ଅକ୍ଟୋବର ୨ରୁ ପ୍ଲାଷ୍ଟିକ ବ୍ୟାନ୍‌: ମନ୍ତ୍ରୀ

ଭୁବନେଶ୍ୱର, ୧୭।୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ରୁ ସାରା ରାଜ୍ୟରେ ପ୍ଲାଷ୍ଟିକ ବ୍ୟାନ୍‌ ହେବ। ସହରାଞ୍ଚଳ ସମେତ ରାଜ୍ୟରେ ବ୍ୟାନ୍‌ ହେବ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌। ମଙ୍ଗଳବାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ଏହା କାର୍ଯ୍ୟକାରୀ ହେବ।
ସୂଚନାଯୋଗ୍ୟ, ସ୍ବାଧୀନତା ଦିବସ ଦିନ ପ୍ଲାଷ୍ଟିକ ବ୍ୟାନ୍‌ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡପଡ଼ା: ସ୍ବାଧୀନ ଭାବେ ପ୍ରାର୍ଥତ୍ପତ୍ର ଦାଖଲକଲେ ଅନୁଭବ

ନୟାଗଡ଼,୪।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ୪ଟି ନିର୍ବାଚନମଣ୍ଡଳୀ ମଧ୍ୟରେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଚର୍ଚ୍ଚାରେ ରହିଛି। ଏଠାରେ ରାଜନୈତିକ ଦୃଶ୍ୟପଟ ବଦଳିବାରେ ଲାଗିଥିବାରୁ ସମସ୍ତଙ୍କ ନଜର ଏହି...

ଆଜି ୩ ଲୋକ ସଭା କ୍ଷେତ୍ରରେ ପ୍ରଚାର କରିବେ ନବୀନ

ଭୁବନେଶ୍ୱର,୪ା୫(ଅନିଲ ଦାସ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ପୁଣି ପ୍ରଚାର ମଇଦାନକୁ ଓହ୍ଲାଇବେ। ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୪ଟି...

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ...

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri