Posted inଜାତୀୟ

ଅକ୍ଟୋବର ୨୯ରୁ ଦିଲ୍ଲୀରେ ମହିଳାଙ୍କ ପାଇଁ ମାଗଣା ବସ୍‌ ସେବା: କେଜରିଓ୍ବାଲ

ନୂଆଦିଲ୍ଲୀ,୧୫।୮: ରାଖୀ ପୂର୍ଣ୍ଣିମା ଅବସରରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମହିଳାମାନଙ୍କୁ ଏକ ବଡ ଉପହାର ଦେଇଥିବା କଥା କହିଛନ୍ତି। ଆସନ୍ତା ଅକ୍ଟୋବର ୨୯ରୁ ଦିଲ୍ଲୀରେ ମହିଳାମାନେ ସମସ୍ତ ଡିଟିସି(ଦିଲ୍ଲୀ ଟ୍ରାନ୍ସପୋର୍ଟ କର୍ପୋରେଶନ) ବସ୍‌ ଓ କ୍ଲଷ୍ଟର ବସ୍‌ରେ ମାଗଣାରେ ଯାତାୟାତ କରିପାରିବେ ବୋଲି କେଜରିଓ୍ବାଲ କହିଛନ୍ତି। ଏହା ମହିଳାଙ୍କ ସୁରକ୍ଷା କ୍ଷେତ୍ରରେ ଏକ ବଡ ପଦକ୍ଷେପ ବୋଲି ସେ କହିଛନ୍ତି। ଗୁରୁବାର ଛତ୍ରଶାଳା ଷ୍ଟାଡିୟମରେ ଆୟୋଜିତ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇ କେଜରିଓ୍ବାଲ ଏହି ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଗତ ଜୁନ୍‌ରେ ଏହି ପ୍ରପୋଜାଲ ଆସିଥିବା ବେଳେ ଏହା ଆସନ୍ତା ଅକ୍ଟୋବରରେ କାର୍ଯ୍ୟକାରୀ କରାଯିବ। ଅବଶ୍ୟ ସେ ସମୟରେ କେତେଜଣ ମହିଳା ଏହାର ବିରୋଧ କରିବା ସହ ମୁଖ୍ୟମନ୍ତ୍ରୀ ପ୍ରଥମେ ଦିଲ୍ଲୀ ମହିଳାଙ୍କ ସୁରକ୍ଷା ଉପରେ ଗୁରୁତ୍ୱ ଦିଅନ୍ତୁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

ଶତାବ୍ଦୀର ସବୁଠାରୁ ମହଙ୍ଗା ଛାଡ଼ପତ୍ର; ସ୍ତ୍ରୀଙ୍କୁ ଏତେ କୋଟି ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ, ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ସିଓଲ,୨୫।୭: ଦକ୍ଷିଣ କୋରିଆର ଜଣାଶୁଣା ‘ଏସକେ ଗ୍ରୁପ’ର କୋଟିପତି ଚେୟାରମାନ ଚେ ତେ-ଓ୍ବନ ତାଙ୍କ ପୂର୍ବତନ ସ୍ତ୍ରୀ ରୋ ସୋ-ୟଙ୍ଗଙ୍କୁ ୯୪୪ ବିଲିୟନ ଓ୍ବନ୍‌ ପ୍ରାୟ ୬୪୦…

CJPର ନୂଆ ରଣନୀତି! ପୋଲିସ ଚିହ୍ନଟ ପାଇଁ ଆଣୁଛି….

ନୂଆଦିଲ୍ଲୀ,୨୫।୭(ପି.ଟି.): ଗତ ଜୁଲାଇ ୨୦ ‘ଚଲୋ ସଂସଦ’ ରାଲି ସମୟରେ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନରେ ସମ୍ପୃକ୍ତ ପୋଲିସ କର୍ମଚାରୀମାନଙ୍କୁ ଚିହ୍ନଟ କରିବା ପାଇଁ ‘କକ୍‌ରୋଚ୍‌…

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

‘Thanks To Everybody…’, ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ଭିଡିଓ ବାର୍ତ୍ତା ଜାରି,କହିଲେ…VIDEO

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ନୂତନ ଭିଡିଓ ବାର୍ତ୍ତା ଶୁକ୍ରବାର ରାତିରେ ସାମ୍ନାକୁ ଆସିଛି। ଏହି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri