ଅକ୍ଟୋବରରେ ୮ ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୮-୯: ଆସନ୍ତା ମାସରେ ବ୍ୟାଙ୍କରେ ଜରୁରୀ କାମ କରିବା ଲାଗି ଯୋଜନା ପ୍ରସ୍ତୁତ କରିବା ପୂର୍ବରୁ ସାମାନ୍ୟ ଭାବିବା ଉଚିତ୍‌ ହେବ। କାରଣ ଅକ୍ଟୋବରରେ ଦଶହରା, ଦୀପାବଳୀ ଭଳି ବଡ଼ ପର୍ବ ସହ ଅନ୍ୟାନ୍ୟ କାରଣରୁ ୮ ଦିନ ବ୍ୟାଙ୍କ ବନ୍ଦ ରହିବ। ଏହି କାରଣରୁ ବ୍ୟାଙ୍କ ସହ ଜଡିତ ସମସ୍ତ ପ୍ରକାର କାମକୁ ଯଥାଶୀଘ୍ର ସାରି ନେବା ସହ ପର୍ବପର୍ବାଣୀରେ ଖର୍ଚ୍ଚ ପାଇଁ ହାତରେ ଯଥେଷ୍ଟ ଅର୍ଥ ଆଗୁଆ ସଞ୍ଚୟ କରିନେବା ଉଚିତ୍‌ ହେବ। କାରଣ ଆସନ୍ତା ମାସରେ ବ୍ୟାଙ୍କ ଛୁଟି ଅକ୍ଟୋବର ୨ରୁ ଆରମ୍ଭ ହେବ। ଗାନ୍ଧୀ ଜୟନ୍ତ୍ରୀ ଅବସରରେ ଏହି ଦିନ ବ୍ୟାଙ୍କ ବନ୍ଦ ରହିବ। ଏହାପରେ,୬ ଓ ୮ ଅକ୍ଟୋବରରେ କ୍ରମାଗତ ୨ ଦିନ ବ୍ୟାଙ୍କରେ କୌଣସି କାମ ହେବ ନାହିଁ। କାରଣ ୬ ତାରିଖ ରବିବାର ମହାନବମୀ ପଡୁଥିବା ବେଳେ ୮ରେ ବିଜୟାଦଶମୀ ବା ଦଶହରା ପାଳନ କରାଯିବ। ଏହି କାରଣରୁ ବ୍ୟାଙ୍କ ଛୁଟି ରହିବ। ଏହାପରେ ୧୨ରେ ମାସର ଦ୍ୱିତୀୟ ଶନିବାର, ୧୩ରେ ରବିବାର ପଡୁଛି। ସେହିପରି ପରବର୍ତ୍ତୀ ରବିବାର ୨୦ରେ ପଡୁଛି। ଏହାବାଦ୍‌ ୨୬ରେ ମାସର ଚତୁର୍ଥ ଶନିବାର, ୨୭ରେ ରବିବାର ତଥା ଦୀପାବଳି ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଶପଥ ନେଲେ ସୁପ୍ରିମକୋର୍ଟର ୫ ନୂଆ ବିଚାରପତି

ନୂଆଦିଲ୍ଲୀ,୨।୬: ସୁପ୍ରିମକୋର୍ଟରେ ମଙ୍ଗଳବାର ୫ ନୂଆ ବିଚାରପତି ଶପଥ ନେଇଛନ୍ତି। ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚଛି। ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ଆସିଲା ଖୁସିଖବର: ମା’ ହେଲା ‘ଜିନ୍ନତ’

ଭୁବନେଶ୍ୱର,୨।୬: ମୟୁରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ଏକ ଖୁସି ଖବର ଆସିଛି॥ ମା’ ହୋଇଛି ବାଘୁଣୀ ‘ଜିନ୍ନତ’। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ…

ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ? ବଡ଼ ସଙ୍କେତ ଦେଲା BCCI

ନୂଆଦିଲ୍ଲୀ,୨।୬: ଯେତେବେଳେ ବି IPLର 19ତମ ସିଜିନ ବିଷୟରେ ଆଲୋଚନା ହୁଏ, ସମସ୍ତଙ୍କ ମୁହଁରେ ପ୍ରଥମେ ନାମ ନିଶ୍ଚିତ ଭାବରେ 15 ବର୍ଷୀୟ ଯୁବ ସେନସେସନ ବୈଭବ…

ସଂଘବଦ୍ଧ ଆକ୍ରମଣ କଲେ ସମ୍ପର୍କୀୟ, ବ୍ୟକ୍ତି ଗୁରୁତର

ସିମୁଳିଆ,୨।୬(ସନ୍ତୋଷ କୁମାର ନାୟକ): ଜମିବାଡ଼ି ସଂକ୍ରାନ୍ତିୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା କ୍ଷୀରକୋଣା ମଳିକସାହି ଅଞ୍ଚଳର ଲକ୍ଷ୍ମୀଧର ଦାସ (୪୫) ନାମକ…

୧୯ ବର୍ଷ ପରେ ଆସିଲା ରାୟ: ଗାଣ୍ଡୁ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଏଡିଜେ ଶେଖ ମହମ୍ମଦ କଏସ ୨୦୦୭ ମସିହାର ଏକ ବଧୂ ହତ୍ୟା ମାମଲାର ବିଚାରଣ କରି ଅଭିଯୁକ୍ତ ସ୍ବାମୀଙ୍କୁ ପ୍ରମାଣ ଅଭାବରୁ…

ବଲିଉଡ ଅଭିନେତ୍ରୀଙ୍କ ମାଆଙ୍କ ଘରୁ ଲକ୍ଷାଧିକ ଟଙ୍କାର ଗହଣା ଚୋରୀ

ନୂଆଦିଲ୍ଲୀ,୨।୭: ବଲିଉଡ ଅଭିନେତ୍ରୀ ରବୀନା ଟଣ୍ଡନଙ୍କ ପରିବାର ସହିତ ଜଡିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୁମ୍ବାଇର ଜୁହୁ ଅଞ୍ଚଳରେ ଥିବା ରବୀନା ଟଣ୍ଡନଙ୍କ ମାଆଙ୍କ…

କାହିଁକି ସବୁବେଳେ ଧଳା ଶର୍ଟ-କଳା ବ୍ଲେଜର ପିନ୍ଧୁଛନ୍ତି ଥଲାପତି ବିଜୟ: ନିଜେ କଲେ ଖୁଲାସା

ଚେନ୍ନାଇ,୨।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଏକ ‘ସିଗ୍ନେଚର’ ଲୁକ ଅଛି। ମୁଖ୍ୟମନ୍ତ୍ରୀ ହେବା ପରଠାରୁ ତାଙ୍କ ପୋଷାକ ପ୍ରାୟତଃ ଆଲୋଚନାର ବିଷୟ ହୋଇଆସିଛି। ସେ…

ନିର୍ବାଚନ ହାରୁ ହାରୁ TMC ଦୁଇ ଫାଳ! ସାମ୍ନାକୁ ଆସିଲା କନ୍ଦଳ; ଦଳକୁ କେମିତି ବଞ୍ଚାଇବେ ମମତା ବାନାର୍ଜୀ?

କୋଲକାତା,୨।୬: ପଶ୍ଚିମବଙ୍ଗରେ ଟିଏମସିର ପରାଜୟ ପରେ, ମମତା ବାନାର୍ଜୀଙ୍କ ପତନ ଆରମ୍ଭ ହୋଇଯାଇଛି। ପରିସ୍ଥିତି ବଢୁଥିବାରୁ ତୃଣମୂଳ କଂଗ୍ରେସ ଦୁଇଟି ଗୋଷ୍ଠୀରେ ବିଭକ୍ତ ହେବ ବୋଲି ସୂଚାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri