Posted inଜାତୀୟ

ଅକ୍ସଫୋର୍ଡ ଡିକ୍ସନାରିରେ ‘ଆଧାର’

ନୂଆଦିଲ୍ଲୀ,୨୫ା୧: ଅକ୍ସଫୋର୍ଡ ଡିକ୍‌ସନାରିରେ ‘ଆଧାର’ ଶବ୍ଦ ସ୍ଥାନ ପାଇଛି। ଏହାର ଦଶମ ସଂସ୍କରଣରେ ଆହୁରି ୨୫ଟି ଭାରତୀୟ ଶବ୍ଦକୁ ସାମିଲ କରାଯାଇଛି। ଅକ୍ସଫୋର୍ଡ ଆଡଭାନ୍ସଡ ଲର୍ନର ଡିକ୍‌ସନାରି(ଓଏଏଲ୍‌ଡି)ର ସଦ୍ୟ ସଂସ୍କରଣକୁ ଶୁକ୍ରବାର ଉନ୍ମୋଚନ କରାଯାଇଛି। ଏଥିରେ ୩୮୪ଟି ଭାରତୀୟ ଶବ୍ଦ ରହିଛି। ନୂଆକରି ସାମିଲ କରାଯାଇଥିବା ଶବ୍ଦଗୁଡ଼ିକ ମଧ୍ୟରେ ରହିଛି ଆଧାର, ଚାଓ୍ବଲ, ଡବ୍ବା ଓ ଶାଦି। ସେହିପରି ଚାଟବୋଟ, ଫେକ୍‌ ନ୍ୟୁଜ୍‌ ଓ ମାଇକ୍ରୋପ୍ଲାଷ୍ଟିକ୍‌ ଭଳି ଆଉ ୧,୦୦୦ ଇଂଲିଶ ଶବ୍ଦକୁ ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ କରାଯାଇଛି। ନୂଆ ୨୬ ଶବ୍ଦ ମଧ୍ୟରୁ ୨୨ଟିକୁ ମୁଦ୍ରିତ ସଂସ୍କରଣରେ ସ୍ଥାନ ମିଳିଥିବାବେଳେ ଅନ୍ୟ ୪ଟି ଡିଜିଟାଲ ଭର୍ସନରେ ରହିଥିବା ଅକ୍ସଫୋର୍ଡ ଡିକ୍‌ସନାରି ମ୍ୟାନେଜିଂ ଡାଇରେକ୍ଟର(ଏଜୁକେଶନ ଡିଭିଜନ) ଫଥିମା ଦାଦା ସୂଚନା ଦେଇଛନ୍ତି। ଅନ୍‌ଲାଇନ ଭର୍ସନରେ ସ୍ଥାନ ପାଇଥିବା ଅନ୍ୟ ୪ଟି ଶବ୍ଦ ହେଲା କରେଣ୍ଟ (ବିଦ୍ୟୁତ୍‌), ଲୁଟର, ଲୁଟିଂ ଏବଂ ଉପଜିଲା (ସବ୍‌-ଡିଭିଜନ)। ୭୭ ବର୍ଷ ଧରି ପ୍ରଚଳିତ ଏହି ଶବ୍ଦକୋଷ ପ୍ରଥମେ ୧୯୪୨ରେ ଜାପାନରେ ପ୍ରକାଶିତ ହୋଇଥିଲା। ୧୯୪୮ରେ ଅକ୍‌ସଫୋର୍ଡ ୟୁନିଭର୍ସିଟି ପ୍ରେସ୍‌ ଏହାକୁ ପ୍ରଥମଥର ପାଇଁ ପ୍ରକାଶ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମାମ୍‌ ଆପଣଙ୍କର ପିଲା ହୋଇଥିଲେ କ’ଣ…’, ପୋଲିସର ଲାଠିଚାର୍ଜରେ ଭୋ ଭୋ ହୋଇ କାନ୍ଦିଲେ ଯୁବତୀ, ଦେଖନ୍ତୁ Video

ନୂଆଦିଲ୍ଲୀ,୨୦।୭: ଦିଲ୍ଲୀର ଜନ୍ତର ମନ୍ତରଠାରେ ଆଜି ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ ଦେଖିବାକୁ ମିଳିଛି। ‘କକରୋଚ ଜନତା ପାର୍ଟି’ (CJP) ର କର୍ମକର୍ତ୍ତା ଏବଂ ସମର୍ଥକମାନେ…

ଘର ପିଣ୍ଡାରେ ଛିଡା ହୋଇଥିଲେ ରବିନ୍ଦ୍ର, ମାରିଲା ଘଡ଼ଘଡ଼ି; ଆଉ ତା’ପରେ…

ମୋରଡା,୨୦।୭(ସ୍ମାରକ ମାଜୀ): ବଜ୍ରପାତ ମାରିବାରୁ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଞ୍ଚଳର ଜଣେ ଯୁବକ ଓ଼ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଉଛନ୍ତି…

ଧର୍ମେନ୍ଦ୍ର ପ୍ରଧାନଙ୍କୁ କାହିଁକି ବଞ୍ଚାଉଛନ୍ତି ସରକାର? ବଡ଼ ଖୁଲାସା କଲେ ପ୍ରିୟଙ୍କା ଚତୁର୍ବେଦୀ, ମୋଦିଙ୍କ ‘ଖାସ୍‌ ରତ୍ନ’ କହି…

ନୂଆଦିଲ୍ଲୀ,୨୦।୭: ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରୁ ହିଁ ଶିକ୍ଷା ବ୍ୟବସ୍ଥା ଏବଂ NEET-UG ପେପର ଲିକ୍‌ ମାମଲାକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଆକ୍ରମଣାତ୍ମକ ମନୋଭାବ…

ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ

ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍‌ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ସାପ କାମୁଡ଼ାରେ ଶାଶୁ ମୃତ, ବୋହୂ ଗୁରୁତର 

ନନ୍ଦାହାଣ୍ଡି, ୨୦।୭ (ପ୍ରତୀପ କୁମାର ଦାଶ): ଗୋଟିଏ ପରିବାରର ୨ ଜଣଙ୍କୁ ଏକ ସାପ କାମୁଡ଼ି ଦେଇଛି। ଏଥିରେ ଶାଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ବୋହୂ ଗୁରୁତର…

ସ୍ବର ଉଠାଉଥିବା ପିଲାଙ୍କ ଉପରେ କରାଯାଉଛି ଲାଠିଚାର୍ଜ: ଯୁବ-ବିରୋଧୀ ପ୍ରଧାନମନ୍ତ୍ରୀ କହି ବର୍ଷିିଲେ ରାହୁଲ

ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀରେ ‘କକରୋଚ ଜନତା ପାର୍ଟି’ (CJP) ପକ୍ଷରୁ ଚାଲିଥିବା ବିରୋଧ ପ୍ରଦର୍ଶନ ମଧ୍ୟରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କେନ୍ଦ୍ର…

CJP ଆନ୍ଦୋଳନ ଭିତରେ ୟୁ-ଟର୍ନ ନେଲେ ସୋନମ ୱାଙ୍ଗଚୁକ: କହିଲେ- ମୁଁ ନିଜର ଅନଶନ…

ନୂଆଦିଲ୍ଲୀ, ୨୦।୭: CJPର ବିରୋଧ ପ୍ରଦର୍ଶନ ମଧ୍ୟରେ ସୋନମ ୱାଙ୍ଗଚୁକଙ୍କ ଏକ ବଡ଼ ବୟାନ ସାମ୍ନାକୁ ଆସିଛି। ଏଥିରେ ସେ ନିଜର ଅନଶନ ଜାରି ରଖିବେ ବୋଲି…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri