Posted inଜାତୀୟ

ଅକ୍ଷୟ କୁମାରଙ୍କୁ ମୋଦି କହିଲେ ମନର କଥା: ମମତା ଦିଦି କୁର୍ତ୍ତା ଓ ମିଠା ଉପହାର ଦିଅନ୍ତି

ନୂଆଦିଲ୍ଲୀ,୨୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାକ୍ଷାତ୍‌କାର ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ନେଇଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ନିଜର ମନର କଥା ଖୋଲି କହିଛନ୍ତି। ବିଭିନ୍ନ ରାଜନୈତିକ ବ୍ୟକ୍ତି ବିଶେଷଙ୍କ ସହିତ ସମ୍ପର୍କ ବିଷୟରେ ମୋଦି କହିଛନ୍ତି ଯେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜଣେ ଭଲ ଲୋକ। ସେ ବର୍ଷରେ ଥରେ ଦୁଇଥର କୁର୍ତ୍ତା ଏବଂ ମିଠା ଉପହାର ପଠାଇଥାନ୍ତି। ସେହିପରି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନା ବର୍ଷରେ ୩-୪ ମିଠାଇ ପଠାଉଥିବା ମୋଦି କହିଛନ୍ତି। ସେହିପରି ଜୀବନରେ ସେ ପ୍ରଧାନମନ୍ତ୍ରୀ ହେବା ପାଇଁ କେବେ ମଧ୍ୟ ଚିନ୍ତା କରି ନ ଥିଲେ। ମାତ୍ର ଜୀବନ ଧାରାରେ ଚାଲୁଚାଲୁ ତାହା ହୋଇଯାଇଥିଲା ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri