Posted inଜାତୀୟ

ଅକ୍ଷରଧାମ୍‌ ଆକ୍ରମଣର ମାଷ୍ଟର ମାଇଣ୍ଡ ଗିରଫ

ଗାନ୍ଧୀନଗର,୨୭ା୭(ପି.ଟି.): ଅକ୍ଷରଧାମ୍‌ ମନ୍ଦିର ଆକ୍ରମଣ ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ମହମ୍ମଦ ୟାସିନ୍‌ ଭଟ୍ଟଙ୍କୁ ଗୁଜରାଟ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌) ଶୁକ୍ରବାର ଜମ୍ମୁ-କଶ୍ମୀରର ଅନନ୍ତନାଗରୁ ଗିରଫ କରିଛି। ୨୦୦୨ ସେପ୍ଟେମ୍ବର ୨୪ରେ ଅକ୍ଷରଧାମ୍‌ ମନ୍ଦିର କମ୍ପ୍ଲେକ୍ସ ଉପରେ ଦୁଇଜଣ ଆତଙ୍କବାଦୀ ଆକ୍ରମଣ କରିଥିଲେ। ସେମାନଙ୍କ ଗୁଳିରେ ଜଣେ ଏନ୍‌ଏସ୍‌ଜି କମାଣ୍ଡୋଙ୍କ ସମେତ ୩୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନ୍‌ଏସ୍‌ଜି କମାଣ୍ଡୋମାନଙ୍କ ପାଲଟା ଜବାବରେ ଦୁଇ ଆତଙ୍କବାଦୀ ନିହତ ହୋଇଥିଲେ। ଆକ୍ରମଣର ମାଷ୍ଟରମାଇଣ୍ଡ୍‌ ଲଶ୍କର-ଇ-ତୋଇବା ଆତଙ୍କବାଦୀ ମହମ୍ମଦ ପାକ୍‌ ଅଧିକୃତ କଶ୍ମୀର (ପିଓକେ) ପଳାଇଥିଲେ। ସେ ଜମ୍ମୁ-କଶ୍ମୀର ଫେରି ଅନନ୍ତନାଗର ଏକ ଟିମ୍ବର ଓ୍ବେର୍‌ହାଉସ୍‌ରେ କାମ କରୁଥିବା ସୂଚନା ପାଇ ଏଟିଏସ୍‌ ତାଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri