବୋହୂର ପନିକି ଆକ୍ରମଣରେ ଶାଶୁ ଲହୁଲୁହାଣ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

ଭୋଗରାଇ, ୨୮।୬ (ପ୍ରଦୀପ ଦାସ): ପାରିବାରିକ କଳହକୁ କେନ୍ଦ୍ର କରି ବୋହୂର ପନିକି ଆକ୍ରମଣରେ ଶାଶୁ ଗୁରୁତର ଆହତ ହୋଇଛନ୍ତି। ରକ୍ତାକ୍ତ ଅବସ୍ଥାରେ ତାଙ୍କୁ ପ୍ରଥମେ ଜଳେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri