Posted inଜାତୀୟ

ଅଗଷ୍ଟ ୮ରେ ପ୍ରଣବ ମୁଖାର୍ଜୀଙ୍କୁ ମିଳିବ ‘ଭାରତ ରତ୍ନ’

ନୂଆଦିଲ୍ଲୀ, ୨୮।୭: ଦେଶର ପୂର୍ବତନ ରାଷ୍ଟ୍ରପତି ତଥା ବରିଷ୍ଠ ରାଜନେତା ପ୍ରଣବ ମୁଖାର୍ଜୀଙ୍କୁ ଆସନ୍ତା ଅଗଷ୍ଟ ୮ରେ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ମିଳିବ। ତାଙ୍କ ସହ ଦିବଂଗତ ସଂଗୀତକାର ଓ ଗାୟକ ଡ.ଭୂପେନ ହଜାରିକା ଓ ସାମାଜିକ କର୍ମୀ ନାନାଜୀ ଦେଶମୁଖଙ୍କୁ ମରଣୋତ୍ତର ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯିବ। ରାଷ୍ଟ୍ରପତି ଭବନରେ ଅୟୋଜିତ ଏକ ସୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ସମ୍ମାନ ପ୍ରଦାନ କରାଯିବ। ସୂଚନାଯୋଗ୍ୟ, ୨୦୧୯, ଜାନୁଆରୀ ୨୫ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ତିନିଜଣଙ୍କୁ ଚଳିତବର୍ଷ ଭାରତ ରତ୍ନ ମିଳିବ ବୋଲି ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଯୌନ ଉତ୍ପୀଡନ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ପୀଡିତ ୫ ଶିଶୁ: ୨ ଡାକ୍ତର ସସପେଣ୍ଡ

ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ରାମ ଜି ବିଲ୍ ପାସ୍ ବିରୋଧରେ ବିରୋଧୀଙ୍କ ରାତିସାରା ଧାରଣା

ନୂଆଦିଲ୍ଲୀ,୧୯ା୧୨: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଅଧିନିୟମ (MGNREGA) ସ୍ଥାନରେ ଆସିଥିବା ‘ବିକଶିତ ଭାରତ ଗ୍ୟାରେଣ୍ଟି ଫର୍ ରୋଜଗାର ଏବଂ ଆଜୀବିକା ମିଶନ...

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ଉସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ହିଂସା, ଢାକା ସମେତ ଅନେକ ସହରରେ ହଙ୍ଗାମା

ନୂଆଦିଲ୍ଲୀ,୧୯ା୧୨: ବାଂଲାଦେଶରେ ଜୁଲାଇ ବିଦ୍ରୋହର ଜଣେ ପ୍ରମୁଖ ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦି ଛଅ ଦିନ ଧରି ଜୀବନ ସହିତ...

ଚାଷୀଙ୍କ ଚେତାବନୀ: ୨୦ ସୁଦ୍ଧା ସମସ୍ତ ଟୋକନ ନ ଆସିଲେ ଆନ୍ଦୋଳନ ତୀବ୍ରତର

ଅତାବିରା/ଗୋଡ଼ଭଗା , ୧୯ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାସ):ଧାନର ଅଭାବୀ ବିକ୍ରି ସହ ୪ ଦଫା ଦାବି ନେଇ ରାଜ୍ୟ କୃଷକ ସଂଗଠନ ଗତ ୯ ତାରିଖ ଏନ୍‌ଏଚ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri