ଅଖିଳ ଭାରତୀୟ ମୋଟର ପରିବହନ କଂଗ୍ରେସର ଉପାଧ୍ୟକ୍ଷ ଭାବେ ରବିନାରାୟଣ ଶତପଥୀ ନିର୍ବାଚିତ

କଟକ ଅଫିସ, ୨୨ା୧୦: ଓଡ଼ିଶା ରାଜ୍ୟ ଟ୍ରକ ମାଲିକ ମହାସଂଘର ସାଧାରଣ ସମ୍ପାଦକ ରବିନାରାୟଣ ଶତପଥୀ ଅଖିଳ ଭାରତୀୟ ମୋଟର ପରିବହନ କଂଗ୍ରେସର ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ଅଖିଳ ଭାରତୀୟ ମୋଟର ପରିବହନ କଂଗ୍ରେସରେ ସମସ୍ତ ପରିବହନ କମ୍ପାନୀର ମାଲିକ ସଦସ୍ୟ ଅଛନ୍ତି। ସୋମବାର ଦିଲ୍ଲୀରେ ଅନୁଷ୍ଠିତ ନିର୍ବାଚନରେ ସେ ନିଦ୍ୱନ୍ଦରେ ନିର୍ବାଚିତ ହୋଇଥିବା ଜଣାପଡିଛି। ପରିବହନ ବ୍ୟବସାୟର ବିଭିନ୍ନ ସମସ୍ୟା ସଂକ୍ରାନ୍ତରେ ସରକାରଙ୍କ ସହିତ ଆଲୋଚନା କରି ଯୋଜନା ପ୍ରଣୟନ କରିବା ଓ ମୋଟରଯାନ ଆଇନ ସଂଶୋଧନରେ ସଙ୍ଗଠନ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ରବିନାରାୟଣ ଦ୍ୱିତୀୟ ଓଡିଆ ଭାବେ ନିର୍ବାଚିତ ହୋଇଥିବାରୁ ପୂର୍ବାଞ୍ଚଳ ସମସ୍ତ ଟ୍ରକ ମାଲିକ ସଂଘ, ପରିବହନ ମାଲିକ ସଂଘ, ମହାନଦୀ ବିହାର ଡେଭଲପମେଣ୍ଟ ଅସୋସିଏଶନ ସମେତ ବହୁ ସଂଗଠନ ପକ୍ଷରୁ ତାଙ୍କୁ ସ୍ବାଗତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ପ୍ରଧାନମନ୍ତ୍ରୀଙ୍କ ଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ ଚାମ୍ପିୟନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶି ବିଶ୍ୱାଳ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri