ଅକ୍ଟୋବର ୨ରୁ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ତାରିଖରୁ ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିବାକୁ ଯାଉଛି। ଏହି କାର୍ଯ୍ୟକୁ ତଦାରଖ କରିବା ପାଇଁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ୭ ଜଣିଆ କମିଟି ଗଠନ କରିଛନ୍ତି। ଏହି କମିଟିର ସଦସ୍ୟମାନେ ହେଲେ ପ୍ରସନ୍ନ ଆଚାଯର୍ର୍‌ୟ, ଦେବୀ ପ୍ରସାଦ ମିଶ୍ର (ଆବାହକ), ପ୍ରମିଳା ମଲ୍ଲିକ, ସଞ୍ଜୟ କୁମାର ଦାସବର୍ମା, ପ୍ରତାପ କେଶରୀ ଦେବ, ପ୍ରଦୀପ ପାଣିଗ୍ରାହୀ ଏବଂ ପ୍ରଣବ ପ୍ରକାଶ ଦାଶ। ଏଥିସହିତ ଦଳର ସଭାପତି ବିଭିନ୍ନ ଜିଲାର ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛନ୍ତି। ସଞ୍ଜୟ କୁମାର ଦାସବର୍ମାଙ୍କୁ ନବରଙ୍ଗପୁର ଓ ରାୟଗଡା ଜିଲା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଚନ୍ଦ୍ର ସାରଥୀ ବେହେରା କୋରାପୁଟ ଓ ମାଲକାନଗିରି, ନବ କିଶୋର ଦାସ କଳାହାଣ୍ଡି, ପ୍ରଫୁଲ୍ଲ ମଲ୍ଲିକ ବରଗଡ, ସୁଶାନ୍ତ ସିଂ ବଲାଙ୍ଗୀର, ମହେଶ୍ୱର ମହାନ୍ତି ଗଞ୍ଜାମ, ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁ ଗଜପତି, ବିକ୍ରମ କେଶରୀ ଆରୁଖ କନ୍ଧମାଳ, ବିଜୟ ନାୟକ ଢେଙ୍କାନାଳ, କୃତ୍ତିବାସ ପାତ୍ର ବୌଦ୍ଧ, ନିରଞ୍ଜନ ପୂଜାରୀ ଅନୁଗୋଳ, ନଳିନୀକାନ୍ତ ପ୍ରଧାନ ସମ୍ବଲପୁର ଓ ଦେବଗଡ, ପ୍ରୀତିରଞ୍ଜନ ଘଡାଇ ସୁନ୍ଦରଗଡ, ଦିବ୍ୟ ଶଙ୍କର ମିଶ୍ର କେନ୍ଦୁଝର , ପ୍ରଣବ ପ୍ରକାଶ ଦାସ ମୟୂରଭଞ୍ଜ, ପ୍ରତାପ ଜେନା ବାଲେଶ୍ୱର, ରଣେନ୍ଦ୍ର ପ୍ରତାପ ସ୍ବାଇଁ ଭଦ୍ରକ, ପ୍ରମିଳା ମଲ୍ଲିକ କେନ୍ଦ୍ରାପଡା, ଦେବାଶିଷ ସାମନ୍ତରାୟ ଜଗତ୍‌ସିଂହପୁର, ପ୍ରଦୀପ ଅମାତ ପୁରୀ , ପ୍ରସନ୍ନ ଆଚାର୍ଯ୍ୟ ଖୋର୍ଦ୍ଧା, ସୌଭାଗ୍ୟ ନାୟକ ନୂଆପଡା, ଉଷା ଦେବୀ କଟକ, ଅଶୋକ ଚନ୍ଦ୍ର ପଣ୍ଡା ଯାଜପୁର, ଅମର ଶତପଥୀ ନୟାଗଡ, ପଦ୍ମନାଭ ବେହେରା ଝାରସୁଗୁଡା ଏବଂ ହାଜି ମହମ୍ମଦ ଆୟୁବ ଖାଁଙ୍କୁ ସୁବର୍ଣ୍ଣପୁର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri